• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Tag: Rakhi Purnima

Rakhi Purnima
ରାକ୍ଷୀ ବନ୍ଧିବା ପରେ...କୁନି ଝିଅ ପାଖକୁ ଜଗାର ଆସିଲା ଚିଠି

ଜଗା ପାଖକୁ ରାକ୍ଷୀ ପଠେଇଥିଲା କୁନି ଝିଅ । ସାଙ୍ଗରେ ଦେଇଥିଲା ଟଙ୍କା...ମାନସିକ ପୂରଣ ହେଲା, ଜଗନ୍ନାଥଙ୍କ ହାତରେ ରାକ୍ଷୀ ବନ୍ଧାଗଲା । ଆଉ କୁନି ଭଉଣୀ ଘରକୁ ଆସିଲା ଚିଠି । ଜଗା ରାକ୍ଷୀ ବାନ୍ଧିବା ପରେ କଣ ଲେଖିଛି ଚିଠି ଦେଖନ୍ତୁ ଏହି ଭିଡିଓ

Rakhi Purnima
ତିଥି ଦ୍ୱନ୍ଦ୍ୱରେ ରକ୍ଷାବନ୍ଧନ ପାଳିତ

ଶୁଭ ଅଶୁଭ ଓ ମଙ୍ଗଳ ଅମଙ୍ଗଳର ଦ୍ୱନ୍ଦ୍ୱ ଭିତରେ ସାରା ଦେଶରେ ପାଳିତ ହୋଇଛି ରକ୍ଷାବନ୍ଧନ । ଭାଇ ହାତରେ ରେଷମ ଡୋରୀ ଟିଏ ବାନ୍ଧି ଭଉଣୀ ଶୁଭ ମନାସିବା ସହ ନିଜର ସୁରକ୍ଷା କାମନା କରିଛି..

Rakhi Purnima
ଦ୍ୱନ୍ଦ୍ୱ ଭିତରେ ରାକ୍ଷୀ ସେଲିବ୍ରେସନ; ଭାଇ ହାତରେ ଭଉଣୀ ବାନ୍ଧିଲା ସମ୍ପର୍କର ରେସମୀ ଡୋରି

ଶୁଭ-ଅଶୁଭ ଓ ମଙ୍ଗଳ-ଅମଙ୍ଗଳର ଦ୍ୱନ୍ଦ୍ୱ ଭିତରେ ସାରା ଦେଶରେ ଆଜି ବେଶ୍ ଉତ୍ସାହର ସହ ପାଳିତ ହୋଇଛି ଭାଇ ଭଉଣୀଙ୍କ ପବିତ୍ର ସମ୍ପର୍କର ପର୍ବ ରକ୍ଷାବନ୍ଧନ । ଭାଇ ହାତରେ ରେସମୀ ଡୋରିଟିଏ ବାନ୍ଧି ଭଉଣୀ ତା ଶୁଭ ମନାସିବା ସହିତ ନିଜର ସୁରକ୍ଷା କାମନା ବି କରିଛି ।

Narendra Modi
ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ରାକ୍ଷୀ ବାନ୍ଧିଲେ କୁନି କୁନି ପିଲା

ଭଉଣୀର ସୁଖରେ ସୁଖୀ ଓ ଦୁଃଖରେ ଦୁଃଖୀ ହୁଏ ଭାଇ। ଏ ଏମିତିକା ସମ୍ପର୍କ ଯାହା ଦୁନିଆର ସବୁଠୁ ପବିତ୍ର, ଅତୁଟ ଏବଂ ସୁରକ୍ଷିତ।

RakhiPurnima
ଘରକୁ ଗଲେ ଭାଇ ହାତରେ ବାନ୍ଧିବି ରାକ୍ଷୀ,ହେଲେ କର୍ତ୍ତବ୍ୟ ମୋ ପାଇଁ ଆଗ

ଆମେ ସମସ୍ତଙ୍କ ସିଷ୍ଟର୍ । ରୋଗୀ ସେବା ଆମ ପାଇଁ ସବୁ କିଛି । ପର୍ବପର୍ବାଣୀ ଆମ ପାଇଁ କିଛି ନାହିଁ । ଘରକୁ ଗଲେ ଭାଇ ହାତରେ ବାନ୍ଧିବି ରାକ୍ଷୀ । ଏହା କହିଛନ୍ତି ଜଣେ କାର୍ଯ୍ୟରତ ଷ୍ଟାଫନର୍ସ ।

