• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Tag: Ratna Bhandar

Ratna Bhandar
ରତ୍ନଭଣ୍ଡାର ମାମଲା: ହାଇକୋର୍ଟରେ ଦାଖଲ ସତ୍ୟପାଠରେ ଦିଆଯାଇଛି ଭୁଲ ତଥ୍ୟ !

ଦୃଢ଼ କାର୍ଯ୍ୟାନୁଷ୍ଠାନ ଦାବି କଲା ଶ୍ରୀଜଗନ୍ନାଥ ସେନା । ଆଗାମୀ ଦିନରେ ଓଡ଼ିଶା ବନ୍ଦ ଡାକରା ଚେତାବନୀ ।

Ratna Bhandar
ରକ୍ଷଣାବେକ୍ଷଣ ଦୃଷ୍ଟିରୁ ଶ୍ରୀମନ୍ଦିର ରତ୍ନଭଣ୍ଡାରର ମରାମତି ନିହାତି ଆବଶ୍ୟକ

ଏଭଳି ସତ୍ୟପାଠ ଦାଖଲ କରି ମରାମତି କାର୍ଯ୍ୟରେ ବହୁ ବିଳମ୍ବ ହୋଇଥିବା ଦର୍ଶାଇଛି ASI ।

Ratna Bhandar
ଭଲ ନାହିଁ ଶ୍ରୀମନ୍ଦିର ରତ୍ନଭଣ୍ଡାରର ସ୍ଥିତି, କହିଲା ASI

ସଂରକ୍ଷଣ ଦୃଷ୍ଟିରୁ ମରାମତି ନିହାତି ଦରକାର । ଯେତେଶୀଘ୍ର ନିର୍ଦ୍ଦେଶ ଆସିବ ସେତେଶୀଘ୍ର କାମ ହେବ କହିଲା ASI

 ASI ,  Ratna Bhandar ,
ରତ୍ନଭଣ୍ଡାରର ମରାମତି ଆବଶ୍ୟକ : ASI ଅଧୀକ୍ଷକ

ହାଇକୋର୍ଟରେ ସତ୍ୟପାଠ ଦାଖଲ ପରେ ASI ଅଧୀକ୍ଷକଙ୍କ ପ୍ରତିକ୍ରିୟା

Ratna Bhandar
ପଡ଼ିଲା ମୂଳଦୁଆ; ଖୋଲିବ ମହାପ୍ରଭୁ ଜଗନ୍ନାଥଙ୍କ ରହସ୍ୟମୟ ରତ୍ନଭଣ୍ଡାର !

ରତ୍ନଭଣ୍ଡାର ସ୍ଥିତି ଯାଞ୍ଚ ପାଇଁ ଜଣେ ଅବସରପ୍ରାପ୍ତ ବିଚାରପତିଙ୍କ ଅଧ୍ୟକ୍ଷତାରେ ଏକ ହାଇଲେବଲ ଟିମ୍ ଗଠନ ହେବ ବୋଲି ଶ୍ରୀମନ୍ଦିର ପରିଚାଳନା କମିଟିରେ ରାଜ୍ୟ ସରକାରଙ୍କୁ ସୁପାରିସ କରାଯାଇଛି ।

Jay Jagannath Temple
ଖୋଲିବ ମହାପ୍ରଭୁ ଜଗନ୍ନାଥଙ୍କ ରହସ୍ୟମୟ ରତ୍ନଭଣ୍ଡାର, ପଡ଼ିଲା ମୂଳଦୁଆ

ତୁରନ୍ତ ରତ୍ନଭଣ୍ଡାର ଖୋଲି ଏହାର ସ୍ଥିତି ଯାଞ୍ଚ ସହ ଆବଶ୍ୟକସ୍ଥଳେ ମରାମତି ପାଇଁ ମ୍ୟାନେଜିଂ କମିଟିକୁ ଚିଠି ଲେଖିଥିଲା ଭାରତୀୟ ପ୍ରତ୍ନତତ୍ତ୍ବ ବିଭାଗ ବା ASI । ଯାହାକୁ ଗୁରୁତ୍ବ ଦେଇ ୨୦୨୪ ରଥଯାତ୍ରାବେଳେ ରତ୍ନଭଣ୍ଡାର ଖୋଲିବାକୁ ଆଜି ଶ୍ରୀମନ୍ଦିର ପରିଚାଳନା କମିଟି ବୈଠକରେ ବାଜିଛି ମୋହର।

