• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Tag: Ramnath Kovind

‘One Nation, One Election’
ଆସନ୍ତା ୨୩ ରେ ‘ୱାନ ନେସନ ୱାନ ଇଲେକସନ’ କମିଟିର ପ୍ରଥମ ବୈଠକ

ଭୁବନେଶ୍ୱର ଆସିଥିବା ବେଳେ ବଡ଼ ସୂଚନା ଦେଲେ ପୂର୍ବତନ ରାଷ୍ଟ୍ରପତି ରାମନାଥ କୋବିନ୍ଦ । ୨୩ରେ ଏକକ ନିର୍ବାଚନ କମିଟିର ପ୍ରଥମ ବୈଠକ ହେବ ବୋଲି ସୂଚନା ଦେଇଛନ୍ତି ।

One nation one election
ଜୋର୍‌ ଧରୁଛି ଆଗୁଆ ନିର୍ବାଚନ ଚର୍ଚ୍ଚା ! ଏକକ ନିର୍ବାଚନ ପାଇଁ ଗଠନ ହେଲା ସ୍ୱତନ୍ତ୍ର କମିଟି

‘ୱାନ୍ ନେସନ, ୱାନ ଇଲେକ୍ସନ’ ବା ‘ଗୋଟିଏ ଦେଶ, ଗୋଟିଏ ନିର୍ବାଚନ’ ପ୍ରସ୍ତାବ ଉପରେ ବଡ଼ ପଦକ୍ଷେପ ନେଇଛନ୍ତି କେନ୍ଦ୍ର ସରକାର। ଗଠନ କରିଛନ୍ତି କମିଟି। ପୂର୍ବତନ ରାଷ୍ଟ୍ରପତି ରାମନାଥ କୋବିନ୍ଦ ଏହି କମିଟିର ମୁଖ୍ୟ ରହିବେ।

Ramnath Kovind
ଶେଷ ହେଲା ରାଷ୍ଟ୍ରପତି ରାମନାଥ କୋବିନ୍ଦଙ୍କ କାର୍ଯ୍ୟକାଳ

ଆଜି ଦେଶବାସୀଙ୍କ ଉଦ୍ଦେଶ୍ୟରେ ନିଜର ଅନ୍ତିମ ଅଭିଭାଷଣ ରଖିବେ ରାମନାଥ କୋବିନ୍ଦ ।

Ramnath Kovind
ରାଷ୍ଟ୍ରପତି ରାମନାଥ କୋବିନ୍ଦଙ୍କୁ ବିଦାୟ ସମ୍ବର୍ଦ୍ଧନା

ସଂସଦ ଭବନ ସେଣ୍ଟ୍ରାଲ୍ ହଲରେ ରାଷ୍ଟ୍ରପତି ରାମନାଥ କୋବିନ୍ଦଙ୍କୁ ବିଦାୟ ସମ୍ବର୍ଦ୍ଧନା ଦିଆଯାଇଛି।

Ramnath Kovind
ଅବସର ପରେ ରାମନାଥ କୋବିନ୍ଦ ରହିବେ କେଉଁଠି ? ସରକାରଙ୍କ ପକ୍ଷରୁ ମିଳିବ କେଉଁ ସୁବିଧା ?

ରାଷ୍ଟ୍ରପତି ରାମନାଥ କୋବିନ୍ଦ । ଏଇ ମାସ ୨୪ ତାରିଖରେ ସରୁଛି ତାଙ୍କ କାର୍ଯ୍ୟକାଳ । ଏହାପରେ ରାମନାଥ କୋବିନ୍ଦଙ୍କ ନୂଆ ଠିକଣା ୧୨ ଜନପଥ ହେବ ।

The President returned to visit the Lord Jagannath
ରାଷ୍ଟ୍ରପତିଙ୍କ ପୁରୀ ଗସ୍ତର ଦ୍ୱିତୀୟ ଦିନ

ଆଜି ଥିଲା ରାଷ୍ଟ୍ରପତିଙ୍କ ପୁରୀ ଗସ୍ତର ଦ୍ୱିତୀୟ ଦିନ। ରାତି ପାହିଲା ବେଳକୁ ଚଳଚଞ୍ଚଳ ହୋଇଯାଇଥିଲା ବଡ଼ଦାଣ୍ଡ। ସୁରକ୍ଷାକର୍ମୀଙ୍କ ତନ୍ନତନ୍ନ ଯାଞ୍ଚ୍ ଚାଲିଥିଲା। ଦିନ ପ୍ରାୟ ସାଢ଼େ ୧୦ଟା ବେଳକୁ ପହଞ୍ଚିଲା ରାଷ୍ଟ୍ରପତିଙ୍କ କାର୍କେଡ୍। 

