• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Tag: Ravenshaw

MP Bhartruhari Mahtab
ଭର୍ତ୍ତୃହରିଙ୍କ ରେଭେନ୍ସା ସମ୍ପାଦକୀୟ; କଡ଼ା ସମାଲୋଚନା କଲା ବିଜେଡି

ବିଜେଡି ବିଧାୟକ ପ୍ରତାପ ଦେବ କହିଛନ୍ତି, କଟକ ସାଂସଦ ଜଣେ ଅଭିଜ୍ଞ ସାଂସଦ। ହେଲେ ରେଭେନ୍ସା ନାମ ପରିବର୍ତ୍ତନର ଯଥାର୍ଥତା ଦର୍ଶାଇ ଯେଉଁ ସଂପାଦକୀୟ ଲେଖିଛନ୍ତି ତାହା ଦୁର୍ଭାଗ୍ୟଜନକ । 

Ravenshaw University
ରେଭେନ୍ସା ତାତି, କ୍ୟାମ୍ପସ୍‌ ଗଣ୍ଡଗୋଳ: ପ୍ରସଙ୍ଗକୁ ହାୱା ଦେଉଛି କି ବିଜେଡି ?

ରେଭେନ୍ସା ବିଶ୍ବବିଦ୍ୟାଳୟ କ୍ୟାମ୍ପସରେ ମଶାଲ ଶୋଭାଯାତ୍ରା ଓ ଗଣ୍ଡଗୋଳ ଘଟଣାରେ ମାଲଗୋଦାମ ପୋଲିସ ବିଧାୟକ ବ୍ୟୋମକେଶଙ୍କ ସମେତ ତିନି ବିଜେଡି ନେତାଙ୍କ ନାଁରେ ମାମଲା ରୁଜୁ କରିଛି।

Thomas Edward Ravenshaw
Special Story: କିଏ ଏହି ରେଭେନ୍ସା ? କାହିଁକି ତାଙ୍କ ନାମରେ ନାମିତ ହୋଇଛି ବିଶ୍ୱବିଦ୍ୟାଳୟ ? ଜାଣନ୍ତୁ...

T.E.Ravenshaw ବା ଟମାସ୍ ଏଡଵାର୍ଡ ରେଭେନ୍ସା । ଯାହାଙ୍କ ପାଇଁ କଟକ ମାଟିରେ ଠିଆ ହୋଇଛି ଓଡ଼ିଶାର ପ୍ରସିଦ୍ଧ ରେଭେନ୍ସା ବିଶ୍ବ ବିଦ୍ୟାଳୟ । 

 Ravenshaw emerges as 1st choice
+2 କଟ୍ ଅଫ୍ ତାଲିକା; ସବୁ ଷ୍ଟ୍ରିମରେ ଆଗରେ ରେଭେନ୍ସା, କାଲିଠୁ ପ୍ରଥମ ପର୍ଯ୍ୟାୟ ନାମଲେଖା

ପ୍ରକାଶ ପାଇଲା ଯୁକ୍ତ ୨ କଟ୍ ଅଫ୍ ତାଲିକା । ବିଜ୍ଞାନରେ ୯୧.୬୭% ସହ କଟକ ରେଭେନ୍ସା ହାଇଅର ସେକେଣ୍ଡାରୀ ସ୍କୁଲ ଆଗରେ ରହିଛି । ଦ୍ୱିତୀୟରେ ୯୦% ସହ ବାଲେଶ୍ୱର ଫକୀର ମୋହନ ହାଇଅର ସେକେଣ୍ଡାରୀ ସ୍କୁଲ୍ ଓ ୮୯% ସହ ବିଜେବି ହାଇଅର୍ ସେକେଣ୍ଡାରୀ ସ୍କୁଲ ତୃତୀୟରେ ରହିଛି ।

