• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Tag: Ratha Yatra

Bahuda Jatra of Lord Jagannath
ସ୍ୱଗୃହକୁ ଫେରୁଛନ୍ତି ମହାବାହୁ: କମ୍ପୁଛି ବଡଦାଣ୍ଡ

ଭାଇ-ଭଉଣୀଙ୍କୁ ସାଙ୍ଗରେ ଧରି ଶ୍ରୀମନ୍ଦରିକୁ ଫେରୁଛନ୍ତି ମହାବାହୁ। ଗହଳିରେ ପୂରିଉଠିଛି ବଡଦାଣ୍ଡ। ଭକ୍ତ ଉତ୍ସବମୁଖର ଆଉ ଭାବ ବିହ୍ୱଳ। ଏହି ପରିପ୍ରେକ୍ଷୀରେ ଆସନ୍ତୁ ଜାଣିନେବା କିପରି ହୁଏ ବାହୁଡା ଯାତ୍ରା।

Deity Falls Down Chariot During Ratha Yatra In odishas Bolangir
ପହଣ୍ଡି ବେଳେ ଖସି ପଡ଼ିଲେ ସେବାୟତଙ୍କ ସହ ଦିଅଁ

ରଥ ଉପରକୁ ପହଣ୍ଡି ବେଳେ ଚାରମାଳଟି କୌଣସି କାରଣରୁ ଖସି ଯିବାରୁ ସେବାୟତଙ୍କ ସହ ଦିଅଁ ପଡ଼ି ଯାଇଥିଲେ। ବଲାଙ୍ଗିର ଜିଲ୍ଲାରେ ରଥଯାତ୍ରାରେ ଏଭଳି ଅଭାବନୀୟ ଘଟଣା ଘଟିଛି।

Ratha Yatra in Boat
ନିଆରା ରଥଯାତ୍ରା : ଡଙ୍ଗା ସାଜେ ନନ୍ଦିଘୋଷ, ତାଳଧ୍ୱଜ

ଏଠି ହୁଏ ଅଜବ ରଥଯାତ୍ରା। ଡଙ୍ଗାରେ ବିଜେ କରନ୍ତି ଜଗନ୍ନାଥ, ବଳଭଦ୍ର। କରନ୍ତି ଜଳଯାତ୍ରା।

Odia film on Lord Jagannath
ଓଡିଆ ଫିଲ୍ମର କାହାଣୀରେ ମହାପ୍ରଭୁ ଜଗନ୍ନାଥ

ଓଡିଆ ପ୍ରାଣ ଓ ହୃଦୟର ଠାକୁର ହେଉଛନ୍ତି ମହାପ୍ରଭୁ ଜଗନ୍ନାଥ। ଜଗନ୍ନାଥଙ୍କୁ ନେଇ ତିଆରି ହୋଇଛି ଅନେକ ଓଡିଆ ଫିଲ୍ମ। ତେବେ ଆସନ୍ତୁ ଏହି ୫ଟି ଫିଲ୍ମ ଉପରେ ନଜର ପକେଇ ନେବା।

The unknown Fact of Taladhwaja Ratha
ବଳଭଦ୍ରଙ୍କ ରଥର ନାମ ଓ ଅନ୍ୟାନ୍ୟ ଅଜଣା କଥା

ବଳଭଦ୍ରଙ୍କ ରଥକୁ ତାଳଧ୍ୱଜ ରଥ କୁହାଯାଏ। ଏହି ରଥରେ ଶ୍ରୀବଳଭଦ୍ରଙ୍କ ସହ ରାମକୃଷ୍ଣ ବିଜେ କରିଥାନ୍ତି। ଆସନ୍ତୁ ଜାଣିବା ତାଳଧ୍ୱଜ ରଥର ଅନ୍ୟାନ୍ୟ ରୋଚକ କଥା।

