ବଡ଼ଦାଣ୍ଡରେ ସରିଲା ଶ୍ରୀଜୀଉଙ୍କ ଲୀଳାଖେଳା। ନୀଳକନ୍ଦର ଫେରିଲେ ନୀଳମଣି।
ମହାପ୍ରଭୁଙ୍କର ୧୨ ଦିନର ମାନବୀୟ ଲୀଳାଖେଳାର ଆଜି ଅନ୍ତିମ ପର୍ବ ନୀଳାଦ୍ରିବେଜି। ରଥ ଉପରୁ ରତ୍ନସିଂହାସନକୁ ବିଜେ କରିବେ ମହାପ୍ରଭୁ।
ଗୁଣ୍ଡିଚା ମନ୍ଦିରରୁ ବାହୁଡ଼ି ଆସି ଶ୍ରୀମନ୍ଦିର ସମ୍ମୁଖରେ ରଥାରୁଢ଼
ଆଡ଼ପ ମଣ୍ଡପରେ ଲୀଳା ଖେଳା ସାରି ଭାଇ ଭଉଣୀଙ୍କ ସହ ଏବେ ନୀଳକନ୍ଦର ମୁହାଁ ନୀଳାଚଳିଆ । ମହଣ ମହଣ ଅଳଙ୍କାରରେ ଝଟକିବେ ମହାପ୍ରଭୁ । ପୁରି ଉଠିବ ସିଂହଦ୍ୱାର, ଉଚ୍ଛୁଳିବ ବଡ଼ଦାଣ୍ଡ ।
ଜନ୍ମବେଦିରେ ଲୀଳାଖେଳା ସାରି ବାହୁଡ଼ିଛନ୍ତି ଶ୍ରୀଜିଉ । ବଡ଼ଠାକୁର ବଳଭଦ୍ରଙ୍କ ତାଳଧ୍ୱଜ ରଥ ସିଂହଦ୍ୱାର ପାଖାପାଖି ପହ଼ଞ୍ଚି ସାରିଥିଲା ବେଳେ ପଛେ ପଛେ ଆସୁଛନ୍ତି ଦେବୀ ସୁଭଦ୍ରାଙ୍କ ଦର୍ପଦଳନ ଓ କାଳିଆ ସାଆଁନ୍ତଙ୍କ ନନ୍ଦିଘୋଷ ।
ରଥ ଉପରକୁ କୌଣସି ଅଣସେବକ ଚଢିବା ନିଷେଧ । ଏନେଇ ବ୍ୟତିକ୍ରମ ସାମ୍ନାକୁ ଆସିଲେ ଦୃଢ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ ।
ବାହୁଡ଼ା ଯାତ୍ରାରେ ନିର୍ଦ୍ଧାରିତ ସମୟ ପୂର୍ବରୁ ଆରମ୍ଭ ହୋଇଛି ପହଣ୍ଡି । ଶୂନ୍ୟ ପହଣ୍ଡିରେ ରଥରେ ବିଜେ କରିଛନ୍ତି ଶ୍ରୀ ସୁଦର୍ଶନ ।
ନବଦିନାତ୍ମକ ଘୋଷଯାତ୍ରାରେ ସାଙ୍ଗରେ ଆଣିନଥିବାରୁ ଶ୍ରୀମନ୍ଦିରରୁ ଶ୍ରୀଦେବୀ ଆସିବେ ଗୁଣ୍ଡିଚା ମନ୍ଦିର । କାଳିଆ ଠାକୁରଙ୍କୁ ଫେରାଇ ନେବାକୁ ଅଭିମାନିନୀ ମାଆ ଲକ୍ଷ୍ମୀ ଗୁଣ୍ଡିଚା ମନ୍ଦିର ବିଜେ କରିବେ ।
ନବଦିନାତ୍ମକ ଘୋଷଯାତ୍ରାରେ ସାଙ୍ଗରେ ଆଣିନଥିବାରୁ ଶ୍ରୀମନ୍ଦିରରୁ ଶ୍ରୀଦେବୀ ଆସିବେ ଗୁଣ୍ଡିଚା ମନ୍ଦିର । କାଳିଆ ଠାକୁରଙ୍କୁ ଫେରାଇ ନେବାକୁ ଅଭିମାନିନୀ ମାଆ ଲକ୍ଷ୍ମୀ ଗୁଣ୍ଡିଚା ମନ୍ଦିର ବିଜେ କରିବେ ।
