ATMରୁ ଟଙ୍କା ବାହରିଲା ଭଳି ଏଣିକି ରାସନ୍ ବାହାରିବ। ପାଇଲଟ ପ୍ରୋଜେକ୍ଟ ଭାବେ ରାଜଧାନୀ ଭୁବନେଶ୍ୱରରେ ଏହି ଯୋଜନା ଆରମ୍ଭ ହେବ।