ମଦ ପାଇଁ ଘରେ ସବୁବେଳେ ଝଗଡା । ତେଣୁ ମହିଳାମାନେ ତିଲେଇବଣିରେ ଗର୍ଜନ କରି ଭାଙ୍ଗିଲେ ସରକାରୀ ମଦଭାଟି ।
ମହିଳାଙ୍କ ମଦ ବିରୋଧୀ ଆନ୍ଦୋଳନ I ସରକାରୀ ମଦ ଦୋକାନରେ ବ୍ୟାପକ ଭଙ୍ଗାରୁଜା I କେନ୍ଦୁଝର ଜିଲ୍ଲା ହାଟପଦାରେ ତାତିଲେ ମହିଳା
ବୌଦ୍ଧ : ବୌଦ୍ଧ ଜିଲ୍ଲା ବାଉଁଶୁଣିର ସଂସ୍କାର ଜୁନିଅର କଲେଜରେ ଲଙ୍କାକାଣ୍ଡ। କଲେଜ ପରିସରରେ ବ୍ୟାପକ ଭଙ୍ଗାରୁଜା କରିଛନ୍ତି ଉତ୍ତ୍ୟକ୍ତ ଛାତ୍ରଛାତ୍ରୀ। ଆସବାବ ପତ୍ର ଭାଙ୍ଗିବା ସହିତ କାଗଜପତ୍ର ଚିରି ଦେଇଛନ୍ତି। ଯୁକ୍ତ ଦୁଇ ପରୀକ୍ଷାରୁ ବଞ୍ଚିତ ହେବା ପରେ ଛାତ୍ରଛାତ୍ରୀମାନେ ଏପରି ହଙ୍ଗାମା କରିଛନ୍ତି। ଏ ବର୍ଷ ଯୁକ୍ତ ଦୁଇ କଳା ପରୀକ୍ଷା ଦେବା ଲାଗି ୫୦ରୁ ଅଧିକ ଛାତ୍ରଛାତ୍ରୀ ଫର୍ମ ଫିଲ୍ଅପ୍ କରିଥିଲେ। କିନ୍ତୁ ଆସିନଥିଲା ଆଡ୍ମିଟ୍ କାର୍ଡ। ତେଣୁ ସେମାନେ ପରୀକ୍ଷା ଦେଇପାରିନଥିଲେ। […]