• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Tag: Ratha Yatra 2021

Rathayatra
ଶ୍ରୀଜିଉଙ୍କୁ ବାହୁଡ଼ାଇ ନେବାକୁ ଗୁଣ୍ଡିଚା ମନ୍ଦିର ଆଗରେ ଅପେକ୍ଷାରତ ତିନି ରଥ

ରଥଯାତ୍ରାରେ ଶ୍ରୀକ୍ଷେତ୍ରକୁ ବାହାର ଲୋକଙ୍କ ପ୍ରବେଶ ଓ ଶରଧାବାଲିରେ ରଥ ଥିବାବେଳେ ବାହାର ଭକ୍ତଙ୍କ ରଥ ଦର୍ଶନ ଘଟଣା ପରେ ବାହୁଡ଼ା ପାଇଁ ଅଧିକ କଡ଼ା ହୋଇଛି ପୁରୀ ପୋଲିସ୍। ଏମିତିକି ବିନା ଭକ୍ତରେ ବାହୁଡାଯାତ୍ରା ଓ ସୁନାବେଶକୁ ସମ୍ପନ୍ନ କରିବା ପାଇଁ ଚ୍ୟାଲେଞ୍ଜ ମୋଡକୁ ଆସିଛି ପୋଲିସ୍।

Puri
ଆଜ୍ଞାମାଳ ବିଜେ ପରେ ସିଂହଦ୍ୱାର ସାମ୍ନାରେ ଲାଗିଲା ୩ ରଥ

ସିଂହଦ୍ୱାର ସାମ୍ନାରେ ଲାଗିଛି ୩ ରଥ। ଆଜି ଶ୍ରୀମନ୍ଦିରରୁ ଆଜ୍ଞାମାଳ ରଥଖଳାକୁ ବିଜେ ହେବା ପରେ ପ୍ରଥମେ ନନ୍ଦିଘୋଷକୁ ସିଂହଦ୍ୱାର ସାମ୍ନାକୁ ଅଣାଯାଇଥିଲ। ତା’ ପରେ ଦେବଦଳନ ଓ ଶେଷରେ ତାଳଧ୍ୱଜକୁ ସେବାୟତମାନେ ଟାଣି ଟାଣି ସିଂହଦ୍ୱାର ସାମ୍ନାକୁ ଆଣିଥିଲେ।

Ratha yatra in surat town
୫୯୦ ‍‍‍‍‍‍‍ବର୍ଷ ଧରି ଏଠି ପାଳିତ ହେଉଛି ରଥଯାତ୍ରା

ପୁରୀ ରଥଯାତ୍ରା ବିଶ୍ୱପ୍ରସିଦ୍ଧ। ପୁରୀ ବ୍ୟତୀତ ଦେଶ, ବିଦେଶର ଅନେକ ସ୍ଥାନରେ ରଥଯାତ୍ରା ହୁଏ। ହେଲେ ଏଇ ସହରର ରଥଯାତ୍ରା ବହୁ ପୁରୁଣା। ପ୍ରାୟ ୫୯୦ ବର୍ଷର । ମୋଗଲ ଶାସନ ସମୟରୁ ଏଠାରେ ରଥଯାତ୍ରା ପାଳିତ ହୋଇ ଆସୁଛି। କୁହାଯାଏ, ମୋଗଲ ଶାସକ ଶଙ୍ଖ ଓ ଘଣ୍ଟ ବଜାଇବା ଉପରେ ପ୍ରତିବନ୍ଧକ ଲଗାଇଥିଲେ। କିନ୍ତୁ ଏହି ମନ୍ଦିର ନିର୍ମାଣ ପାଇଁ ଅନୁମତି ଦେଇଥିଲେ।

Ratha Jatra
ରଥଯାତ୍ରା ପ୍ରସ୍ତୁତି ନେଇ ସମୀକ୍ଷା କରିବେ ମୁଖ୍ୟମନ୍ତ୍ରୀ

ସେପଟେ, ଶ୍ରୀକ୍ଷେତ୍ରରେ ଆଜି ଶ୍ରୀଜିଉଙ୍କ ବନକ ଲାଗି ନୀତି ଅନୁଷ୍ଠିତ ହେବ। ଗତକାଲି ମହାପ୍ରଭୁଙ୍କ ସରିଛି ଖଳି ପ୍ରସାଦ ଲାଗି ନୀତି। ଖଳିପ୍ରସାଦକୁ ନେଇ ଦଇତାପତିଙ୍କୁ ହସ୍ତାନ୍ତର କରିବା ପରେ ବିଳମ୍ବିତ ରାତିରେ ଖଳିକୁ ଦଇତାପତିମାନେ ଲାଗି କରିଛନ୍ତି। ଏହି ଦିବ୍ୟ ପ୍ରଲେପକୁ ରୁପା ପିଙ୍ଗଣରେ ରଖି ଦଇତାପତି ସେବକ ଶ୍ରୀଅଙ୍ଗରେ ଲାଗି କରିଛନ୍ତି। ଭିତର ଖଳି ଲାଗି ପୂର୍ବରୁ ମହାପ୍ରଭୁଙ୍କର ଘଣା ଲାଗି ଗୋପନ ନୀତି ସମ୍ପନ୍ନ କରାଯାଇଥିଲା।

ରଥ ଯାତ୍ରା 2021
ରଥଯାତ୍ରା ୨୦୨୧ ଲାଇଭ୍ ଅପଡେଟ: ଶରଧାବାଲିରେ ଲାଗିଲା ୩ ଠାକୁରଙ୍କ ୩ ରଥ

ଆଜି ମହାପ୍ରଭୁଙ୍କ ଘୋଷଯାତ୍ରା। ଅଣସର ପିଣ୍ଡିରୁ ବଡ଼ଦାଣ୍ଡଙ୍କୁ ଓହ୍ଲାଇ

rathayatra
ପାଖେଇ ଆସୁଛି ରଥଯାତ୍ରା; ଶେଷ ହେବାକୁ ଯାଉଛି ରଥକାମ

ପୁରୀ: ବିନା ଭକ୍ତରେ ହେବ ପୁରୀ ରଥଯାତ୍ରା। ଭକ୍ତ ନ ଆସିଲେ ବି ଉତ୍ସାହ କମିନି। ବିଶ୍ୱପ୍ରସିଦ୍ଧ ରଥଯାତ୍ରା ପାଖେଇ ଆସୁଥିବା ବେଳେ ଏଥିପାଇଁ ପ୍ରସ୍ତୁତି ଜୋରସୋରରେ ଚାଲିଛି । ସେପଟେ ରଥଯାତ୍ରା ପାଇଁ ରଥ ନିର୍ମାଣ କାମ ଚୂଡାନ୍ତ ପର୍ଯ୍ୟାୟରେ…