Ramnath Kovind
ରାଷ୍ଟ୍ରପତିଙ୍କ ଗାଡ଼ିରେ ନଥାଏ ନମ୍ବର ପ୍ଲେଟ୍, ଏହା ପଛରେ ରହିଛି ବଡ଼ କାରଣ

ଆପଣ ଜାଣିଛନ୍ତି କି, ରାଷ୍ଟ୍ରପତିଙ୍କ ଗାଡ଼ିରେ ନମ୍ବର ପ୍ଲେଟ୍‌ ନରହିବା ପଛରେ ଏକ ବଡ଼ କାରଣ ରହିଛି । ସବୁ ରାଜ୍ୟରେ ଭିନ୍ନ ଭିନ୍ନ ଷ୍ଟେଟ୍ କୋଡ ରହିଥିବା ବେଳେ ରାଷ୍ଟ୍ରପତିଙ୍କର ନଥାଏ ନମ୍ବର ପ୍ଲେଟ୍ ।

president
ପୁରୀରେ ପହଞ୍ଚିଲେ ରାଷ୍ଟ୍ରପତି ରାମନାଥ କୋବିନ୍ଦ

ପୁରୀରେ ପହଞ୍ଚିଲେ ରାଷ୍ଟ୍ରପତି ରାମନାଥ କୋବିନ୍ଦ । ପୁରୀ ତାଳବଣିଆ ହେଲିପ୍ୟାଡରେ ପହଞ୍ଚିଲେ ରାଷ୍ଟ୍ରପତି । ବାୟୁସେନାର ସ୍ୱତନ୍ତ୍ର ହେଲିକପ୍ଟର ଯୋଗେ ପହଞ୍ଚିଲେ ।

President Ramnath Kobind on a visit to Puri
୧୯ରେ ପୁରୀ ଆସୁଛନ୍ତି ରାଷ୍ଟ୍ରପତି ରାମନାଥ କୋବିନ୍ଦ

୧୯ରେ ପୁରୀ ଆସୁଛନ୍ତି ରାଷ୍ଟ୍ରପତି ରାମନାଥ କୋବିନ୍ଦ । ରାଷ୍ଟ୍ରପତିଙ୍କ ପୁରୀ ଗ୍ରସ୍ତକୁ ନେଇ ବଦଳିଲା ରାଷ୍ଟ୍ରପତିଙ୍କର ରହଣି ସ୍ଥଳ । ଗଭର୍ଣ୍ଣର ହାଉସ ବଦଳରେ ଏକ ଘରୋଇ ହୋଟେଲ୍ରେ ଅବସ୍ଥାନ କରିବେ ରାଷ୍ଟ୍ରପତି । ରାଷ୍ଟ୍ରପତି ଭବନରୁ ସୂଚନା ମିଳିଥିବା କହିଲେ ପୁରୀ ଜିଲ୍ଲାପାଳ ।

The President is visiting Puri
ଦୁଇଦିନିଆ ପୁରୀ ଗସ୍ତରେ ଆସୁଛନ୍ତି ରାଷ୍ଟ୍ରପତି ରାମନାଥ କୋବିନ୍ଦ

ଦୁଇଦିନିଆ ପୁରୀ ଗସ୍ତରେ ଆସୁଛନ୍ତି ରାଷ୍ଟ୍ରପତି ରାମନାଥ କୋବିନ୍ଦ । ଆସନ୍ତା ୧୯ରେ ରାଷ୍ଟ୍ରପତି ପୁରୀରେ ପହଞ୍ଚିବା ପରେ ସିଧାସଳଖ ରାଜଭବନ ଅଭିମୁଖେ ଯିବେ ପରେ ଅପରାହ୍ନ ୫ଟାରୁ ୫.୪୫ ପଯର୍ୟନ୍ତ ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ଦର୍ଶନ କରିବେ

Narendra Modi
ସାମରିକ ଅସ୍ତ୍ରଶସ୍ତ୍ର ଉତ୍ପାଦନକୁ ଗୁରୁତ୍ୱ, ୭ ନୂଆ କମ୍ପାନୀର ଶୁଭାରମ୍ଭ କଲେ ମୋଦି

