• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Tag: Rangoli

ରଙ୍ଗୋଲିରେ ବରଗଡ଼ ଧନୁଯାତ୍ରା
Krushnalila in Rangoli: ବିଶ୍ୱପ୍ରସିଦ୍ଧ ଧନୁଯାତ୍ରାର ପ୍ରତିଟି ଦୃଶ୍ୟକୁ ରଙ୍ଗୋଲିରେ ସଜାଇଲେ କଳାକାର

ଭାରତ ସ୍ୱାଧିନତାର ସ୍ମୃତିବହନ କରୁଛି ବରଗଡ଼ର ବିଶ୍ୱପ୍ରସିଦ୍ଧ ଧନୁଯାତ୍ରା । ୧୯୪୭ ମସିହାରୁ ଆରମ୍ଭ ହୋଇଥିବା ଏହି ଯାତ୍ରା ବର୍ଷ ପରେ ବର୍ଷ ପ୍ରସିଦ୍ଧି ଲାଭ କରିଚାଲିଥିବା ବେଳେ ଚଳିତ ବର୍ଷ ଏହା ୭୭ ବର୍ଷରେ ପଦାର୍ପଣ କରିଛି । ଏହାକୁ ଅଧିକରୁ ଅଧିକ ଲୋକପ୍ରିୟ କରିବା ଲକ୍ଷ୍ୟ ନେଇ ଧନୁଯାତ୍ରା ପ୍ରଚାର ପ୍ରସାର କମିଟି ପକ୍ଷରୁ ଧନୁଯାତ୍ରାକୁ ନେଇ ଆୟୋଜିତ ହୋଇଛି ରଙ୍ଗୋଲି କାର୍ଯ୍ୟକ୍ରମ । ସ୍ଥାନୀୟ ପାର୍ବତୀ ଗିରି ମହିଳା ମହାବିଦ୍ୟାଳୟ ସମ୍ମୁଖ ରାସ୍ତାର ୫୦୦ ମିଟର ମଧ୍ୟରେ ଶ୍ରୀକୃଷ୍ଣଙ୍କ ଜନ୍ମ, କାଳିୟ ଦଳନ, ନାବକେଳି, ବସ୍ତ୍ରହରଣ , କଂସ, ପୁତନା ବଧ ଓ କଂସଙ୍କ ନଗରଭ୍ରମଣ ସହ ବିଭିନ୍ନ ସାଂସ୍କୃତିକ କାର୍ଯ୍ୟକ୍ରମର ଦୃଶ୍ୟକୁ ଜୀବନ୍ତ ରୂପ ଦେଇଛନ୍ତି କଳାକାର।

Lord Jagannath
ପାଦ ତଳେ ମହାପ୍ରଭୁଙ୍କ ଚିତ୍ର.. ଏ କି ଭକ୍ତି !

ଜଗତ ଗୋସାଇଁଙ୍କ ଚିତ୍ର କଲ.. ମୁହଁ ଉପରେ ଚଢିଗଲ ? ନେତାଙ୍କ ଆଗରେ ମହାପ୍ରଭୁଙ୍କର ଏଇ ଅବସ୍ଥା