'Rakhi Purnima
ଆଜି ପବିତ୍ର ରାକ୍ଷୀ ପୂର୍ଣ୍ଣିମା, ଭାଇ ହାତରେ ରାକ୍ଷୀ ବାନ୍ଧୁଛନ୍ତି ଭଉଣୀ

ଆଜି ପବିତ୍ର ରାକ୍ଷୀ ପୂର୍ଣ୍ଣିମା ବା ଗହ୍ମା ପୂର୍ଣ୍ଣିମା । ଆଜି ଦିନରେ ଭଉଣୀ ତା ଭାଇ ହାତରେ ରାକ୍ଷୀ ବାନ୍ଧି ନିଜର ସୁରକ୍ଷା ମନାସିଥାଏ ।

Elderly woman sends rakhi made out of waste materials to PM Modi in Kendrapara
କମଳା ମାଉସୀଙ୍କ ହାତ ତିଆରି ଜରି ରାକ୍ଷୀ ପିନ୍ଧିବେ ମୋଦି

ଅଳିଆ ଆବର୍ଜନାରୁ ଜରି ସାଉଁଟି ସ୍ୱଚ୍ଛ ଭାରତ ପାଇଁ ଉଦାହରଣ ପାଲଟିଥିବା କେନ୍ଦ୍ରାପଡ଼ାର କମଳା ମହାରଣାଙ୍କ ହାତ ତିଆରି ଜରି ରାକ୍ଷୀ ପିନ୍ଧିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି।

Know about raksha bandhan from Indian mythology
Raksha Bandhan 2023: ଭାରତୀୟ ପୁରାଣରେ ରକ୍ଷାବନ୍ଧନର ଅନନ୍ୟ କାହାଣୀ

ରକ୍ଷାବନ୍ଧନର ଏହି ପରମ୍ପରା ବହୁ ପ୍ରାଚୀନ। ଯଦିଓ ପୁରାଣରେ ଏହା କେବେ ଆରମ୍ଭ ହେଲା ତାହାର କିଛି ନିର୍ଦ୍ଦିଷ୍ଟ ବର୍ଣ୍ଣନା ନାହିଁ, କିନ୍ତୁ କେତେକ ପୁରାଣରେ ଏହା ଉଲ୍ଲେଖ କରାଯାଇଛି ଯେ ଏହି ପରମ୍ପରା ସ୍ୱର୍ଗର ଦେବତାମାନଙ୍କ ଦ୍ୱାରା ଆରମ୍ଭ ହୋଇଥିଲା। ଆସନ୍ତୁ ଏ ସମ୍ବନ୍ଧିତ କିଛି ପୌରାଣିକ କାହାଣୀ ଜାଣିନେବା।

Know how to send rakshi to Indian soldiers
Raksha Bandhan 2023: ଭାରତୀୟ ସୈନିକଙ୍କ ହାତରେ କାହିଁକି ବନ୍ଧାଯାଏ ରାକ୍ଷୀ

ଆମର ଯତ୍ନ ନେଉଥିବା କୌଣସି ବ୍ୟକ୍ତି ଯଦି କିଛି ବି ବିପଦରେ ପଡନ୍ତି ଆମେ ସେମାନଙ୍କୁ ରକ୍ଷା କରିବା ନେଇ ଆଗେଇ ଆସୁ, ସେମାନଙ୍କ ମଙ୍ଗଳମୟ ଜୀବନ ପାଇଁ ଈଶ୍ୱରଙ୍କୁ ପ୍ରାର୍ଥନା କରୁ। ସେମିତି ଆମ ସୁରକ୍ଷାର ଦାୟିତ୍ୱ ସୈନିକମାନେ ମଧ୍ୟ ନେଇଥାନ୍ତି। ଏହି ବୀର ସୈନିକଙ୍କ ପାଖକୁ କିପରି ରାକ୍ଷୀ ପଠାଇବେ ଜାଣନ୍ତୁ।

Why Rakshi Purnima is called Gahma Purnima
Raksha Bandhan 2023: ରାକ୍ଷୀ ପୂର୍ଣ୍ଣିମାକୁ କାହିଁକି କୁହାଯାଏ ଗହ୍ମା ପୂର୍ଣ୍ଣିମା