Ratna Bhandar
ବଡ଼ ଖବର ! ରତ୍ନ ଭଣ୍ଡାର ଖୋଲିବାକୁ ଶ୍ରୀମନ୍ଦିର ପରିଚାଳନା କମିଟିର ସୁପାରିସ

୨୦୨୪ ରଥଯାତ୍ରା ସମୟରେ ରତ୍ନଭଣ୍ଡାର ଖୋଲିବାକୁ ସୁପାରିସ।

Ratna Bhandar
ରତ୍ନଭଣ୍ଡାର ଖୋଲିବାକୁ ଚାହୁଁନାହାନ୍ତି କି ରାଜ୍ୟ ସରକାର ?

ଏଣେ ଅସ୍ପଷ୍ଟ ତାଲିକା ଓ ସୁନା-ରୁପା ପରିମାଣକୁ ନେଇ ଭକ୍ତ-ସେବାୟତ ଓ ବୁଦ୍ଧିଜୀବୀଙ୍କ ଅସନ୍ତୋଷ ।

Ratna Bhandar
ରତ୍ନଭଣ୍ଡାରରେ ମାତ୍ର ୧୪୯ କେଜି ସୁନା ! କୁଆଡ଼େ ଗଲା ହୀରା-ନୀଳା-ମୋତି-ମାଣିକ୍ୟ..?

ଠାକୁରଙ୍କ ସବୁ ଅଳଙ୍କାର ସୁରକ୍ଷିତ ଥିବା ନେଇ ସତ୍ୟପାଠ । ଅସ୍ପଷ୍ଟ ତାଲିକା ଓ ସୁନା-ରୁପା ପରିମାଣକୁ ନେଇ ଅସନ୍ତୋଷ ।

Sudarsan Pattnaik
‘ରତ୍ନଭଣ୍ଡାର ଖୋଲିବାକୁ ସରକାରଙ୍କୁ ପରିଚାଳନା କମିଟି କହୁ’

ରତ୍ନଭଣ୍ଡାର ଖୋଲିବାକୁ ସରକାରଙ୍କୁ ଶ୍ରୀମନ୍ଦିର ପରିଚାଳନା କମିଟି ନିବେଦନ କରୁ ବୋଲି ଚିଠିରେ ଲେଖିଛନ୍ତି ସୁଦର୍ଶନ।

Puri Srimandir Ratna Bhandar key row
ସୁରକ୍ଷିତ ତ ମହାପ୍ରଭୁଙ୍କ ଦୁର୍ମୂଲ୍ୟ ଅଳଙ୍କାର; ରତ୍ନଭଣ୍ଡାର ଖୋଲିବା ନେଇ କାହିଁକି ବିଳମ୍ବ ?

ପୂର୍ବରୁ କେତେ ଥିଲା ଏବେ ସମ୍ପତ୍ତି କେତେ ଅଛି ତାହା ଜାଣିବା ଭକ୍ତଙ୍କ ଅଧିକାର । ରତ୍ନ ଭଣ୍ଡାର ନଖୋଲିବା ସନ୍ଦେହର ମୁଖ୍ୟ କାରଣ । ସେହିପରି କଂଗ୍ରେସ କଡା ସମାଲୋଚନା କରି କହିଛି କାହିଁକି ରତ୍ନ ଭଣ୍ଡାର ଖୋଲାଯାଇ ସୂଚନା ସାର୍ବଜନୀନ କରାଯାଉନି ? ତେବେ ବାଦ ବିବାଦ ବଢ଼ିବା ପରେ ସାଂସଦ ପିନାକୀ ମିଶ୍ର ମୁହଁ ଖୋଲି କହିଛନ୍ତି, କେସ୍ କୋର୍ଟରେ ଅଛି, କୋର୍ଟଙ୍କ ନିର୍ଦ୍ଦେଶରେ କାର୍ଯ୍ୟ ସମ୍ପାଦନ ହେବ ।

