ସ୍ଥଗିତ ହେଲା ଆଲିଆ ଓ ରଣବୀର ଙ୍କ ବିବାହ । ଗତ କିଛି ଦିନି ହେବ ଆଲିଆ-ରଣବୀର ଉଭୟଙ୍କ ବିବାହକୁ ନେଇ ବେଶ୍ ଚର୍ଚ୍ଚାରେ ଅଛନ୍ତି । ଚଳିତ ବର୍ଷ ଶେଷ ସୁଦ୍ଧା ଦୁହେଁ ବିବାହ ବନ୍ଧନରେ ବାନ୍ଧି ହୋଇଥାନ୍ତେ ।