• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Tag: Rajyasabha

Rajya Sabha election
ରାଜ୍ୟସଭା ପାଇଁ ନାମାଙ୍କନ ଭରିଲେ ଜଗନ୍ନାଥ ପ୍ରଧାନ

ବିଜେପି ନେତା ଜଗନ୍ନାଥ ପ୍ରଧାନ ଆଜି ରାଜ୍ୟସଭା ପାଇଁ ନାମାଙ୍କନପତ୍ର ଦାଖଲ କରିଛନ୍ତି । ବିଜେପି ରାଜ୍ୟସଭା ପ୍ରାର୍ଥୀ ଭାବେ ନାମାଙ୍କନ ଦାଖଲ କରିଛନ୍ତି ମମତା ମହାନ୍ତ ।

Rajya Sabha Election
ରାଜ୍ୟସଭା ନିର୍ବାଚନ ପାଇଁ ଆଜି ପ୍ରକାଶ ପାଇବ ବିଜ୍ଞପ୍ତି

ଆଜି ପ୍ରକାଶ ପାଇବ ରାଜ୍ୟସଭା ନିର୍ବାଚନ ପାଇଁ ବିଜ୍ଞପ୍ତି । ରାଜ୍ୟସଭା ସାଂସଦ ମମତା ମହାନ୍ତ ଇସ୍ତଫା ଦେବାପରେ ଖାଲି ପଡ଼ିଛି ଆସନ।

MP Funds
ସାମ୍ନାକୁ ଆସିଲା ସାଂଘାତିକ ତଥ୍ୟ, ଭେଟି ଦିଆଯାଉଥିଲା MP ଲ୍ୟାଡ୍

ଯାଜପୁରକୁ ରାଜ୍ୟସଭା ସାଂସଦ ପାଣ୍ଠି ବର୍ଷା । ୪ ବର୍ଷରେ ୧୧ ସାଂସଦ ଗୋଟିଏ ଜିଲ୍ଲାକୁ ଦେଇଛନ୍ତି ୧୪ କୋଟି ୮୨ ଲକ୍ଷ ଟଙ୍କା ।

General Elections
ଭାରତରେ କେମିତି ଗଢ଼ାଯାଏ ସରକାର ? ଜାଣନ୍ତୁ ପୂରା ପ୍ରକ୍ରିୟା..

ଜନପ୍ରତିନିଧି ବାଛିବା ପାଇଁ ନିର୍ବାଚନ ହେବା ନିହାତି ଆବଶ୍ୟକ। ଗଣତାନ୍ତ୍ରିକ ରାଷ୍ଟ୍ରରେ ନିଜ ନିଜ ପ୍ରତିନିଧି ମାଧ୍ୟମରେ ଜନସାଧାରଣ ଶାସନ କରିଥାନ୍ତି।

Ashwini Vaishnaw
ହଟିଲା ସସପେନ୍ସ, ରିପିଟ୍ ହେଲେ ଅଶ୍ୱିନୀ

ପ୍ରମାଣିତ ହେଲା ବିଜେଡି-ବିଜେପି ନିବିଡ଼ ସମ୍ପର୍କ କହିଲା କଂଗ୍ରେସ । ବିଜେଡିର ଉତ୍ତର ରାଜ୍ୟ ସ୍ୱାର୍ଥ ପାଇଁ ଏଭଳି ନିଷ୍ପତ୍ତି।

Rajya Sabha Election
ବିଜେଡି ଖୋଲିଲାନି ତୃତୀୟ କାର୍ଡ୍। ନାମାଙ୍କନ ଭରିଲେ ଦେବାଶିଷ ଓ ଶୁଭାଶିଷ

ନାମାଙ୍କନ ଭରିଥିବା ଦେବାଶିଷ ଓ ଶୁଭାଶିଷ କହିଛନ୍ତି ରାଜ୍ୟ ସ୍ୱାର୍ଥକୁ ଉଚ୍ଚ ସଦନରେ ଉଠାଇବାକୁ ସୁଯୋଗ ମିଳିଲା।