ଦେବୋତ୍ତର କାର୍ଯ୍ୟାଳୟ ପାଖରେ ଅଟକିଲା ବ୍ରହ୍ମ ତାଳଧ୍ବଜ ରଥ । ମେସିନ ସାହାଯ୍ୟରେ ରଥକୁ ଟ୍ରାକ୍କୁ ଆଣିବାକୁ ଉଦ୍ୟମ କରାଯାଉଛି ।
ରତ୍ନବେଦୀରୁ ଜନ୍ମବେଦୀ। ଆରମ୍ଭ ହୋଇଛି ଶ୍ରୀଜିଉଙ୍କ ବିଶ୍ୱପ୍ରସିଦ୍ଧ ଘୋଷଯାତ୍ରା। ଭାଇ-ଭଉଣୀଙ୍କ ସହିତ ଶ୍ରୀଗୁଣ୍ଡିଚା ମନ୍ଦିର ଅଭିମୁଖେ ନବଦିନାତ୍ମକ ଯାତ୍ରାରେ ମହାପ୍ରଭୁ ଜଗନ୍ନାଥ।
ମନ୍ କୀ ବାତ୍ କାର୍ଯ୍ୟକ୍ରମରେ ପ୍ରଧାନମନ୍ତ୍ରୀ ଓଡ଼ିଶାର ରଥଯାତ୍ରା କଥା କହିଛନ୍ତି । ଆସନ୍ତା ସପ୍ତାହରେ ମହାପ୍ରଭୁଙ୍କ ବିଶ୍ୱ ପ୍ରସିଦ୍ଧ ରଥଯାତ୍ରା ଅନୁଷ୍ଠିତ ହେବାକୁ ଯାଉଛି ।
ଦ୍ଵିତୀୟ ଶ୍ରୀକ୍ଷେତ୍ର ବାରିପଦା । ଅଣସରରେ ତିନି ଠାକୁର, ସିଂହଦ୍ୱାରରେ ଏବେ ପଡିଛି ତାଲା । ଖାଁ ଖାଁ ଲାଗୁଛି ମନ୍ଦିର । ଭକ୍ତଙ୍କ ଗହଳି ନାହିଁ । ଜ୍ୱରରେ ପଡ଼ିଛନ୍ତି ତିନି ଠାକୁର, ଚାଲିଛି ଗୁପ୍ତ ସେବା ।
ସ୍ନାନ ବେଦୀରେ ଦିବ୍ୟସ୍ନାନ ପରେ ଜ୍ୱରରେ ପୀଡ଼ିତ ମହାପ୍ରଭୁ । ଅଣସର ପିଣ୍ଡିକୁ ବିଜେ କରିଛନ୍ତି ଚତୁର୍ଦ୍ଧାମୂର୍ତ୍ତି ।
ରଥଯାତ୍ରାର ଅନ୍ୟତମ ଆକର୍ଷଣୀୟ ଉତ୍ସବ ହେଉଛି ଶ୍ରୀଜୀଉଙ୍କ ବାହୁଡାଯାତ୍ରା। ଆଷାଢ଼ ଶୁକ୍ଳପକ୍ଷ ଦଶମୀରେ ପାଳନ ହୁଏ ମହାପ୍ରଭୁଙ୍କ ଏହି ବାହୁଡା ଯାତ୍ରା। ୯ ଦିନ ଶ୍ରୀଗୁଣ୍ଡିଚା ଯାତ୍ରା ସାରି ଭାଇ ଭଉଣୀଙ୍କ ସହ ବଡ଼ ଦେଉଳକୁ ଫେରନ୍ତି କାଳିଆ ସାଆନ୍ତେ। କାଳିଆ ଠାକୁରଙ୍କ ଏହି ଫେରିବା ଯାତ୍ରାକୁ ବାହୁଡ଼ା ଯାତ୍ରା କୁହାଯାଏ।
ଆଜି ବସିବ ପ୍ରଥମ ରଥଯାତ୍ରା ସମନ୍ୱୟ କମିଟି ବୈଠକ । ପୁରୀ ଟାଉନ ହଲ୍ ପରିସରରେ କେନ୍ଦ୍ରାଞ୍ଚଳ ରାଜସ୍ୱ ଆୟୁକ୍ତଙ୍କ ଅଧ୍ୟକ୍ଷତାରେ ଏହି ବୈଠକ ଅନୁଷ୍ଠିତ ହେବ। ଆସନ୍ତା ଜୁଲାଇ ୭ ତାରିଖରେ ବିଶ୍ୱପ୍ରସିଦ୍ଧ ରଥଯାତ୍ରା ।
