କଟକ: ସାଲେପୁରରେ ଲଜ୍ଜା। ୬ ବର୍ଷର ନାବାଳିକାକୁ ଦୁଷ୍କର୍ମ ପରେ ହତ୍ୟା ଉଦ୍ୟମ ଅଭିଯୋଗ। ନାବାଳିକାଙ୍କୁ ଗତକାଲି ମୁମୂର୍ଷୁ ଅବସ୍ଥାରେ ଏକ ସ୍କୁଲ ବାରଣ୍ଡାରୁ ଉଦ୍ଧାର କରାଯାଇଥିଲା। ଏହି ଘଟଣାକୁ ନେଇ ପୋଲିସ ତନାଘନା ଜାରି ରଖିଛି। ଏହି ଘଟଣାରେ ସ୍ଥାନୀୟ ଅଞ୍ଚଳର ଜଣେ ବ୍ୟକ୍ତିକୁ ଅଟକ ରଖି ପୋଲିସ ପଚରାଉଚରା କରୁଛି। ସେପଟେ ଶିଶୁଟିର ଅବସ୍ଥା ଗୁରୁତର ଥିବାରୁ ତା’ର ଚିକିତ୍ସା ଲାଗି କଟକ ବଡ଼ ମେଡିକାଲ୍ରେ ଏକ ସ୍ୱତନ୍ତ୍ର ଡାକ୍ତରୀ ଟିମ୍ ଗଠନ ହୋଇଛି। ୬ଟି […]