ଭିକି କୌଶଲ ଓ ରଶ୍ମିକା ମନ୍ଦାନାଙ୍କ ଅଭିନୀତ ହିଷ୍ଟୋରିକାଲ ଆକ୍ସନ ଡ୍ରାମା ଛାବାକୁ ନେଇ ଲାଗି ରହିଥିବା ବିବାଦରେ ପୂର୍ଣ୍ଣଛେଦ ପଡିଛି। ନିର୍ଦ୍ଦେଶକ ଲକ୍ଷ୍ମଣ ଉତ୍ତେକର ଛାବା ଚଳଚ୍ଚିତ୍ରରେ ରହିଥିବା ଡ୍ୟାନ୍ସ ସିକ୍ୟୁଏନ୍ସକୁ ବାଦ ଦେବାକୁ ନିଷ୍ପତ୍ତି ନେଇଛନ୍ତି। ମହାରାଷ୍ଟ୍ର ନବନିର୍ମାଣ ସେନା (ଏମଏନଏସ) ମୁଖ୍ୟ ରାଜ ଠାକରେଙ୍କ ସହିତ ଆଲୋଚନା ପରେ ଏହା ଘୋଷଣା କରିଛନ୍ତି ଉତ୍ତେକର।
‘ପୁଷ୍ପା ୨’ ଡିସେମ୍ବର ୦୫ରେ ରିଲିଜ୍ ହେବାକୁ ଯାଉଛି। କିନ୍ତୁ ଫିଲ୍ମ ରିଲିଜ୍ ହେବା ପୂର୍ବରୁ ପ୍ରଶଂସକଙ୍କ ପାଇଁ ଏକ ନିରାଶାଜନକ ଖବର ଆସିଛି। ଯେଉଁମାନେ ଏହାର 3d ଭର୍ସନ୍ ଦେଖିବାକୁ ପ୍ଲାନ କରିଥିଲେ ସେମାନଙ୍କ ପାଇଁ ଖରାପ ଖବର ଆସିଛି।