ପବିତ୍ର ଘୋଷଯାତ୍ରା ଅବସରରେ ଦିଲ୍ଲୀ ହଜ୍ ଖସସ୍ଥିତ ଜଗନ୍ନାଥ ମନ୍ଦିରରେ ମହାପ୍ରଭୁଙ୍କ ପୂଜାର୍ଚ୍ଚନା କରୁଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ
ଲୋକାରଣ୍ୟ ବଡ଼ଦାଣ୍ଡ । ବିଭିନ୍ନ ସ୍ୱେଚ୍ଛାସେବୀ ସଙ୍ଗଠନ ପକ୍ଷରୁ ବଡ଼ଦାଣ୍ଡରେ ସ୍ୱତନ୍ତ୍ର ସୁରକ୍ଷା ବ୍ୟବସ୍ଥା କରାଯାଇଛି ।
ସେ ଇଚ୍ଛାମୟ ଠାକୁର ସବୁ ତାଙ୍କ ନିର୍ଦ୍ଦେଶରେ ହିଁ ହୋଇଥାଏ । ମହାପ୍ରଭୁଙ୍କ ସରିଛି ମଙ୍ଗଳାଆଳତି । ଭକ୍ତଙ୍କ ଗହଣକୁ ଓହ୍ଲାଇ ଆସିବାକୁ ସଜେଇ ହେଉଛନ୍ତି ଶ୍ରୀଜିଉ ।
ଆଜି କାଳିଆ ସାଆନ୍ତଙ୍କ ଯାତ୍ରା । ଆଜି ଭକ୍ତ ମାନଙ୍କୁ ଦର୍ଶନ ଦେବା ପାଇଁ ବଡ଼ଦାଣ୍ଡକୁ ଓହ୍ଲାଇ ଆସିଛନ୍ତି ମହାପ୍ରଭୁ । ଜନ୍ମବେଦୀଙକୁ ଯାତ୍ରା କରିବା ପାଇଁ ରାତିରେ ଶୋଇନି କାଳିଆ ।
ରଥଯାତ୍ରା ପାଇଁ ବଡ଼ଦାଣ୍ଡ ପାଲଟିଛି ଜନସମୁଦ୍ର । ମହାପ୍ରଭୁଙ୍କୁ ଚାତକ ପରି ଚାହିଁରହିଛନ୍ତି ଭକ୍ତ ।
ପାଖେଇ ଆସୁଛି ଘୋଷଯାତ୍ରା । ରଥରେ ବସିଥିବା ଦିଅଁଙ୍କୁ ଭକ୍ତ ଦାସିଆଙ୍କ ଗାଁରୁ ତୁଳସୀ ଲାଗି ହେଲେ ଗଡେ ନନ୍ଦିଘୋଷ ରଥ । ଜାଣନ୍ତୁ କଣ ରହିଛି କିମ୍ବଦନ୍ତୀ?
ବାଟ ଛାଡ...ବାଟ ଛାଡ...ଯାଉଛି ଜଗା ପାଇଁ ବଉଳ କାଠ । ଦିନକ ପରେ ରତ୍ନ ସିଂହାସନରୁ ଓହ୍ଲାଇ ଆସିବେ ଶ୍ରୀଜିଉ । ଦଇତାଙ୍କ କାନ୍ଧରେ ଝୁଲିବେ...ଶ୍ରୀଅଙ୍ଗର ସୁରକ୍ଷା ଲାଗି ବଉଳକାଠ ହିଁ ଦରକାର।
ବାଟ ଛାଡ...ବାଟ ଛାଡ...ଯାଉଛି ଜଗା ପାଇଁ ବଉଳ କାଠ । ଦିନକ ପରେ ରତ୍ନ ସିଂହାସନରୁ ଓହ୍ଲାଇ ଆସିବେ ଶ୍ରୀଜିଉ । ଦଇତାଙ୍କ କାନ୍ଧରେ ଝୁଲିବେ...ଶ୍ରୀଅଙ୍ଗର ସୁରକ୍ଷା ଲାଗି ବଉଳକାଠ ହିଁ ଦରକାର