The secret behind the rope of 3 Chariot
ରଥ ଦଉଡି ଛୁଇଁ ଧନ୍ୟ ହୁଅନ୍ତି ଲକ୍ଷ ଲକ୍ଷ ଭକ୍ତ

ରଥଟଣାର ଅନେକ ଚମତ୍କାରିତା ମଧ୍ୟରେ ରଥ ଦଉଡିର ରହିଛି ବିଶେଷ ଆକର୍ଷଣ। ଏହି ପବିତ୍ର ଦଉଡ଼ିକୁ ସ୍ପର୍ଶ କରିବା ସଙ୍ଗେ ସଙ୍ଗେ ରଥ ଟାଣି ଲକ୍ଷ ଲକ୍ଷ ଭକ୍ତ ନିଜକୁ ଧନ୍ୟ ମଣିଥାନ୍ତି। ଆସନ୍ତୁ ଜାଣିବା ଏହି ଦଉଡିର ରହସ୍ୟ।

The unknown fact of Nandighosh Rath
ଜାଣିଛନ୍ତି କି ନନ୍ଦିଘୋଷ ରଥର ଅନ୍ୟ ନାମ ଓ ଏହାର ପତାକା, ଉଚ୍ଚତା ବିଷୟରେ ? ପଢନ୍ତୁ…

ରଥଯାତ୍ରାରେ ପୁରୀ ଦାଣ୍ଡରେ ଗଡେ ତିନି ରଥ। ଜଗନ୍ନାଥ ନନ୍ଦିଘୋଷରେ ବିଜେ ହୋଇ ଶ୍ରୀଗୁଣ୍ଡିଚା ଯାତ୍ରାରେ ବାହାରନ୍ତି। ଆସନ୍ତୁ ନନ୍ଦିଘୋଷକୁ ନେଇ କିଛି ରୋଚକ କଥା ଜାଣିନେବା।

The unknown fact of Devadalana Ratha
ଜାଣିଛନ୍ତି କି ଦେବଦଳନ ରଥର ଘୋଡ଼ାମାନଙ୍କ ନାମ; ଜାଣିବା ପାଇଁ ପଢ଼ନ୍ତୁ...

ମହାପ୍ରଭୁ ଜଗନ୍ନାଥ ନନ୍ଦିଘୋଷ ରଥ ଓ ବଡ ଠାକୁର ବଳଭଦ୍ର ତାଳଧ୍ୱଜ ରଥରେ ଶ୍ରୀଗୁଣ୍ଡିଚା ଯାତ୍ରା କରୁଥିବା ବେଳେ ମା ସୁଭଦ୍ରା ଦେବଦଳନ ରଥରେ ବିରାଜମାନ କରନ୍ତି। ଆସନ୍ତୁ ଜାଣିବା ଦେବଦଳନର କିଛି ଅଜଣା କଥା।

Preparations underway for Puri Jagannath Temple Ratha Yatra
ରାତି ପାହିଲେ ରଥାରୁଢ଼ ହେବେ ମହାବାହୁ, ଭକ୍ତ ମନ ବ୍ୟାକୁଳ...

ରାତି ପାହିଲେ ବିଶ୍ୱପ୍ରସିଦ୍ଧ ଘୋଷଯାତ୍ରା...ଶେଷ ପର୍ଯ୍ୟାୟରେ ସମସ୍ତ ପ୍ରସ୍ତୁତି...ଦେଖନ୍ତୁ କିଛି ଝଲକ...

We believe more and more devotees will take part in Rath Yatra this year: Puri King
ଏଥର କରୋନା ଡର ନାହିଁ, ବଡ଼ଦାଣ୍ଡରେ ମହାପ୍ରଭୁଙ୍କ ଦର୍ଶନ କରିବେ ଭକ୍ତ

ଯେଉଁମାନେ ପୁରୀ ଯାଇପାରୁଛନ୍ତି, ସେମାନେ ଯାଆନ୍ତୁ। ଜଗନ୍ନାଥ ଭାବର ଠାକୁର...ଟିଭିରେ ଶ୍ରୀଗୁଣ୍ଡିଚା ଯାତ୍ରାକୁ କୋଟି କୋଟି ଲୋକ ଦେଖୁଛନ୍ତି। ଏ ମହାନ୍‌ ଯାତ୍ରା ବହୁ ପ୍ରାଚୀନ....: ଗଜପତି ମହାରାଜା

