ରାସନ କାର୍ଡ e-KYC ପାଇଁ ଆଜି ପୁରୁଛି କଣ୍ଟ। ଡେଡଲାଇନର ଆଜି ଶେଷ ଦିନ। ଯେଉଁ ହିତାଧିକାରୀ e-KYC କରି ନାହାନ୍ତି, ଆଜି କରି ଦିଅନ୍ତୁ। ଆଉ ଯେଉଁମାନେ ନ କରିବେ, ତାକୁ ସରେଣ୍ଡର କରାଗଲା ବୋଲି ଧରି ନିଆଯିବ।
କଟିବ ୩୭ ଲକ୍ଷ ରାସନ କାର୍ଡ ! ଅଯୋଗ୍ୟ ହିତାଧିକାରୀଙ୍କୁ ମିଳିବନି ସୁବିଧା । ଆପ୍ ଡେଟ୍ ନଥିଲେ E-kyc, ସରକାର ଦେବେନି ରାସନ । କଡ଼ା ଆଭିମୁଖ୍ୟ ନେଲେ ମୋହନ ସରକାର । ଆସନ୍ତା ୧୫ ତାରିଖ ରାସନ କାର୍ଡ E-kyc ଆବେଦନର ଶେଷ ତାରିଖ ରହିଛି ।
କଟିବ ୩୭ ଲକ୍ଷ ରାସନ କାର୍ଡ ! ଅଯୋଗ୍ୟ ହିତାଧିକାରୀଙ୍କୁ ମିଳିବନି ସୁବିଧା । ଅପ୍ଡେଟ୍ ନଥିଲେ E-kyc, ସରକାର ଦେବେନି ରାସନ । କଡ଼ା ଆଭିମୁଖ୍ୟ ନେଲେ ମୋହନ ସରକାର । ଆସନ୍ତା ୧୫ ତାରିଖ ରାସନ କାର୍ଡ E-kyc ଆବେଦନର ଶେଷ ତାରିଖ ରହିଛି ।
ପୁଣି ବଢିଲା ରାସନ କାର୍ଡ e-KYC ଅପଡେଟ୍ ଡେଡଲାଇନ୍। ପୂର୍ବ ଘୋଷିତ ଶେଷ ତାରିଖକୁ ଆଉ ଥରେ ବଢାଇଲେ ରାଜ୍ୟ ସରକାର। ରାସନକାର୍ଡ ହିତାଧିକାରୀଙ୍କୁ ନୂଆ କାର୍ଡ ଦେବା ପୂର୍ବରୁ ପୂର୍ବ ନିର୍ଦ୍ଧାରିତ ଡେଡଲାଇନ୍ ଜାନୁଆରୀ ୩୧କୁ ଆସନ୍ତା ଫେବ୍ରୁଆରୀ ୧୫ ଯାଏଁ ବୃଦ୍ଧି ଘୋଷଣା କରିଛନ୍ତି ଖାଦ୍ୟ ଯୋଗାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର।

ଏଚଆରଏମଏସ୍ ତଥ୍ୟ ଅନୁସାରେ ବାଲେଶ୍ବର ଜିଲ୍ଲାର ଭୋଗରାଇରେ ୩୦୨ ଓ ଜଳେଶ୍ବରରେ ୧୮୦ ଜଣ ସରକାରୀ ଚାକିରିଆ ବର୍ଷ ବର୍ଷ ଧରି ରାସନ ସାମଗ୍ରୀ ହାତୋଉଥିବା ଇକେୱାଇସିରୁ ଧରା ପଡ଼ିଛି। ତେଣୁ ସେମାନଙ୍କୁ ଚିହ୍ନଟ କରି କାର୍ଡ ପ୍ରତ୍ୟାହାର ପାଇଁ ଜିଲ୍ଲାପାଳଙ୍କୁ ଚିଠି ଲେଖିଛନ୍ତି ଖାଦ୍ୟ ଓ ଯୋଗାଣ ବିଭାଗ ପ୍ରମୁଖ ସଚିବ।

ରାସନ କାର୍ଡକୁ ନେଇ ଆସିଲା ଆଖି ଖୋସିଲା ଭଳି ତଥ୍ୟ। ଆୟକର ଦାତା ବି ହାତେଇଛନ୍ତି ରାସନ କାର୍ଡ। ପୂର୍ବ ସରକାରର ଫନ୍ଦିକୁ ଟାର୍ଗେଟ୍ କଲେ ଖାଦ୍ୟ ଯୋଗାଣ ମନ୍ତ୍ରୀ ।