Revenshaw University
ପ୍ଲସ-ଟୁ ପାଇଁ ଛାତ୍ରଛାତ୍ରୀଙ୍କ ସବୁଠୁ ଅଧିକ ପସନ୍ଦ ରେଭେନ୍ସା

ସାଇନସରେ 91.67, କମର୍ସରେ 79.20 ଓ ଆର୍ଟସରେ 80 ପ୍ରତିଶତ ଫାଷ୍ଟ କଟ୍ଅଫ୍ ଲିଷ୍ଟ ।

revensha 1
ରେଭେନ୍ସା ସାଇନ୍-ଏ-ଡାଏ : ହଷ୍ଟେଲ୍ ଖାଲି କରୁଛନ୍ତି ଛାତ୍ରଛାତ୍ରୀ

କଟକ : ରେଭେନ୍ସା ବିଶ୍ୱବିଦ୍ୟାଳୟରେ ସାଇନ୍-ଏ-ଡାଏ ଘୋଷଣା ପରେ ହଷ୍ଟେଲ୍ ଖାଲି କରି ଫେରିଯାଉଛନ୍ତି ଛାତ୍ରଛାତ୍ରୀ। ଆଜି ସକାଳ ୧୦ଟା ସୁଦ୍ଧା ହଷ୍ଟେଲ ଖାଲି କରିବାକୁ ଗତକାଲି ନିର୍ଦ୍ଦେଶ ଦେଇଥିଲେ ବିଶ୍ୱବିଦ୍ୟାଳୟ କର୍ତ୍ତୃପକ୍ଷ। ତେଣୁ ଅଧିକାଂଶ ଛାତ୍ରଛାତ୍ରୀ ଆଜି ହଷ୍ଟେଲ୍ ଖାଲି କରିଛନ୍ତି। ତେବେ ଆଜି ମଧ୍ୟ କିଛି ବିଭାଗର ପରୀକ୍ଷା ଥିବାରୁ କର୍ତ୍ତୃପକ୍ଷଙ୍କ ନିଷ୍ପତ୍ତିରେ  ଛାତ୍ରଛାତ୍ରୀ ଅସନ୍ତୋଷ ବ୍ୟକ୍ତ କରିଛନ୍ତି। ସେପଟେ ଏକାଡେମିକ କାଉନସିଲ ଡକାଯାଇ ପରୀକ୍ଷା ସମ୍ପର୍କରେ ନିଷ୍ପତ୍ତି ନିଆଯିବ ବୋଲି ବିଶ୍ୱବିଦ୍ୟାଳୟ ରେଜିଷ୍ଟ୍ରାର […]

reven-
ରେଭେନ୍ସାରେ ଛାତ୍ର ଅଶାନ୍ତି

କଟକ : ରେଭେନ୍ସାରେ ଛାତ୍ର ଅଶାନ୍ତି। ବିଭିନ୍ନ ଦାବିରେ କୁଳପତିଙ୍କ ଅଫିସ ଆଗରେ ଧାରଣା ଦେଇଛନ୍ତି ଛାତ୍ରଛାତ୍ରୀ। ଫି ବୃଦ୍ଧି ପ୍ରତ୍ୟାହାର, ହଷ୍ଟେଲ ଛାଡିବା ନିର୍ଦ୍ଦେଶର ପ୍ରତିବାଦରେ ଛାତ୍ରଛାତ୍ରୀମାନେ ଏହି ଧାରଣା ଦେଇଛନ୍ତି। ହଷ୍ଟେଲ ନବୀକରଣ ପାଇଁ ବିଶ୍ୱବିଦ୍ୟାଳୟ କର୍ତ୍ତୃପକ୍ଷ ଆସନ୍ତା ୨୮ତାରିଖ ସୁଦ୍ଧା ହଷ୍ଟେଲ ଛାଡିବାକୁ ନୋଟିସ୍ ଦେଇଛନ୍ତି। ତେବେ ଏହାକୁ ବିରୋଧ କରିଛନ୍ତି ଛାତ୍ରଛାତ୍ରୀ। ଫଳରେ ବିଶ୍ୱବିଦ୍ୟାଳୟ ପରିସରରେ ଛାତ୍ର ଅଶାନ୍ତି ସୃଷ୍ଟି ହୋଇଛି।