Tara Bahinipati
ରତ୍ନଭଣ୍ଡରକୁ ନେଇ ତାରାଙ୍କ ବଡ଼ ବୟାନ, ବିଜୟ ବି ସରକାରଙ୍କୁ କଲେ ସମାଲୋଚନା

ରତ୍ନଭଣ୍ଡାରରୁ ସମ୍ପତ୍ତି ବାହାର ରାଜ୍ୟକୁ ଚାଲିଯାଇନି ତ ବୋଲି ମଧ୍ୟ ପ୍ରଶ୍ନ କରିଛନ୍ତି ତାରା । ତୁରନ୍ତ ରାଜ୍ୟ ସରକାର ରତ୍ନଭଣ୍ଡାର ଖୋଲିବା ପାଇଁ ନିଷ୍ପତ୍ତି ନିଅନ୍ତୁ ବୋଲି ସେ ଦାବି କରିଛନ୍ତି ।

Bijay Mohapatra
‘ରତ୍ନଭଣ୍ତାର ସରକାରଙ୍କର ନୁହେଁ, ମହାପ୍ରଭୁ ଜଗନ୍ନାଥଙ୍କର’

‘ଆଇନ ମନ୍ତ୍ରୀ କହୁଛନ୍ତି ରତ୍ନଭଣ୍ଡର ଚାବି ହଜିଛି ନା ନାହିଁ ଜାଣି ନାହାନ୍ତି’

Ratna Bhandar
ଘନଉଛି ରତ୍ନଭଣ୍ଡାର ନଖୋଲିବାକୁ ନେଇ ବିବାଦ

ମହାପ୍ରଭୁଙ୍କ ରତ୍ନଭଣ୍ଡାରର ସ୍ଥିତି ଓ ସୁରକ୍ଷାକୁ ନେଇ ନାନା ଆଶଙ୍କା, ନାନା ଉଦବେଗ। ରତ୍ନଭଣ୍ଡାର ଖୋଲି ଶ୍ରୀଜୀଉଙ୍କ ଅଳଙ୍କାର ସହ ଆଭୂଷଣର ସ୍ଥିତି ଯାଞ୍ଚ କରିବାକୁ ଦାବି ଉଠୁଥିଲେ ବି କାହିଁକି ଓ କେଉଁ ଉଦ୍ଦେଶ୍ୟ ରଖି ନୀରବ ରହୁଛନ୍ତି ରାଜ୍ୟ ସରକାର ? ସେନେଇ ନାନା ପ୍ରଶ୍ନ ଛିଡ଼ା ହୋଇଛି।

Puri King Gajapati Maharaj Dibyasingh Deb
‘ରତ୍ନଭଣ୍ତାର ସ୍ଥିତି ଖରାପ; ପାଣି ଗଳୁଛି, ଛାତ ଫାଟିଛି’

ରତ୍ନଭଣ୍ଡାର ଅସୁରକ୍ଷିତ ଥିବା କଥା ଆଜିର ନୁହେଁ । ରହସ୍ୟମୟ ରତ୍ନଭଣ୍ଡାରରେ ଫାଟ ଏବଂ ପାଣି ଗଳିବା ଘଟଣା ଗତ ୫ ବର୍ଷ ତଳୁ ଜଣାପଡ଼ିଲାଣି ।

Puri Srimandir Ratna Bhandar
ବିରୋଧୀଙ୍କ ପ୍ରଶ୍ନ; କାହିଁକି ୫ ବର୍ଷ ହେଲା ଖୋଲାଯାଉନି ରତ୍ନଭଣ୍ଡାର, କରାଯାଉଛି କି ଲୁଟ୍ ?

