ବଲିଉଡ୍ ଅଭିନେତ୍ରୀ ରକୁଲ୍ ପ୍ରୀତ୍ ସିଂହ ସବୁବେଳେ ନିଜର ବୋଲ୍ଡ ଫଟୋ ସହିତ ଇଣ୍ଟର୍ନେଟ୍ରେ ଚହଳ ସୃଷ୍ଟି କରନ୍ତି। ତାଙ୍କର ଗ୍ଲାମରସ୍ ଲୁକ୍ ଇଣ୍ଟରନେଟକୁ ଆସିବା ମାତ୍ରେ ଭାଇରାଲ ହେବା ଆରମ୍ଭ କରେ।
ବି-ଟାଉନ୍ର ସୁନ୍ଦରୀ ରକୁଲ ପ୍ରୀତ ସିଂହ ସୋସିଆଲ୍ ମିଡିଆରେ ତାଙ୍କର ଲାଟେଷ୍ଟ୍ ଫଟୋ ପୋଷ୍ଟ କରି ତାଙ୍କ ପ୍ରଶଂସକଙ୍କ ସମସ୍ତ ଦୃଷ୍ଟି ଆକର୍ଷଣ କରନ୍ତି। ତାଙ୍କର ପ୍ରତ୍ୟେକ ଲୁକ୍ ଇଣ୍ଟର୍ନେଟ୍ରେ ଆସିବା ମାତ୍ରେ ଭାଇରାଲ୍ ହେବାକୁ ଲାଗେ।
ବଲିଉଡ୍ ଅଭିନେତ୍ରୀ ରକୁଲ ପ୍ରୀତ ସିଂହ ପ୍ରତିଦିନ ଇନଷ୍ଟାଗ୍ରାମରେ ତାଙ୍କର ଲାଟେଷ୍ଟ୍ ଫଟୋସୁଟର ଚିତ୍ର ପୋଷ୍ଟ କରନ୍ତି। ଅଭିନେତ୍ରୀ ଇନଷ୍ଟାଗ୍ରାମରେ ନିଜର ହଟ୍ ଆଉ ଗ୍ଲାମରସ୍ ଫଟୋ ପୋଷ୍ଟ କରି ସବୁବେଳେ ତାଙ୍କ ପ୍ରଶଂସକଙ୍କ ଦୃଷ୍ଟି ଆକର୍ଷଣ କରନ୍ତି। ତାଙ୍କର ଷ୍ଟନିଂ ଅବତାର ଇଣ୍ଟର୍ନେଟ୍ରେ ଆସିବା ମାତ୍ରେ ଭାଇରାଲ ହେବା ଆରମ୍ଭ କରେ।
ଆଜି ଜଣାଶୁଣା ଅଭିନେତ୍ରୀ ରକୁଲ ପ୍ରୀତ ସିଂହଙ୍କ ଜନ୍ମଦିନ। ସେ ତାଙ୍କ ଫିଟ୍ନେସ୍ ପାଇଁ ମଧ୍ୟ ବେଶ ଜଣାଶୁଣା। ଦିନେ ପକେଟ୍ ମନୀ ପାଇଁ ସାଇନ୍ କରିଥିଲେ ପ୍ରଥମ ଫିଲ୍ମ। ଆସନ୍ତୁ ତାଙ୍କୁ ନେଇ ଜାଣିନେବା ଆଉ କିଛି ରୋଚକ ତଥ୍ୟ।
ବି-ଟାଉନରେ ଅଭିନେତ୍ରୀ ରକୁଲପ୍ରୀତ୍ ସବୁବେଳେ ଚର୍ଚ୍ଚାରେ ଥାନ୍ତି । ରକୁଲ ତାଙ୍କ ନୂଆ ଚେହେରା ପାଇଁ ଏବେ ପୁରା ଅଲଗା ଦେଖାଯାଉଛନ୍ତି । ନିକଟରେ ଅଭିନେତ୍ରୀ ରକୁଲପ୍ରୀତ୍ ତାଙ୍କ ଇନଷ୍ଟାଗ୍ରାମ ଆକାଉଣ୍ଟରେ ନିଜର ଏକ ଫଟୋ ସେୟାର କରିଥିଲେ । ଯେଉଁଥିରେ ସେ ସଂପୂର୍ଣ୍ଣ ଅଲଗା ଦେଖା ଯାଉଛନ୍ତି ।