Puri Rathayatra
ରଥ ଉପରେ ସେଲଫି ମନା: ଘୋଷଯାତ୍ରା ନେଇ ଜିଲ୍ଲାପାଳ ଓ ଏସ୍ପିଙ୍କ ବୈଠକରେ ନିଷ୍ପତ୍ତି

ବିଶ୍ୱ ପ୍ରଶିଦ୍ଧ ରଥଯାତ୍ରା ପାଇଁ ପରିଚାଳନା କମିଟି ସଦସ୍ୟ ଓ ଶ୍ରୀମନ୍ଦିର ପ୍ରଶାସନିକ ଅଧିକାରୀଙ୍କୁ ନେଇ ଜିଲ୍ଲାପାଳ ବୈଠକ ଅନୁଷ୍ଠିତ ହୋଇଛି ।

Snana Jatra of Shri Jagannath in Puri
ରଥଯାତ୍ରାର ଆଦ୍ୟ ପର୍ବ ସ୍ନାନଯାତ୍ରା ଓ ଜଗନ୍ନାଥଙ୍କ ଗଜାନନ ବେଶ

ଶ୍ରୀମନ୍ଦିରରେ କବାଟଫିଟା, ପାହାନ୍ତିଆ ଅବକାଶ, ଗୋପାଳବଲ୍ଲଭ, ସକାଳଧୂପ, ଦ୍ୱିପ୍ରହରଧୂପ ଆଦି ସମସ୍ତ ନୀତିର ସମାପନ ପରେ ସ୍ୱଳ୍ପ ସମୟ ପାଇଁ ପହୁଡ଼ ହୁଏ ଓ ପରେ ପରେ ସ୍ନାନ ପୂର୍ଣ୍ଣିମାର ବିଧି ଆରମ୍ଭ ହେଇଯାଏ। ଚତୁର୍ଦ୍ଧାମୂର୍ତ୍ତିଙ୍କୁ ଦଇତାମାନେ ପହଣ୍ଡି କରାଉଥିବା ବେଳେ ମଦନମୋହନଙ୍କୁ କେବଳ ମହାଜନ ସେବକମାନେ ବିଜେ କରାଇଥାନ୍ତି। ମହାପ୍ରଭୁଙ୍କ ଉପଚାର ବିଧିରେ ଆଉ କ’ଣ ରହିଛି ଆସନ୍ତୁ ଜାଣିବା…

Not getting wood for Three Cart of Puri
ରଥ ନିର୍ମାଣ ପାଇଁ ଅଭାବ ପଡ଼ିଲାଣି କାଠ, ଫାଶି-ଅସନ-ଧଉରା କାଠ ସହଜରେ ମିଳୁନି

ଆଗକୁ ରଥ ଗଢ଼ା ପାଇଁ କେଉଁଠୁ କାଠ ଆସିବ ତାକୁ ନେଇ ସଂଶୟ ବଢୁଥିବାବେଳେ ଏଭଳି ଗଛ ଲଗାଇବାକୁ ଜଗନ୍ନାଥ ପ୍ରେମୀଙ୍କ ପାଖକୁ ନିଜେ ଗଜପତି ମହାରାଜା ଯିବେ ବୋଲି ଜଣାପଡ଼ିଛି।

Not getting wood for Three Cart of Puri
ମିଳୁନି ରଥ ନିର୍ମାଣ ପାଇଁ କାଠ; ଚିନ୍ତାରେ ସେବକ

ରଥ ନିର୍ମାଣ ପାଇଁ ଅଭାବ ପଡ଼ିଲାଣି କାଠ ଫାଶି, ଅସନ ଓ ଧଉରା କାଠ ସହଜରେ ମିଳୁନି। ଏସବୁକୁ ନେଇ ଚିନ୍ତାରେ ମହାରଣା ଓ ଭୋଇ ସେବକ। ଆଗକୁ ରଥ ଗଢ଼ା ପାଇଁ କେଉଁଠୁ କାଠ ଆସିବ ତାକୁ ନେଇ ବଢୁଛି ସଂଶୟ।

