୪୬ ବର୍ଷ ପରେ ଖୋଲିଲା ଶ୍ରୀମନ୍ଦିର ରତ୍ନଭଣ୍ଡାର । ତାଲା ଭାଙ୍ଗି ଭିତରଭଣ୍ଡାରକୁ ପଶିଲେ ହାଇଲେବଲ୍ କମିଟି । ଷ୍ଟ୍ରଙ୍ଗରୁମକୁ ବାହାର ଭଣ୍ଡାରରୁ ଅଳଙ୍କାର ସ୍ଥାନାନ୍ତର । ରଥଯାତ୍ରା ପରେ ହେବ ଭିତର ଭଣ୍ଡାର ଅଳଙ୍କାର ସିଫ୍ଟିଂ ।
ଭିତର ଭଣ୍ଡାରକୁ ନେଇ ଲୋକଙ୍କ ମନରେ ଅବିଶ୍ୱାସ ସୃଷ୍ଟି କରାଯାଇଥିଲା । ପ୍ରଭୁ ଜଗନ୍ନାଥଙ୍କ ନାଁ ନେଇ ଭିତର ଭଣ୍ଡାରକୁ ପ୍ରବେଶ କଲୁ କହିଲେ ଅଧ୍ୟକ୍ଷ ।
୪୬ ବର୍ଷ ପରେ ଖୋଲିଲା ରତ୍ନଭଣ୍ଡାର । ରତ୍ନଭଣ୍ଡାରରୁ ବାହାରିବା ପରେ ମୁଖ୍ୟ ପ୍ରଶାସକଙ୍କ ୧୦ଟି ବଡ଼ କଥା...
ଶେଷ ହୋଇଛି ପ୍ରତୀକ୍ଷା । ଖୋଲିଛି ମହାପ୍ରଭୁଙ୍କର ରତ୍ନଭଣ୍ତାର । ଦୀର୍ଘ ପାଞ୍ଚ ଦଶନ୍ଧି ପରେ ଖୋଲିଛି ରତ୍ନଭଣ୍ତାର ।
ଭିତର ରତ୍ନଭଣ୍ଡାର ତାଲା ଚାବିରେ ଖୋଲିପାରିଲା ନାହିଁ । ଟ୍ରେଜେରିରୁ ଯେଉଁ ଚାବି ଆସିଥିଲା ସେଥିରେ ତାଲା ଖୋଲିଲାନି ।
ଖୋଲିଲା ଶ୍ରୀମନ୍ଦିର ରହସ୍ୟମୟ ରତ୍ନଭଣ୍ଡାର । ୫ ଦଶନ୍ଧି ପ୍ରତୀକ୍ଷାର ଘଟିଲା ଅନ୍ତ ।
'ଭୟ ତ ଅଛି...ଭୟ ରହିବା ନିହାତି ଦରକାର। ନହେଲେ ଓଭର କନଫିଡେନ୍ସ ଆଉ ଓଭର କନଫି଼ଡେନ୍ସରୁ ଆକ୍ସିଡେଣ୍ଟ ହୋଇଥାଏ। ତେଣୁ ଆମେ ସାବଧାନତା ଅବଲମ୍ୱନ କରିବୁ। ସାପ ଧରିଲେ ବାହାରେ ଟିମ୍ କୁ ଆଣିକି ଦବୁ'
ରତ୍ନଭଣ୍ଡାର ଅଳଙ୍କାର ରଖିବା ପାଇଁ ଆସିଲା ସିନ୍ଦୁକ। ସ୍ୱତନ୍ତ୍ର ବରାଦରେ ତିଆରି ହୋଇଥିବା ୬ ସିନ୍ଦୁକ ପହଞ୍ଚିଲା। ୬ଟି ସିନ୍ଦୁକ ଟ୍ରକରେ ଲଦି ପହଞ୍ଚିଲେ ଭୁବନେଶ୍ୱରର ଜନୈକ ବ୍ୟକ୍ତି।
ରତ୍ନଭଣ୍ଡାର ଭିତରକୁ ଯିବେ ୧୧ ଜଣ ସଦସ୍ୟ। ଏନେଇ ସୂଚନା ଦେଲେ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଅରବିନ୍ଦ ପାଢୀ।