Delhi Ordinance Bill Pass
ଦିଲ୍ଲୀ ସେବା ବିଲ୍ ପାସ୍, ସମର୍ଥନରେ ୧୩୧ ଭୋଟ

ପୂର୍ବତନ ପ୍ରଧାନମନ୍ତ୍ରୀ ମନମୋହନ ସିଂହ ଅସୁସ୍ଥ ଥିଲେ ମଧ୍ୟ ଆଜି ଦିଲ୍ଲୀ ବିଲ୍‌ ବିପକ୍ଷରେ ଭୋଟ ଦେବାକୁ ରାଜ୍ୟସଭାକୁ ଆସିଥିଲେ। ସେ ହ୍ୱିଲ ଚେୟାରରେ ଆସି ଭୋଟ ଦେଇଥିଲେ ହେଁ ଏହା ବିଲ୍‌କୁ ମାତ ଦେବାକୁ ଯଥେଷ୍ଟ ହୋଇନାହିଁ । 

Vote
ରାଜ୍ୟସଭା ପାଇଁ କିଏ ହେବେ ବିଜେଡିର ପ୍ରାର୍ଥୀ ?

ଆସନ୍ତାକାଲିଠାରୁ ଆରମ୍ଭ ହେଉଛି ରାଜ୍ୟସଭା ପ୍ରାର୍ଥୀ ପାଇଁ ନାମାଙ୍କନ ପ୍ରକ୍ରିୟା । ବିଜେଡି ଦଳ ପକ୍ଷରୁ କିଏ ପ୍ରାର୍ଥୀ ହେବ ତାହା ଏଯାଏଁ ସ୍ଥିର ହୋଇନି ।

Rajyasabha
ରାଜ୍ୟସଭା ନିର୍ବାଚନ ପାଇଁ ବାଜିଲା ବିଗୁଲ, ଘୋଷଣା ହେଲା ତାରିଖ

ଜୁନ୍ ୧୦ ତାରିଖରେ ହେବ ଭୋଟ୍ । ୨୪ ତାରିଖରେ ନିର୍ବାଚନ ପାଇଁ ବିଧିବଦ୍ଧ ଭାବେ ବିଜ୍ଞପ୍ତି ପ୍ରକାଶ ପାଇବ । ନାମାଙ୍କନ ପତ୍ର ଦାଖଲର ଶେଷ ଦିନ ହେଉଛି ମେ’ ୩୧ ।

Rajyasabha
୩ ରାଜ୍ୟସଭା ଆସନ ପାଇଁ ତାଲିକାରେ ଅନେକ ହେଭିୱେଟ୍‌ ! ଜାଣନ୍ତୁ ରେସ୍‌ରେ କିଏ ଆଗରେ..

ଜୁନ୍-ଅଗଷ୍ଟ ମାସରେ ଶେଷ ହେଉଥିବା ୧୫ଟି ରାଜ୍ୟର ୫୭ଟି ରାଜ୍ୟସଭା ଆସନ ଖାଲିହେବ । ସେଥିମଧ୍ୟରୁ ଓଡିଶାରେ ୩ଟି ଆସନ ଖାଲି ହେବ । 

Rajyasabha MP
ରାଜ୍ୟସଭା ନିର୍ବାଚନ ନେଇ ବିଜ୍ଞପ୍ତି, ସରୁଛି ଭାସ୍କର ରାଓ-ପ୍ରସନ୍ନ ଆଚାର୍ଯ୍ୟ-ସସ୍ମିତ ପାତ୍ରଙ୍କ କାର୍ଯ୍ୟକାଳ

ସକାଳ ୯ଟାରୁ ଅପରାହ୍ନ ୪ଟା ଯାଏଁ ହେବ ଭୋଟ ଗ୍ରହଣ । ଜୁନ୍ ୧୦ ତାରିଖ ଅପରାହ୍ନ ୫ଟାରେ ହେବ ଭୋଟ ଗଣତି ।