ରାସନ କାର୍ଡ ତାଲିକାରେ ବଡ଼ ଘୋଟାଲା। ବଢିଚାଲିଛି ଅଯୋଗ୍ୟ ହିତାଧିକାରୀ ତାଲିକା। କଣ୍ଟ ସରି ସରି ଆସୁଛି, ହେଲେ ଏଯାଏ E-KYC ଅପଡେଟ୍ କରିନାହାନ୍ତି ଆହୁରି ୪୨ ଲକ୍ଷ।
E-KYC ସରିବା ପରେ ନୂଆ ପୋର୍ଟାଲ ଖୋଲିଦେବୁ। ଯେଉଁମାନେ ରାସନ କାର୍ଡ ଆବେଦନ କରିବା କଥା କରିବେ। ୬ ଲକ୍ଷ ଲୋକ ରାସନ କାର୍ଡ ଆବେଦନ କରିଛନ୍ତି, ସେମାନଙ୍କର ମଧ୍ୟ ସର୍ଭେ କରାଯିବ, ତାହା ପରେ ରାସନ କାର୍ଡ ଦିଆଯିବ।
ରାଜ୍ୟରେ ଏଯାଏଁ ୪୦ ଲକ୍ଷ ଭୂତ ଓ ନକଲି କାର୍ଡଧାରୀ ସରକାରୀ ଯୋଜନାରୁ ଫାଇଦା ନେଉଛନ୍ତି । ବର୍ଷ ବର୍ଷ ଧରି ସରକାରୀ ରେସନ ଉଠାଉଛନ୍ତି। ହେଲେ ଅସଲ ହିତାଧିକାରୀ ପଞ୍ଚାୟତରୁ ବ୍ଲକକୁ ଧାଇଁ ଧାଇଁ ରେସନ କାର୍ଡ ଖଣ୍ଡେ ପାଉନାହାନ୍ତି ।
ଘୋଷଣା କଲେ ସରକାର । ନୂଆ ବର୍ଷରୁ ମିଳିବ ଏହି ସୁବିଧା। ହିତାଧିକାରୀ ଖୁସି । କିନ୍ତୁ କାହିଁକି ଏତେ ଖୁସି ? ପଢନ୍ତୁ ଏଇ ରିପୋର୍ଟ ।
ରାଜ୍ୟରେ ଧରା ପଡ଼ିଛନ୍ତି ଲକ୍ଷେ ୭୭ ହଜାରରୁ ଅଧିକ ଭୂତ ରାସନକାର୍ଡ ହିତାଧିକାରୀ। ଆସେମ୍ଲିରେ ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ରଙ୍କ ଏ ଉତ୍ତର ସମସ୍ତଙ୍କୁ ତାଜୁବ କରିଛି।
ରାଜ୍ୟରେ ଧରା ପଡ଼ିଛନ୍ତି ଲକ୍ଷେ ୭୭ ହଜାରରୁ ଅଧିକ ଭୂତ ରାସନକାର୍ଡ ହିତାଧିକାରୀ। ଆସେମ୍ଲିରେ ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ରଙ୍କ ଏ ଉତ୍ତର ସମସ୍ତଙ୍କୁ ତାଜୁବ କରିଛି।
ଇ-କେୱାଇସି ବେଳେ ଏକ ଲକ୍ଷ 77 ହଜାର 68 ମୃତ ହିତାଧିକାରୀ ଚିହ୍ନଟ ହୋଇଛନ୍ତି । ବାଲେଶ୍ବର ବିଧାୟକ ମାନସ ଦତ୍ତଙ୍କ ପ୍ରଶ୍ନରେ ଏହି ଉତ୍ତର ରଖିଛନ୍ତି ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର।
ଜାନୁଆରୀରେ ନୂଆ ରାସନ କାର୍ଡ ମିଳିବା ନେଇ ସୂଚନା ଦେଇଛନ୍ତି ଯୋଗାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର ।