ଶ୍ରାବଣ ମାସର ପୂର୍ଣ୍ଣିମାକୁ ପ୍ରତି ଓଡ଼ିଆ ଗହ୍ମା ପୂର୍ଣ୍ଣିମା ଭାବେ ପାଳନ୍ତି। ଏହି ପର୍ବ ମଧ୍ୟ ରଜ ସଂକ୍ରାନ୍ତୀ ଏବଂ ଅକ୍ଷୟ ତୃତୀୟା ପରି କୃଷି କାମ ସହିତ ଜଡିତ। ଗାଈଗୋରୁ ଚାଷର ଏକ ପ୍ରମୁଖ ଅଂଶ ହୋଇଥିବାରୁ ଏହି ଦିନ ଓଡ଼ିଆମାନେ ବିଶେଷ କରି ଗୋସେବକମାନେ ଗୋରୁଙ୍କୁ ପୂଜା କରନ୍ତି।

8 bollywood and ollywood movies based on brother-sister relationship
Raksha Bandhan 2023: ଚଳଚ୍ଚିତ୍ରରେ ଭାଇ-ଭଉଣୀଙ୍କ ନିଆରା କାହାଣୀ; କେଉଁଠି ହସ...କେଉଁଠି କାନ୍ଦ

ଯେଉଁଠି ରହିଛି ଝଗଡା ଆଉ ଭଲପାଇବା, ସେଇ ହେଉଛି ଭାଇ-ଭଉଣୀର ନିଆରା ସମ୍ପର୍କ। ଏ ସଂପର୍କକୁ ଛାଡି ସିନେମା ଦୁନିଆ ତିଷ୍ଠିବ ବା କେମିତି। ତେବେ ଆସନ୍ତୁ ଏମିତି ୮ଟି ଫିଲ୍ମ ଉପରେ ନଜର ପକେଇନେବା ଯେଉଁଥିରେ ଭରି ରହିଛି ଭାଇ-ଭଉଣୀଙ୍କ କାହାଣୀ।

Rakhi according to zodiac sign
Raksha Bandhan 2023: ରାଶି ଅନୁସାରେ ଭାଇ ହାତରେ ବାନ୍ଧନ୍ତୁ ରାକ୍ଷୀ; ମିଳିବ ଶୁଭ ଫଳ

ଜ୍ୟୋତିଷ ଶାସ୍ତ୍ର ଅନୁଯାୟୀ ରାଶି ସହିତ ରଙ୍ଗର ବିଶେଷ ପ୍ରଭାବ ରହିଛି। ରକ୍ଷାବନ୍ଧନ ଦିନ ରାଶି ଅନୁସାରେ ଭାଇମାନଙ୍କ ହାତରେ ସେହି ରଙ୍ଗର ରାକ୍ଷୀ ବାନ୍ଧିଲେ ଅନେକ ଶୁଭ ଫଳ ମିଳିପାରେ। ଏହା ସମ୍ପର୍କକୁ ମଜଭୁତ କରିବା ସହିତ ଭାଇକୁ ସମସ୍ତ ଅସୁବିଧାରୁ ରକ୍ଷା କରେ। ତେବେ ଆସନ୍ତୁ କେଉଁ ରାଶିରେ କେଉଁ ରଙ୍ଗର ରାକ୍ଷୀ ବାନ୍ଧିଲେ ଶୁଭ ଫଳ ମିଳିବ ସେ ବିଷୟରେ ଜାଣିନେବା।

How Raksha Bandhan is celebrated across India
Raksha Bandhan 2023: ରାକ୍ଷୀ ପୂର୍ଣ୍ଣିମା ଓଡ଼ିଶାରେ ଗହ୍ମା ପୂର୍ଣ୍ଣିମା; ଆଉ କେଉଁଠି କ’ଣ, ଜାଣନ୍ତୁ...

ଦକ୍ଷିଣ ଏସିଆର ଏକ ଜନପ୍ରିୟ ପାରମ୍ପରିକ ହିନ୍ଦୁପର୍ବ ରାକ୍ଷୀ ପୂର୍ଣ୍ଣିମା ବା ଗହ୍ମା ପୂର୍ଣ୍ଣିମା। ଏହି ପର୍ବ ଭାଇ ଓ ଭଉଣୀଙ୍କ ସଂପର୍କକୁ ଦୃଢ କରିବା ସହ ସେମାନଙ୍କ ମଧ୍ୟରେ ଏକ ପବିତ୍ର ପ୍ରେମକୁ ବୁଣିଥାଏ। ରାକ୍ଷୀ ପୂର୍ଣ୍ଣିମାକୁ ଓଡ଼ିଶାରେ ଗହ୍ମା ପୂର୍ଣ୍ଣିମା ଭାବେ ପାଳନ କରାଯାଉଥିବା ବେଳେ ଆଉ କେଉଁଠି କିପରି ପାଳନ ହୁଏ ଆସନ୍ତୁ ଜାଣିବା।