• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Tag: Ramayan

Ramayan Utsav
ଶରୀର ସାରା ରାମଙ୍କ ନାଁ... ଦେଖନ୍ତୁ ଭିଡିଓ

ବିଶ୍ୱରେ ଶାନ୍ତି ଓ ମୈତ୍ରୀର ସନ୍ଦେଶ ଦେବାକୁ ଏଭଳି ଚିତା କୁଟାଇଥିବା କହିଛନ୍ତି ରାମନାମୀ ଶ୍ରଦ୍ଧାଳୁ ।

Ramcharitmanas registered as the world's longest song
୧୩୮ ଘଣ୍ଟା ୪୧ ମିନିଟ ୨ ସେକେଣ୍ଡରେ ଗୀତ ଗାଇ ଗିନିଜ୍‌ ୱାର୍ଲ୍ଡ ରେକର୍ଡ

ଜଗଦୀଶଙ୍କ ଏହି ସଫଳତା ପାଇଁ ଉତ୍ତର ପ୍ରଦେଶର ମନ୍ତ୍ରୀ ଦୟାଶଙ୍କର ମିଶ୍ର କଣ୍ଠଶିଳ୍ପୀଙ୍କୁ ଭେଟି ଅଭିନନ୍ଦନ ଜଣାଇଛନ୍ତି ।

Ramayan
‘ରାମାୟଣ’ର ଏହି ଏପିସୋଡ୍‌ କରିଥିଲା ବିଶ୍ୱ ରେକର୍ଡ; ଜାଣିଲେ ମନେପଡ଼ିଯିବ ଆପଣଙ୍କ ସେହି ପୁରୁଣା ଦିନ

ପ୍ରତ୍ୟେକ ରବିବାର ଦିନ ଟିଭିରେ ‘ରାମାୟଣ’ ପ୍ରସାରିତ ହେଉଥିଲା । ତାହାସହ ଦୂରଦର୍ଶନରେ ଅନେକ ମେଗା ଧାରାବାହିକ ପ୍ରସାରିତ ହେଉଥିଲେ ମଧ୍ୟ ‘ରାମାୟଣ’ ପ୍ରତି ଲୋକଙ୍କ ଅତୁଟ ଭଲପାଇବା ରହିଥିଲା । ଯାହା ଆଜି ଯାଏଁ ବଜାୟ ରହିଛି ।

Arun Govil at airport
ବିମାନ ବନ୍ଦରରେ ରାମଙ୍କୁ ଦେଖି ଆଶୀର୍ବାଦ ମାଗିଲେ ମହିଳା, ଦେଖନ୍ତୁ ଭିଡିଓ

ଧର୍ମ ପ୍ରତି ଭାରତୀୟଙ୍କ ଦୁର୍ବଳତା ସମସ୍ତେ ପ୍ରାୟ ଜାଣନ୍ତି। ବିଶେଷକରି ମହିଳାମାନେ ଧର୍ମ ପାଖରେ ଟିକେ ବେଶି ଭାବପ୍ରବଣ। ଟିଭି ପରଦାରେ ବା ଫିଲ୍ମରେ ରାମ, ଜଗନ୍ନାଥଙ୍କୁ ଦେଖିଲେ ମୁଣ୍ଡିଆ ମାରିବା, ମହାଭାରତ, ରାମାୟଣ ଧାରାବାହିକ ଆରମ୍ଭ ପୂର୍ବରୁ ଟିଭି ପରଦାକୁ ପୂଜା କରିବା ପରି ଅନେକ ସୁପର ନାଚୁରାଲ କାହାଣୀ ଶୁଣିଥିବେ।

Dipika Chikhlia
ଭୁଲ୍‌ କଲେ ଭଗବାନଙ୍କ ଆଖିରୁ ବର୍ତ୍ତିଯିବ ! ହେଲେ ସୋସିଆଲ ମିଡିଆରୁ ଅସମ୍ଭବ..

ସୋସିଆଲ ମିଡିଆରେ ଟ୍ରୋଲ ହେବା ପରେ ଟ୍ୱିଟ୍‌କୁ ଡିଲିଟ୍‌ କରିଦେଇଥିଲେ ଦିପିକା ।

Ashoka Vatika
ନିରବି ଯାଇଛି ରାମାୟଣର ମୁକସାକ୍ଷୀ ଅଶୋକ ବାଟିକା

ପାଖାପାଖି ମାସେ ହେଲାଣି ଶ୍ରୀଲଙ୍କାରେ ଅସ୍ଥିରତା ଲାଗି ରହିଥିବା ବେଳେ ପ୍ରଭାବିତ ହୋଇଛି ପର୍ଯ୍ୟଟନ କ୍ଷେତ୍ର।

Arvind Trivedi was a devotee of Ram
ରାମଭକ୍ତ ଥିଲେ ‘ରାମାୟଣ’ର ରାବଣ : ପ୍ରତିଦିନ କ୍ଷମା ମାଗୁଥିଲେ

ନବେ ଦଶକର ଲୋକପ୍ରିୟ ଟିଭି ସିରିୟଲ୍ ‘ରାମାୟଣ’ରେ ରାବଣ ଭୂମିକା ନିଭେଇଥିବା ଅରବିନ୍ଦ ତ୍ରିବେଦୀ ଏ ଦୁନିଆରୁ ବିଦାୟ ନେଇଛନ୍ତି। ରାମାନନ୍ଦ ସାଗରଙ୍କ ସିରିୟଲ ରାମାୟଣରେ ରାବଣ ଭୂମିକାରେ ଅଭିନୟ କରି ଅରବିନ୍ଦ ବହୁତ ନାମ କମେଇଥିଲେ। ସେ ରାବଣର ନକରାତ୍ମକ ଛବିକୁ ପରଦା ଉପରେ ଜୀବନ୍ତ କରି ଦେଖେଇଥିଲେ। କିନ୍ତୁ ପରଦାର ଏହି ରାବଣ ପ୍ରକୃତ ଜୀବନରେ ଜଣେ ସଚ୍ଚା ରାମଭକ୍ତ ଥିଲେ। ସେ ପ୍ରତିଦିନ ଭଗବାନ ରାମଙ୍କୁ କ୍ଷମା ପ୍ରାର୍ଥନା କରୁଥିଲେ।

Arvind Trivedi
‘ରାମାୟଣ’ରେ ରାବଣ ଭୂମିକାରେ ଅଭିନୟ କରିଥିବା ଅରବିନ୍ଦ ତ୍ରିବେଦୀଙ୍କ ପରଲୋକ

ଟିଭି ଇଣ୍ଡଷ୍ଟ୍ରିରେ ଲୋକପ୍ରିୟ ଧାରାବାହିକ ‘ରାମାୟଣ’ରେ ରାବଣ ଭୂମିକାରେ ଅଭିନୟ କରିଥିବା ଅରବିନ୍ଦ ତ୍ରିବେଦୀଙ୍କ ପରଲୋକ ହୋଇଛି। ମୃତ୍ୟୁ ବେଳକୁ ତାଙ୍କୁ ୮୨ ବର୍ଷ ବୟସ ହୋଇଥିଲା। ଦୀର୍ଘ ଦିନ ଧରି ସେ ଅସୁସ୍ଥ ଥିଲେ। ହୃଦ୍‌ଘାତ କାରଣରୁ ଗତକାଲି ରାତିରେ ତାଙ୍କର ମୃତ୍ୟୁ ହୋଇଛି।