Ratha Yatra
ରଥଯାତ୍ରା ପାଇଁ ଜୋରସୋର ପ୍ରସ୍ତୁତି, ପ୍ରଶାସନ କରିଛି ଡବଲ ପ୍ଲାନ୍‌

ଆଗାମୀ ରଥଯାତ୍ରା ଓ ଏତେ ସଂଖ୍ୟକ ଭକ୍ତଙ୍କ ଆଗମନକୁ ଦୃଷ୍ଟିରେ ରଖି ପୁରୀ ପ୍ରଶାସନ କରିଛି ଦୁଇ ପ୍ରକାର ପ୍ଲାନ । ପ୍ଲାନ ନମ୍ବର ୧- ଯଦି ପରିସ୍ଥିତି ସ୍ୱାଭାବିକ ହୁଏ ଓ ଶ୍ରୀକ୍ଷେତ୍ରକୁ ଦୁଇଗୁଣା ଭକ୍ତ ଆସନ୍ତି, ତାହାଲେ କଣ କରିବାକୁ ପଡ଼ିବ ?

Ratha Yatra
ଏଥର ଘୋଷଯାତ୍ରାକୁ ସମସ୍ତଙ୍କୁ ଅନୁମତି, ଦୁଇ ଗୁଣା ଅଧିକ ଭକ୍ତଙ୍କର ସମାଗମ ସମ୍ଭାବନା !

କୋଭିଡ୍ ବଢିଲେ କେମିତି ହେବ ଆୟୋଜନ ତାକୁ ନେଇ ବି କରାଯାଉଛି ଯୋଜନା ।

Puri News
ରଥଖଳାରେ ଚାଲିଛି ରଥ ନିର୍ମାଣ

ରଥ ନିର୍ମାଣ ପାଇଁ ଆଜି ସକାଳୁ ନିୟୋଜିତ ବିଶ୍ୱକର୍ମା ମହାରାଣା, କରତୀ ସେବାୟତ ପହଞ୍ଚି ରଥକାଠ ଚିରଟ ଆରମ୍ଭ କରିଛନ୍ତି ।

ରଥ କାଠ ଅନୁକୂଳ
ଅକ୍ଷୟ ତୃତୀୟାରେ ଅନୁକୂଳ ହେଲା ରଥ ନିର୍ମାଣ

ବୈଶାଖ ମାସ ଶୁକ୍ଳ ପକ୍ଷ ତୃତୀୟା ଦିନଟି ଅକ୍ଷୟ ତୃତୀୟା । ଏହି ଦିନକୁ ଔପଚାରିକ ଭାବେ ସରକାରୀ ସ୍ତରରେ କୃଷକ ଦିବସ ରୂପେ ପାଳନ କରାଯାଏ । କୃଷକମାନେ ଏହାକୁ ବଡ଼ ଶୁଦ୍ଧି ଓ ସିଦ୍ଧିର ଦିବସ ଭାବେ ପାଳନ କରିଥାନ୍ତି ।

Odissi Danseuse Rojalin Mohanty
ଦୂରରୁ ଘେନ କୋଟି ପ୍ରଣାମ

କରୋନା କଟକଣା ମଧ୍ୟରେ ପାଳିତ ହେଉଛି ରଥଯାତ୍ରା। ଭକ୍ତଙ୍କ ପାଇଁ ବର୍ଷକ ପରେ ତିନି ଠାକୁର ବଡଦାଣ୍ଡକୁ ବାହାରି ଆସିଛନ୍ତି। ହେଲେ ଠାକୁରଙ୍କୁ ଦେଖିବାର ସୌଭାଗ୍ୟ ମିଳିନି ଭକ୍ତଙ୍କୁ। ତେଣୁ ଦୂରରୁ ଥାଇ ଭକ୍ତଙ୍କ ଭକ୍ତି ନୈବେଦ୍ୟ....

