• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Tag: Ramlila Maidan

Ayodhya Ram Mandir
ଗଣମାଧ୍ୟମକୁ I&B ମନ୍ତ୍ରଣାଳୟର ପରାମର୍ଶ; ରାମମନ୍ଦିରକୁ ନେଇ ପ୍ରଚାର କରନି ମିଛ ଖବର

ପ୍ରଭୁ ଶ୍ରୀରାମଙ୍କ ପ୍ରାଣ ପ୍ରତିଷ୍ଠା ଓ ରାମ ମନ୍ଦିରର ପ୍ରତିଷ୍ଠାକୁ ନେଇ ବର୍ତ୍ତମାନ ସମସ୍ତ ଗଣମାଧ୍ୟମରେ ଚର୍ଚ୍ଚାର ବିଷୟ ପାଲଟିଛି । ଆଉ ଏହାକୁ ନେଇ ସୂଚନା ଓ ପ୍ରସାରଣ ମନ୍ତ୍ରାଳୟ ପକ୍ଷରୁ ଗଣମାଧ୍ୟମ ଗୁଡ଼ିକୁ କିଛି ପରାମର୍ଶ ଦିଆଯାଇଛି ।

rahul
ଦିଲ୍ଲୀରେ କଂଗ୍ରେସର ଜନ ଆକ୍ରୋଶ ରାଲି

ନୂଆଦିଲ୍ଲୀ: ମୋଦି ସରକାରଙ୍କ ବିରୋଧରେ କଂଗ୍ରେସର ଜନ ଆକ୍ରୋଶ ରାଲି। ରାମଲୀଳା ମୈଦାନରେ ଜନ ସାଧାରଣଙ୍କୁ ଉଦ୍‌ବୋଧନ କରିଛନ୍ତି କଂଗ୍ରେସ ଅଧ୍ୟକ୍ଷ ରାହୁଲ ଗାନ୍ଧି। ଏହି ଅବସରରେ କେନ୍ଦ୍ର ସରକାର ଉପରେ ପ୍ରବଳ ବର୍ଷିଛନ୍ତି ରାହୁଲ। ପ୍ରଧାନମନ୍ତ୍ରୀ ମୋଦି ଦେଶବାସୀଙ୍କୁ ବିକାଶ ପାଇଁ ୬୦ ମାସ ମାଗିଥିଲେ। କିନ୍ତୁ ନିଜ ସମସ୍ତ ପ୍ରତିଶୃତି ପାଳନ କରିବାରେ ମୋଦି ବିଫଳ ହୋଇଛନ୍ତି ବୋଲି ଅଭିଯୋଗ କରିଛନ୍ତି ରାହୁଲ। ଦେଶର ଆଇନ ପରିସ୍ଥିତି ବିଗିଡ଼ିଛି, ମହିଳାଙ୍କ ପ୍ରତି ଅତ୍ୟାଚାର ବଢ଼ିଛି, […]

anna hazare
ଦ୍ୱିତୀୟ ଦିନରେ ଆନ୍ନାଙ୍କ ଅନଶନ

ନୂଆଦିଲ୍ଲୀ: ଦିଲ୍ଲୀ ରାମଲୀଲା ମଇଦାନରେ ଆନ୍ନାଙ୍କ ଆମରଣ ଅନଶନ ଆଜି ଦ୍ୱିତୀୟ ଦିନରେ ପହଞ୍ଚିଛି। ଲୋକପାଳ ଗଠନ ଦାବି ନେଇ ଗତକାଲିଠାରୁ ପୁଣି ଆନ୍ଦୋଳନକୁ ଓହ୍ଲାଇଛନ୍ତି ସମାଜସେବୀ ଆନ୍ନା ହଜାରେ। କେନ୍ଦ୍ରରେ ଲୋକପାଳ ନିଯୁକ୍ତ ଓ ଚାଷୀଙ୍କ ଲାଗି ଉଦ୍ଦିଷ୍ଟ ସ୍ୱାମୀନାଥନ କମିଟି ସୁପାରିସକୁ କାର୍ଯ୍ୟକାରୀ କରିବା ଦାବିରେ ଦିଲ୍ଲୀ ରାମଲୀଲା ମଇଦାନରେ ଆନ୍ନା ଆମରଣ ଅନଶନ କରୁଛନ୍ତି। ଏଥର କେନ୍ଦ୍ର ଆଗରେ ୭ଟି ସର୍ତ୍ତ ରଖିଛନ୍ତି ଆନ୍ନା। ଏଥିରେ ପ୍ରମୁଖ ରହିଛି ତୁରନ୍ତ ଲୋକପାଳ ଓ […]