ବୈଠକ ପରେ ପ୍ରତିକ୍ରିୟା ରଖିଲେ ଜଷ୍ଟିସ ବିଶ୍ୱନାଥ ରଥ। ମୋଟ୍ ୧୧ଜଣ ସଦସ୍ୟ ଭିତରକୁ ଯିବେ। ୧ଟା ୨୮ରେ ଶୁଭ ମୁହୂର୍ତ୍ତ ନିର୍ଦ୍ଧାରିତ ହୋଇଛି। ସେତିକିବେଳେ ରତ୍ନଭଣ୍ଡାର ଚାବି ଖୋଲାଯିବ।
ରତ୍ନଭଣ୍ଡାର ଖୋଲାଯିବା ପୂର୍ବରୁ ଲୋକନାଥ ମହାପ୍ରଭୁଙ୍କୁଠାରୁ ଆଜ୍ଞାମାଳ ନିଆଯିବା ସହ ବିମଳଙ୍କ ପାଖରେ ଗୁଆଟେକା ହେବ । ତାସହ ମାଆ ଲକ୍ଷ୍ମୀଙ୍କ ପୂଜାର୍ଚ୍ଚନା ସହ ମହାପ୍ରଭୁଙ୍କ ଆଶିର୍ବାଦ ଭିକ୍ଷା କରି କାର୍ଯ୍ୟ ଆରମ୍ଭ ହେବ ବୋଲି କହିଛନ୍ତି ଅରବିନ୍ଦ ପାଢୀ ।
ଏମିତି ହୋଇପାରେ ସମ୍ଭାବ୍ୟ ରତ୍ନଭଣ୍ଡାର SOP । ସାତ୍ତ୍ୱିକ ଆହାର ଭୋଜନ, ସେବାୟତଙ୍କ ଭଳି ପୋଷାକ ପରିଧାନ ! ଶ୍ରୀଲୋକନାଥଙ୍କ ଆଗରେ ଶପଥ, ବାହାରେ କରିବେନି ରହସ୍ୟ ପ୍ରଘଟ !
‘ଦିନ ୧ଟା ପରେ ଶୁଭ ସମୟ ଆସୁଛି, ୧ଟା ପରେ ହିଁ ରତ୍ନଭଣ୍ଡାର ଖୋଲାଯିବ । ଯାହା ଆଶା କରୁଛୁ ଗୋଟାଏରୁ ସାଢ଼େ ଗୋଟାଏରେ ଖୋଲାଯିବ ।
ଶ୍ରୀମନ୍ଦିର ପ୍ରଶାସନକୁ ପ୍ରଦାନ କରାଗଲା ନିର୍ଦ୍ଧାରିତ ଏସ୍ଓପି । ରାଜ୍ୟ ସରକାର ପ୍ରସ୍ତୁତ କରିଥିବା ଏସ୍ଓପି ମିଳିବା ପରେ, ଶ୍ରୀମନ୍ଦିର ପ୍ରଶାସନର ଜରୁରୀ ବୈଠକ ଚାଲିଥିବା ସୂଚନା ମିଳିଛି ।
ସାତ୍ତ୍ବିକ ଆହାର ଭୋଜନ, ସେବାୟତଙ୍କ ଭଳି ପୋଷାକ ପରିଧାନ ! ଶ୍ରୀଲୋକନାଥଙ୍କ ଆଗରେ ଶପଥ, ବାହାରେ କରିବେନି ରହସ୍ୟ ପ୍ରଘଟ ! ରତ୍ନଭଣ୍ଡାର ଭିତରେ ସଭିଏଁ ମାନିବେ ନିର୍ଦ୍ଧାରିତ ବିଧି ବ୍ୟବସ୍ଥା ।
ରତ୍ନଭଣ୍ଡାର ତଦାରଖ କମିଟିର ପ୍ରସ୍ତାବ ଅନୁସାରେ ଆସନ୍ତା ୧୪ ତାରିଖରେ ରତ୍ନଭଣ୍ଡାର ଖୋଲିବାକୁ ରାଜ୍ୟ ସରକାରଙ୍କୁ ସୁପାରିଶ କରିଛି ଶ୍ରୀମନ୍ଦିର ପରିଚାଳନା କମିଟି। ଏବେ ରାଜ୍ୟ ସରକାରଙ୍କ ନିଷ୍ପତ୍ତିକୁ ଅପେକ୍ଷା ରହିଛି।
୧୪ରେ ରତ୍ନଭଣ୍ଡାର ଖୋଲିବା ପ୍ରାୟତଃ ସ୍ପଷ୍ଟ କଲେ ଆଇନ ମନ୍ତ୍ରୀ । ରତ୍ନଭଣ୍ଡାର ଯାଞ୍ଚ କମିଟିର ସୁପାରିଶକୁ ମୋହର ମାରିଛି ପରିଚାଳନା କମିଟି । ପରିଚାଳନା କମିଟିର ସୁପାରିଶ ଆଜି ପହଞ୍ଚିବା ପରେ ଯାଞ୍ଚ କରାଯିବ ।