ସେପଟେ ବିଜେଡି ବିରୋଧୀଙ୍କ ପ୍ରଶ୍ନର ସିଧା ଉତ୍ତର ଦେଇପାରିନଥିବା ବେଳେ ଜଗନ୍ନାଥଙ୍କୁ ନେଇ ରାଜନୀତି କଲେ ଓଡ଼ିଶା ଲୋକେ କ୍ଷମା ଦେବିନି ବୋଲି କହିଛି ।

Puri Srimandir Ratna Bhandar
ବିରୋଧୀଙ୍କ ପ୍ରଶ୍ନ; କାହିଁକି ୫ ବର୍ଷ ହେଲା ଖୋଲାଯାଉନି ରତ୍ନଭଣ୍ଡାର, କରାଯାଉଛି କି ଲୁଟ୍ ?

ରତ୍ନଭଣ୍ଡାର, ଚାବି ଓ ରତ୍ନକୁ ନେଇ ପୁଣି ସରଗରମ ରାଜ୍ୟ ରାଜନୀତି । ଚାବି ହଜିବା ଘଟଣାରେ ସାଢ଼େ ୪ ବର୍ଷ ପରେ ବି କମିଶନଙ୍କ ରିପୋର୍ଟ ସାର୍ବଜନୀନ ନହେବା ଏବଂ ଏହାକୁ ନେଇ ରାଜ୍ୟ ସରକାରଙ୍କୁ ହାଇକୋର୍ଟଙ୍କ ଜବାବ ତଲବ ପରେ ଆକ୍ରମଣାତ୍ମକ ମୁଦ୍ରାରେ ବିରୋଧୀ ।

Highcourt Order On Ratna Bhandar Key Missing Issue
ସରକାରଙ୍କୁ ହାଇକୋର୍ଟଙ୍କ କଡ଼ା ନିର୍ଦ୍ଦେଶ

କୋର୍ଟଙ୍କ ଏ ନିର୍ଦ୍ଦେଶ ପରେ ତୁରନ୍ତ ରତ୍ନଭଣ୍ଡାର ଖୋଲାଯିବାକୁ ଦାବି ଉଠିଛି ।

Highcourt Order On Ratna Bhandar Key Missing Issue
କାହିଁକି ସାର୍ବଜନୀନ ହେଉନି କମିଶନଙ୍କ ରିପୋର୍ଟ ? ରାଜ୍ୟ ସରକାରଙ୍କୁ ହାଇକୋର୍ଟଙ୍କ ଜବାବ ତଲବ

ଶ୍ରୀମନ୍ଦିର ରତ୍ନଭଣ୍ଡାର ଚାବି ହଜିବା ପ୍ରସଙ୍ଗ, ଜୁଲାଇ ୧୦ ସୁଦ୍ଧା ଜବାବ ଦେବାକୁ ନିର୍ଦ୍ଦେଶ । ଜୋର ଧରିଲା ରତ୍ନଭଣ୍ଡାର ଖୋଲାଯିବା ଦାବି ।

Ratna Bhandar Key Missing Case
ରତ୍ନଭଣ୍ତାର ଚାବି ହଜିବା ପ୍ରସଙ୍ଗ; ସରକାରଙ୍କୁ ଜବାବ ମାଗିଲେ ହାଇକୋର୍ଟ

ଶ୍ରୀମନ୍ଦିର ରତ୍ନଭଣ୍ଡାର ଚାବି ହଜିବା ପ୍ରସଙ୍ଗରେ ରାଜ୍ୟ ସରକାରଙ୍କୁ ନୋଟିସ କଲେ ହାଇକୋର୍ଟ ।

High Court - Ratna Bhandar
ଏଥର ଉତ୍ତର ଦେବେ ତ ? କାହିଁକି ଖୋଲୁନି ରତ୍ନ ଭଣ୍ଡାର, ପ୍ରଶାସନକୁ ଜବାବ ମାଗିଲେ ହାଇକୋର୍ଟ..