Ratha yatra in surat town
୫୯୦ ‍‍‍‍‍‍‍ବର୍ଷ ଧରି ଏଠି ପାଳିତ ହେଉଛି ରଥଯାତ୍ରା

ପୁରୀ ରଥଯାତ୍ରା ବିଶ୍ୱପ୍ରସିଦ୍ଧ। ପୁରୀ ବ୍ୟତୀତ ଦେଶ, ବିଦେଶର ଅନେକ ସ୍ଥାନରେ ରଥଯାତ୍ରା ହୁଏ। ହେଲେ ଏଇ ସହରର ରଥଯାତ୍ରା ବହୁ ପୁରୁଣା। ପ୍ରାୟ ୫୯୦ ବର୍ଷର । ମୋଗଲ ଶାସନ ସମୟରୁ ଏଠାରେ ରଥଯାତ୍ରା ପାଳିତ ହୋଇ ଆସୁଛି। କୁହାଯାଏ, ମୋଗଲ ଶାସକ ଶଙ୍ଖ ଓ ଘଣ୍ଟ ବଜାଇବା ଉପରେ ପ୍ରତିବନ୍ଧକ ଲଗାଇଥିଲେ। କିନ୍ତୁ ଏହି ମନ୍ଦିର ନିର୍ମାଣ ପାଇଁ ଅନୁମତି ଦେଇଥିଲେ।

The Great Odisha Political Circus | Fani Victim & King
The Great Odisha Political Circus | Fani Victim & King

OdishaTV is Odisha\'s no 1 News Channel. OTV being the first private satellite TV channel in Odisha carries the onus of charting a course that behoves

puri
ଆଜି ଶ୍ରୀଜିଉଙ୍କ ଅନବସରର ଦ୍ୱାଦଶୀ ତିଥି

ପୁରୀ : ଆଜି ଶ୍ରୀଜିଉଙ୍କ ଅନବସରର ଦ୍ୱାଦଶୀ ତିଥି । ଆଜି ସକାଳ ଧୂପ  ଓ ଭୋଗମଣ୍ଡପ ନୀତି ପରେ ରାଜପ୍ରସାଦ ବିଜେ ନୀତି ଅନୁଷ୍ଠିତ ହେବ । ମହାପ୍ରଭୁଙ୍କ ସୁସ୍ଥ ହେବା ଖବର ନେଇ ଶ୍ରୀନଅରକୁ ରାଜପ୍ରସାଦ ବିଜେ କରିବେ…

nilagiri
ଦିବ୍ୟାଙ୍ଗଙ୍କ ସ୍ୱପ୍ନରେ ଆସି ରଥରେ ବସିବାକୁ ଅଳି କଲେ ଜଗତ ଠାକୁର

ନୀଳଗିରି(ବିଶ୍ୱମ୍ବର ଦାସ) :  ମହାପ୍ରଭୁଙ୍କ ଅପାର ଲୀଳା । ଭାବ ଓ ଭକ୍ତିରେ ବନ୍ଧା କାଳିଆ ଠାକୁର ।  କେତେବେଳେ କାହାପାଖରେ ଯାଇ ପହଞ୍ଚି ଯାଆନ୍ତି ତାହା ତାଙ୍କୁ ହିଁ ଜଣା । ଏଇ ଯେଉଁ ଭଳି ନୀଳଗିରିର ଜଣେ ଦିବ୍ୟାଙ୍ଗ…

snana-purnima
ରାତି ପାହିଲେ ସ୍ନାନପୂର୍ଣ୍ଣମୀ; ୧୦୮ ଗରା ସୁବାସିତ ଜଳରେ ସ୍ନାନ କରିବେ ଶ୍ରୀଜୀଉ, ରାତି ୧ରୁ ଆରମ୍ଭ ନୀତିକାନ୍ତି

ପୁରୀ: ରାତି ପାହିଲେ ସ୍ନାନପୂର୍ଣ୍ଣମୀ । ୧୦୮ ଗରା ସୁବାସିତ ଜଳରେ ସ୍ନାନ କରିବେ ଶ୍ରୀଜୀଉ, ହାତୀବେଶରେ ବି ସଜେଇ ହେବେ । ରାତି ଗୋଟାଏରେ ଠାକୁରଙ୍କ ସ୍ନାନପହଣ୍ଡି ସହ ସକାଳ ସାଢ଼େ ୭ଟାରୁ ସାଢ଼େ ୯ଟା ଭିତରେ ସ୍ନାନ ବିଧି…