୧୪ ତାରିଖରେ ରତ୍ନଭଣ୍ଡାର ଖୋଲିବାକୁ ରାଜ୍ୟ ସରକାରଙ୍କୁ ପ୍ରସ୍ତାବ ଦେଲା ଶ୍ରୀମନ୍ଦିର ପରିଚାଳନା କମିଟି । ହାଇଲେବୁଲ କମିଟି ଦେଇଥିବା ପ୍ରସ୍ତାବକୁ ପରିଚାଳନା କମିଟିର ମଂଜୁରୀ ।
ବିଶ୍ବସ୍ତ ସୂତ୍ରରୁ ମିଳିଥିବା ସୂଚନା ଅନୁସାରେ ରତ୍ନଭଣ୍ଡାର ଭିତରକୁ ମୋବାଇଲ ନେବା ମନା। ପୂରା ଗଣତି, ମଣତି ପ୍ରକ୍ରିୟାର ଭିଡିଓଗ୍ରାଫି ହେବ। ରତ୍ନ ଭଣ୍ଡାର ତଦାରଖ କମିଟି ସଦସ୍ୟ, ମ୍ୟାନେଜମେଣ୍ଟ ସଦସ୍ୟ, ରତ୍ନଭଣ୍ଡାର ଦାୟିତ୍ବରେ ସେବାୟତ ଇନ୍ ଚାର୍ଜ, ଜିଲ୍ଲାପାଳ, ADM ଭିତରକୁ ଯିବେ।
ଆଜି ବସୁଛି ଶ୍ରୀମନ୍ଦିର ପରିଚାଳନା କମିଟିର ଗୁରୁତ୍ୱପୂର୍ଣ୍ଣ ବୈଠକ । ରତ୍ନଭଣ୍ଡାର ଖୋଲାଯିବା ସଂପର୍କରେ ହେବ ବିସ୍ତୃତ ଆଲୋଚନା ।
ରତ୍ନଭଣ୍ଡାର ଉତ୍କଣ୍ଠାର ଘଟିବ ଅବସାନ। ଏଇ ୧୪ ତାରିଖ, ବାହୁଡ଼ା ଯାତ୍ରାର ଠିକ୍ ପୂର୍ବଦିନ। ଖୋଲିପାରେ ମହାପ୍ରଭୁ ଜଗନ୍ନାଥଙ୍କ ଅଳଙ୍କାର ଘର।
୧୪ରେ ଖୋଲିପାରେ ଶ୍ରୀମନ୍ଦିର ରତ୍ନଭଣ୍ଡାର । ଏହି ସୂଚନା ଦେଇଛନ୍ତି ରତ୍ନଭଣ୍ଡାର ତଦାରଖ କମିଟି ଅଧ୍ୟକ୍ଷ ଜଷ୍ଟିସ ବିଶ୍ୱନାଥ ରଥ ।
୧୪ରେ ଖୋଲିପାରେ ଶ୍ରୀମନ୍ଦିର ରତ୍ନଭଣ୍ଡାର । ଏହି ସୂଚନା ଦେଇଛନ୍ତି ରତ୍ନଭଣ୍ଡାର ତଦାରଖ କମିଟି ଅଧ୍ୟକ୍ଷ ଜଷ୍ଟିସ ବିଶ୍ୱନାଥ ରଥ । ଆଜି କମିଟିର ଦ୍ୱିତୀୟ ବୈଠକ ବସିଥିଲା ।
କୋଟି କୋଟି ଜଗନ୍ନାଥପ୍ରେମୀଙ୍କ ପାଇଁ ଘଟିପାରେ ଦୀର୍ଘ ବର୍ଷ ପ୍ରତୀକ୍ଷାର ଅନ୍ତ । ଶ୍ରୀମନ୍ଦିର ରତ୍ନଭଣ୍ଡାର ଖୋଲିବା ନେଇ ଆଜି ହୋଇପାରେ ବଡ଼ ନିଷ୍ପତ୍ତି।
ରତ୍ନବେଦୀ ଛାଡ଼ି ଜନ୍ମବେଦୀ ଅଭିମୁଖେ ମହାପ୍ରଭୁ। ଏବେ ସମସ୍ତଙ୍କ ମୁହଁରେ ଗୋଟିଏ କଥା, କେଉଁ ଦିନ ଖୋଲିବ ଶ୍ରୀମନ୍ଦିର ରତ୍ନଭଣ୍ଡାର ?