• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Tag: Rashtrapati Bhawan

Rashtrapati Bhawan
ରାଷ୍ଟ୍ରପତି ଭବନରେ ଦ୍ରୌପଦୀଙ୍କୁ ଭେଟି ଶୁଭେଚ୍ଛା ଜଣାଇଲେ ଓଡ଼ିଶାର ବିଧାୟକ ଟିମ୍‌

ରାଷ୍ଟ୍ରପତି ଭବନରେ ଓଡ଼ିଶାର ବିଧାୟକ ଟିମ୍ । ପ୍ରଥମ ନାଗରିକଙ୍କୁ ଭେଟିଲେ, ଅଭିନନ୍ଦନ ଜଣାଇଲେ । ଉପହାର ଦେବା ସହ ସୁଖଦୁଃଖ ବି ହେଲେ । ରାଜ୍ୟ ବିକାଶ ଲାଗି ସହଯୋଗ ଲୋଡ଼ିଲେ । ଖାଲି ସେତିକି ନୁହେଁ, ଭବ୍ୟ ରାଷ୍ଟ୍ରପତି ଭବନ ବୁଲି ଦେଖିବା ସହ ରାଷ୍ଟ୍ରପତିଙ୍କ ସହ ଫଟୋ ଉଠାଇ ଖୁସି ମନରେ ଫେରିଲେ ଓଡ଼ିଶାରୁ ଯାଇଥିବା ବିଧାୟକ ଟିମ ।

Odisha MLAs call on President Draupadi Murmu at Rashtrapati Bhawan
ରାଷ୍ଟ୍ରପତିଙ୍କୁ ଭେଟିଲେ ଓଡ଼ିଶା ବିଧାୟକ: ଜାଣନ୍ତୁ, କିଏ ଦେଲେ କି ଉପହାର...

ରାଷ୍ଟ୍ରପତି ଭବନରେ ଓଡ଼ିଶାର ବିଧାୟକମାନେ ରାଷ୍ଟ୍ରପତିଙ୍କୁ ସାକ୍ଷାତ କରିଛନ୍ତି। ରାଷ୍ଟ୍ରପତି ଭାବେ ଦ୍ରୌପଦୀ ମୁର୍ମୁ ନିର୍ବାଚିତ ହେବା ପରେ ପ୍ରଥମ ଥର ପାଇଁ ଏତେ ନିକଟରୁ ତାଙ୍କୁ ଦେଖି ସମସ୍ତେ ଖୁସିରେ ବିଭୋର ହୋଇଛନ୍ତି।

President Ram Nath Kovind presents the Padma Awards in the Rashtrapati Bhawan today.
୧୪୧ ଜଣଙ୍କୁ ପଦ୍ମ ପୁରସ୍କାର ପ୍ରଦାନ

ଭାରତର ସୁନାମଧନ୍ୟ ବିଶିଷ୍ଟ ବ୍ୟ.କ୍ତି ବିଶେଷଙ୍କୁ ମିଳିଛି ପଦ୍ମ ପୁରସ୍କାର । ରାଷ୍ଟ୍ରପତି ରାମନାଥ କୋବିନ୍ଦ ଆଜି ୧୪୧ ଜଣଙ୍କୁ ପଦ୍ମ ପୁରସ୍କାରରେ ସମ୍ମାନିତ କରିଛନ୍ତି । ପଦ୍ମ ବିଭୂଷଣରେ ୭ ଜଣ, ପଦ୍ମ ଭୂଷଣରେ ୧୦ ଜଣ ଏବଂ ବାକି ବ୍ୟକ୍ତିଙ୍କୁ ପଦ୍ମଶ୍ରୀରେ ସମ୍ମାନିତ କରାଯାଇଛି।

Ramnath Kovind
ଅଲିମ୍ପିକ୍ସ ପଦକ ବିଜେତାଙ୍କ ପାଇଁ ରାଷ୍ଟ୍ରପତି ଭବନରେ ‘ହାଇ ଟି’ ପାର୍ଟି

ଟୋକିଓ ଅଲିମ୍ପିକ୍ସ ପଦକ ବିଜେତାଙ୍କୁ ଭବ୍ୟ ସମ୍ବର୍ନ୍ଧନା । ରାଷ୍ଟ୍ରପତି ଭବନରେ ଆୟୋଜିତ ହେଲା ବଡ଼ କାର୍ଯ୍ୟକ୍ରମ । ପଦକ ବିଜେତାଙ୍କୁ ଚା’ ପିଇବାକୁ ଡାକିଲେ ରଷ୍ଟ୍ରପତି ରାମ ନାଥ କୋବିନ୍ଦ ।