ପୁରୀ: ସୁପ୍ରିମକୋର୍ଟଙ୍କ ରଥଯାତ୍ରା ବନ୍ଦ ନେଇ ରାୟ ଆସିବା ପରେ ପ୍ରତିକ୍ରିୟା ରଖିଛନ୍ତି ଗଜପତି ମହାରାଜା ଦିବ୍ୟାସିଂହ ଦେବ। ସେ କହିଛନ୍ତି, ସୁପ୍ରିମକୋର୍ଟଙ୍କ ନିଷ୍ପତ୍ତିର ବିକଳ୍ପ ନାହିଁ। ରାୟ ଶୁଣିବା ପରେ ଜଗନ୍ନାଥପ୍ରେମୀଙ୍କ ମନରେ କଷ୍ଟ ନିଶ୍ଚୟ ହୋଇଥିବା। କିନ୍ତୁ ସୁପ୍ରିମକୋର୍ଟଙ୍କ ରାୟକୁ ସମସ୍ତଙ୍କୁ ସମ୍ମାନ ଦେବାକୁ ହେବ ବୋଲି ଗଜପତି ମହାରାଜା କହିଛନ୍ତି। ଧାର୍ମିକ ଦୃଷ୍ଟିକୋଣରୁ କେମିତି ଯାତ୍ରାବିଧି ପାଳନ ହେବ, ସେ ନେଇ ନିଷ୍ପତ୍ତି ନିଆଯିବ। ଜଗଦ୍ଗୁରୁ ଶଙ୍କରାଚାର୍ଯ୍ୟଙ୍କ ଓ ପ୍ରଶାସନ ସହ ଏନେଇ […]
ଭୁବନେଶ୍ୱର: ଚଳିତ ବର୍ଷ ହେବନି ପୁରୀ ରଥଯାତ୍ରା। ଆଜି ଏ ସମ୍ପର୍କିତ ଏକ ଗୁରୁତ୍ୱପୂର୍ଣ୍ଣ ମାମଲାର ଶୁଣାଣି କରି ସୁପ୍ରିମକୋର୍ଟ ଏହି ନିର୍ଦ୍ଦେଶ ଦେଇଛନ୍ତି। ଏହାପରେ ରାଜ୍ୟର ବିଭିନ୍ନ ମହଲରେ ପ୍ରତିକ୍ରିୟା ଦେଖା ଦେଇଛି। ରଥଯାତ୍ରା ବନ୍ଦ ନେଇ ରାଜ୍ୟ ସରକାରଙ୍କୁ ତୀବ୍ର ସମାଲୋଚନା କରିଛି ବିରୋଧୀ। ଆଜି ଏନେଇ ସରକାରଙ୍କ ଉପରେ ବର୍ଷିଛନ୍ତି ବିରୋଧୀ ଦଳ ନେତା ପ୍ରଦୀପ୍ତ ନାଏକ। ରଥଯାତ୍ରା ନ କରିବାକୁ ସରକାରଙ୍କର ଆଗରୁ ଯୋଜନା ଥିଲା। ମୁକ୍ତିମଣ୍ଡପ, ଶଙ୍କରାଚାର୍ଯ୍ୟଙ୍କ ସହ କଥା […]
ପୁରୀ: ଚଳିତ ବର୍ଷ ହେବନି ପୁରୀ ରଥଯାତ୍ରା। ଆଜି ଏ ସମ୍ପର୍କିତ ଏକ ଗୁରୁତ୍ୱପୂର୍ଣ୍ଣ ମାମଲାର ଶୁଣାଣି କରି ସୁପ୍ରିମକୋର୍ଟ ଏହି ନିର୍ଦ୍ଦେଶ ଦେଇଛନ୍ତି। ସୁପ୍ରିମକୋର୍ଟର ମୁଖ୍ୟ ବିଚାରପତିଙ୍କ ଅଧ୍ୟକ୍ଷତାରେ ଗଠିତ ୩ ଜଣିଆ ଖଣ୍ଡପୀଠ ଏହି ମାମଲାର ଶୁଣାଣି କରି ଏହି ଗୁରୁତ୍ୱପୂର୍ଣ୍ଣ ରାୟ ଦେଇଛନ୍ତି। ମୁଖ୍ୟ ବିଚାରପତି ଏସ୍ଏ ବୋବଡେଙ୍କ ଅଧ୍ୟକ୍ଷତାରେ ଗଠିତ ଖଣ୍ଡପୀଠ କହିଛନ୍ତି, ଲୋକଙ୍କ ସୁରକ୍ଷା ଓ ଜନସ୍ୱାର୍ଥ ପାଇଁ ରଥଯାତ୍ରା ବନ୍ଦ କରାଯାଇଛି। ରଥଯାତ୍ରା ପାଇଁ ଅନୁମତି ଦେଲେ ମହାପ୍ରଭୁ […]