ଶ୍ରୀମନ୍ଦିର ରତ୍ନଭଣ୍ଡାର ଖୋଲିବା ସଂପର୍କିତ ମାମଲା । ଜବାବ ଦାଖଲ ପାଇଁ ଶ୍ରୀମନ୍ଦିର ପ୍ରଶାସନକୁ ହାଇକୋର୍ଟଙ୍କ ନିର୍ଦ୍ଦେଶ ।

Rabindra Narayan Mishra
ଭିତର ରତ୍ନଭଣ୍ଡାରକୁ ଲୋକନାଥ ମହାପ୍ରଭୁ ଜଗିଛନ୍ତି ସର୍ପ ବେଶରେ !

୧୯୮୨ ମସିହାରେ ମିଞ୍ଜିମିଞ୍ଜି ହୋଇ ଜଳୁଥିବା ଦୀପଟିଏ ଧରି ମୁଁ ଭିତର ରତ୍ନଭଣ୍ଡାରକୁ ଯାଇଥିଲି। ସେଠି ମୁଁ ଯାହା ଦେଖିଛି, ଆପଣ ଶୁଣିଲେ ଅବାକ୍ ହୋଇଯିବେ। ବିରାଟ ବିରାଟ ସିନ୍ଦୁକରେ ଶହ ଶହ ହୀରାନୀଳା ମୋତି ମାଣିକ ଖଚ୍ଚିତ ମୁକୁଟ। ପ୍ରଭୁଙ୍କ କୁଣ୍ଡଳ କଦଳୀ ଭଣ୍ଡାପରି

Ratna Bhandar
୧୬ଟି ହାତୀରେ ବୋହି ଆଣିଥିବା ରତ୍ନ ଅଳଙ୍କାର ସୁରକ୍ଷିତ ଅଛି କି ?

ଶ୍ରୀମନ୍ଦିର ରତ୍ନଭଣ୍ଡାର କେବଳ ବାହାର,ମଝି କି ଭିତର ଭଣ୍ଡାରରେ ସୀମିତ ନୁହେଁ, ଏଥିରେ ଆହୁରି ଦୁର୍ଭେଦ୍ୟ କୋଠରୀ ରହିଛି।

Ratnabhandar
ଶ୍ରୀମନ୍ଦିର ରତ୍ନଭଣ୍ଡାର ସ୍ଥିତିକୁ ନେଇ ପୁଣି ଚର୍ଚ୍ଚା, କେବେ ଖୋଲିବ

ଶ୍ରୀମନ୍ଦିର ଉନ୍ନୟନ ପ୍ରଶାସକ କହିଛନ୍ତି ପରବର୍ତ୍ତୀ ପରିଚାଳନା କମିଟି ବୈଠକରେ ଏନେଇ ଆଲୋଚନା ହେବ । ହେଲେ ଏନେଇ ଚୂଡ଼ାନ୍ତ ନିଷ୍ପତ୍ତି ରାଜ୍ୟ ସରକାର ନେବେ ।

Ratnabhandar
ଖୋଲିବ କି ରତ୍ନଭଣ୍ଡାର ? ଭିତର ଭଣ୍ଡାର ବିମ୍‌ରେ ଫାଟ, ଛାତରୁ ଗଳୁଛି ପାଣି

ରତ୍ନଭଣ୍ଡାରର ମରାମତି ପାଇଁ ASI ର ଚିଠିକୁ ନେଇ ଚର୍ଚ୍ଚା । ଚୂଡ଼ାନ୍ତ ନିଷ୍ପତ୍ତି ନେବେ ରାଜ୍ୟ ସରକାର । ବିପଦପୂର୍ଣ୍ଣ ସ୍ଥିତିରେ ଅଛି ଶ୍ରୀମନ୍ଦିର ରତ୍ନଭଣ୍ଡାର ।