ଦୀପାବଳି ପୂର୍ବରୁ ନୂଆ ରାସନ କାର୍ଡ ଆବେଦନକାରୀଙ୍କ ପାଇଁ ଆସିଲା ଖୁସି ଖବର। ନଭେମ୍ବର ମାସରେ ଯୋଗ୍ୟ ନୂଆ ହିତାଧିକାରୀଙ୍କୁ ମିଳିବ ରାସନ କାର୍ଡ ।
ନୂଆ ରାସନ୍ କାର୍ଡ ପାଇଁ ଆବେଦନ କରିଥିବା ୧୦ ଲକ୍ଷ ଆବେଦନକାରୀଙ୍କ ଆବେଦନ ଯାଞ୍ଚ କରାଯାଇ ଯୋଗ୍ୟ ହିତାଧିକାରୀଙ୍କୁ କାର୍ଡ ଦିଆଯିବ।
ଅକ୍ଟୋବର ମାସରୁ ରାସନ କାର୍ଡ ହିତାଧିକାରୀଙ୍କୁ ମିଳିବ ଚାଉଳ ସହ ଗହମ । ଗହମ ଦେବାକୁ କେନ୍ଦ୍ର ଖାଦ୍ୟ ଓ ସାଧାରଣ ବଣ୍ଟନ ମନ୍ତ୍ରାଳୟ କରିଛି ଚିଠି ।
ପ୍ରବାସୀ ଓଡ଼ିଆଙ୍କୁ ଘାରିଛି ରାସନକାର୍ଡ କେୱାଇସି ଅପଡେଟ୍ ଚିନ୍ତା । ରାଜ୍ୟ ବାହାରେ ପେଟପାଟଣା ପାଇଁ ଖଟୁଥିବା ଲୋକେ ଛୁଟି ନେଇ ଖର୍ଚ୍ଚାନ୍ତ ହୋଇ ଗାଁକୁ ଆସିବା ସମ୍ଭବ ହେଉ ନଥିବା ବେଳେ କିଛି ଡିଲର ସେମାନଙ୍କ ପାଖେ ପହଞ୍ଚି ଶୋଷଣ କରିବା ଆରମ୍ଭ କଲେଣି ।
ଟିପ ଚିହ୍ନ ଦେଇ E-KYC ଅପଡେଟ୍ ନକଲେ ରାସନ କାର୍ଡରୁ କଟିବ ନାଁ । ରାଜ୍ୟରେ ରହିଥିବା ପ୍ରାୟ ୨୫ ଲକ୍ଷ ଭୂତ ହିତାଧିକାରୀ ଚିହ୍ନଟ ପାଇଁ ସରକାରଙ୍କ ପକ୍ଷରୁ ଚାଲିଛି ଇ-କେୱାଇସି ଅପଡେଟ୍ ପ୍ରକ୍ରିୟା ।
E-KYC ଯାଞ୍ଚ ପରେ ନୂଆ ରାସନ କାର୍ଡ । E- KYC ଯାଞ୍ଚ ପରେ ନୂଆ ରାସନ କାର୍ଡ ମିଳିବ କହିଲେ ମନ୍ତ୍ରୀ ।
ହିତାଧିକାରୀଙ୍କୁ ମିଳୁଥିବା ଚାଉଳର ୨୦ ପ୍ରତିଶତ ଗହମ ଦେବାକୁ କେନ୍ଦ୍ର ଖାଉଟି କଲ୍ୟାଣ ମନ୍ତ୍ରୀଙ୍କ ନିକଟରେ ଦାବି କରାଯାଇଥିବା କହିଛନ୍ତି ରାଜ୍ୟ ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର।
ମଞ୍ଚେଶ୍ୱର ଚାଉଳ ଗୋଦାମଠାରେ ଏହି ଏଟିଏମ୍କୁ ଉଦ୍ଘାଟନ କରିଛନ୍ତି ଯୋଗାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର।
କାର୍ଡ ନମ୍ବର ମାରି ଫିଙ୍ଗର ପ୍ରିଣ୍ଟ୍ ଦେଲେ ମେସିନରୁ ବାହାରିବ ଚାଉଳ । ସଫଳ ହେଲେ ପ୍ରତି ବ୍ଲକରେ ଖୋଲାଯିବ ଚାଉଳ ଏଟିଏମ୍ ।