ଦେଶରେ ସାମରିକ ଅସ୍ତ୍ରଶସ୍ତ୍ର ଉତ୍ପାଦନ କ୍ଷେତ୍ରରେ ପେସାଦାର ମନୋବୃତ୍ତି ଆଣିବା ପାଇଁ କେନ୍ଦ୍ର ସରକାର ଏକ ବଡ଼ ପଦକ୍ଷେପ ନେଇଛନ୍ତି । ଦେଶର ଅର୍ଡିନାସ ଫ୍ୟାକ୍ଟ୍ରି ବୋର୍ଡକୁ ୭ଟି ନୂଆ କମ୍ପାନିରେ ପରିଣତ କରାଯାଇଛି ।

president-ramnath-kovind
ଜାମ୍ମୁ କାଶ୍ମୀର ଓ ଲଦାଖ ଗସ୍ତରେ ରାଷ୍ଟ୍ରପତି ରାମ ନାଥ କୋବିନ୍ଦ; ଯବାନଙ୍କ ସହ ପାଳିବେ ଦଶହରା

ରାଷ୍ଟ୍ରପତି ରାମନାଥ କୋବିନ୍ଦ ଜାମ୍ମୁ କାଶ୍ମୀର ଓ ଲଦାଖ ଗସ୍ତରେ ଯାଇଛନ୍ତି । ଚଳିତ ବର୍ଷ ରାଷ୍ଟ୍ରପତି ଭାରତୀୟ ଯବାନଙ୍କ ସହ ଦଶହରା ପାଳନ କରିବେ ।

PM Modi Extends Greetings Said May He Lead Along Healthy Life
୭୬ ବର୍ଷରେ ପଦାର୍ପଣ କଲେ ରାଷ୍ଟ୍ରପତି ରାମ ନାଥ କୋବିନ୍ଦ : ଅଭିନନ୍ଦନ ଜଣାଇଲେ ପ୍ରଧାନମନ୍ତ୍ରୀ ମୋଦୀ

୭୬ ବର୍ଷରେ ପାଦ ଦେଲେ ଦେଶର ରାଷ୍ଟ୍ରପତି ରାମ ନାଥ କୋବିନ୍ଦ । ଜନ୍ମଦିନ ଉପଲକ୍ଷେ ସେ ଦେଶର ବିଭିନ୍ନ ସ୍ଥାନରୁ ଅଭିନନ୍ଦନର ବାର୍ତ୍ତା ଗହଣ କରୁଛନ୍ତି । ଦେଶର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ, ଗୃହମନ୍ତ୍ରୀ ଅମିତ ଶାହାଙ୍କ ସମେତ ଅନେକ ବରିଷ୍ଠ ନେତା ରାଷ୍ଟ୍ରପତିଙ୍କୁ ଅଭିନନ୍ଦନ ଜଣାଇଛନ୍ତି ।

Ramnath Kovind
ସ୍ୱାଧୀନତା ଦିବସରେ ଦେଶବାସୀଙ୍କୁ ଶୁଭେଚ୍ଛା ଜଣାଇଲେ ରାଷ୍ଟ୍ରପତି, କହିଲେ ଏହା ହର୍ଷ ଓ ଉଲ୍ଲାସର ଦିନ

ସ୍ୱାଧୀନତା ଦିବସର ଅବ୍ୟବହିତ ପୂର୍ବରୁ ରାଷ୍ଟ୍ରପତି ରାମନାଥ କୋବିନ୍ଦ ଦେଶବାସୀଙ୍କୁ ଦେଲେ ସମ୍ବୋଧନ । ପ୍ରଥମେ ଦେଶବାସୀଙ୍କୁ ଶୁଭେଚ୍ଛା ଜଣାଇଲେ ରାଷ୍ଟ୍ରପତି କୋବିନ୍ଦ ।

Ramnath Kovind
ଅଲିମ୍ପିକ୍ସ ପଦକ ବିଜେତାଙ୍କ ପାଇଁ ରାଷ୍ଟ୍ରପତି ଭବନରେ ‘ହାଇ ଟି’ ପାର୍ଟି

ଟୋକିଓ ଅଲିମ୍ପିକ୍ସ ପଦକ ବିଜେତାଙ୍କୁ ଭବ୍ୟ ସମ୍ବର୍ନ୍ଧନା । ରାଷ୍ଟ୍ରପତି ଭବନରେ ଆୟୋଜିତ ହେଲା ବଡ଼ କାର୍ଯ୍ୟକ୍ରମ । ପଦକ ବିଜେତାଙ୍କୁ ଚା’ ପିଇବାକୁ ଡାକିଲେ ରଷ୍ଟ୍ରପତି ରାମ ନାଥ କୋବିନ୍ଦ ।