ଶ୍ରୀଲଙ୍କାର ପ୍ରଧାନମନ୍ତ୍ରୀ ଗାଦିରେ ବସିଥିବା ରାନିଲ ବିକ୍ରମସିଂଘେଙ୍କ ଆଗରେ ଏବେ ଏକାଧିକ ମହା-ଚାଲେଞ୍ଜ
ଅନ୍ୟପଟେ ଶ୍ରୀଲଙ୍କାର ପୂର୍ବତନ ପ୍ରଧାନମନ୍ତ୍ରୀ ମହିନ୍ଦା ରାଜପକ୍ସଙ୍କ ଉପରେ କଟକଣା ଲଗାଇଛନ୍ତି ସ୍ଥାନୀୟ କୋର୍ଟ । ସେ କୋର୍ଟଙ୍କ ବିନା ଅନୁମତିରେ ଦେଶ ଛାଡ଼ିପାରିବେ ନାହିଁ ।