ରବୀନ୍ଦ୍ର ଜାଡେଜା ରାଜନୀତିରେ ଏକ ନୂଆ ଇନିଂସ ଆରମ୍ଭ କରିବାକୁ ଯାଉଛନ୍ତି । ତେବେ ବିଜେପିରେ ତାଙ୍କର ଭୂମିକା କ’ଣ ହେବ ତାହା ଏପର୍ଯ୍ୟନ୍ତ ସ୍ପଷ୍ଟ ହୋଇନାହିଁ ।
ଗତକାଲି ଟି-୨୦ ଫର୍ମାଟରୁ ବିରାଟ କୋହଲି ଓ ରୋହିତ ଶର୍ମାଙ୍କ ଅବସର ପରେ ଆଜି ରବୀନ୍ଦ୍ର ଜାଡେଜା ଅବସର ଘୋଷଣା କରିଛନ୍ତି ।
ଗଣମାଧ୍ୟମକୁ ସାକ୍ଷାତକାର ବେଳେ ଜାଡେଜାଙ୍କ ପିତା ଅନିରୁଦ୍ଧ ସିଂ କହିଥିଲେ, ‘ଏଣିକି ପୁଅ ରବୀନ୍ଦ୍ରଙ୍କ ସହିତ ମୋର ଆଉ କୌଣସି ସମ୍ପର୍କ ନାହିଁ। ତାକୁ କ୍ରିକେଟର କରି ନଥିଲେ ଭଲ ହୋଇଥାଆନ୍ତା’।
କ୍ରିକେଟ ଜଗତର ବେଷ୍ଟ ଅଲରାଉଣ୍ତର ତଥା ଟପ୍ ଫିଲ୍ଡର ରବିନ୍ଦ୍ର ଜାଡେଜା ହାମଷ୍ଟ୍ରିଙ୍ଗ ସମସ୍ୟା ସହ ଲଢ଼େଇ କରୁଛନ୍ତି । ପ୍ରଥମ ଟେଷ୍ଟରେ ଆହତ ହେବା ପରେ ଡାକ୍ତର ତାଙ୍କୁ ବିଶ୍ରାମ ନେବା ପାଇଁ ପରାମର୍ଶ ଦେଇଛନ୍ତି ।
ଜାଡେଜାଙ୍କ ପିଠିରେ ଯନ୍ତ୍ରଣା କାରଣରୁ ସେ ପ୍ଲେଇଙ୍ଗ ଇଲେଭେନ୍ରେ ସ୍ଥାନ ପାଇନାହାନ୍ତି । ଅନ୍ୟପକ୍ଷରେ ଆଜି ଭାରତ ପାଇଁ ଟେଷ୍ଟରେ ଡେବ୍ୟୁ କରିଛନ୍ତି ପ୍ରସିଦ୍ଧ କ୍ରିଷ୍ଣା ।
୫ମ ଥର ପାଇଁ ଆପିଏଲର ତାଜ୍ ପିନ୍ଧିଲା ଶକ୍ତିଶାଳୀ ଚେନ୍ନାଇ ସୁପର କିଙ୍ଗ୍ସ।
ଭାଇରାଲ୍ ଭିଡିଓରେ ଦେଖିବାକୁ ମିଳିଛି, କୌଣସି କଥାକୁ ନେଇ ଉଭୟ ଧୋନି ଓ ଜାଡେଜାଙ୍କ ମଧ୍ୟରେ କଥା କଟାକଟି ହେଉଛି। ମ୍ୟାଚ୍ ସରିବା ପରେ ଉଭୟ ଫେରୁଥିବା ବେଳେ ଏଭଳି କିଛି ଦୃଶ୍ୟ ଦେଖିବାକୁ ମିଳିଥିଲା।
ଟି-୨୦ ବିଶ୍ୱକପ୍ରେ ‘ଏସିଆ କପ୍ ସମସ୍ୟା’କୁ ଖେଳିବ ଟିମ୍ ଇଣ୍ଡିଆ। ଅଷ୍ଟ୍ରେଲିଆରେ ଚୂଡ଼ାନ୍ତ ଏକାଦଶରେ ନ ଥିବେ ଦୁଇ ପ୍ରମୁଖ ଖେଳାଳି - ପେସର୍ ଯଶପ୍ରୀତ ବୁମ୍ରା ଓ ଅଲ୍ରାଉଣ୍ଡର୍ ରବୀନ୍ଦ୍ର ଜାଡ଼େଜା। ଏପରି ସ୍ଥିତିରେ ରୋହିତ ସେନା କ’ଣ ବିଶ୍ୱକପ୍ ଜିତିପାରିବ?
ଟିମ୍ ଇଣ୍ଡିଆକୁ ଲାଗିଛି ବଡ଼ ଝଟ୍କା। ଚଳିତ ଏସିଆ କପ୍ରେ ‘ସୁପର ୪’ ଅଭିଯାନ ଆରମ୍ଭ କରିବା ପୂର୍ବରୁ ଦଳକୁ ଲାଗିଛି ଏହି ଝଟ୍କା। ଦଳରୁ ବାଦ୍ ପଡ଼ିଛନ୍ତି ଅଲ୍ ରାଉଣ୍ଡର ରବୀନ୍ଦ୍ର ଜାଡ଼େଜା।
କ୍ୟାପଟେନ୍ ଭାବେ ରୋହିତ୍ ଶର୍ମା ନିଜର ପ୍ରଥମ ଟେଷ୍ଟରେ ବୃହତ ବିଜୟ ହାସଲ କରିଛନ୍ତି । ରବୀନ୍ଦ୍ର ଜାଡେଜାଙ୍କ ଅଲରାଉଣ୍ଡ ପ୍ରଦର୍ଶନ ଦଳକୁ ବୃହତ ବିଜୟ ଦେବାରେ ବଡ଼ ଭୂମିକା ଗ୍ରହଣ କରିଛି ।
ନ୍ୟୁଜିଲ୍ୟାଣ୍ଡ୍-ଆଫଗାନିସ୍ତାନ ମଧ୍ୟରେ ହେବାକୁ ଥିବା ଏହି ମ୍ୟାଚ୍ର ରେଜଲ୍ଟ ଉପରେ ନିର୍ଭର କରିବ ଟିମ୍ ଇଣ୍ଡିଆର ଭାଗ୍ୟ। ଯଦି ଆଜିର ମ୍ୟାଚ୍ରେ ଆଫଗାନିସ୍ତାନ ଜିତେ ଏବଂ ଆସନ୍ତାକାଲି ହେବାକୁ ଥିବା ମ୍ୟାଚ୍ରେ ଭାରତ ନାମିବିଆକୁ ହରାଇଲେ ଭାରତ ସେମିଫାଇନାଲ୍କୁ ଯିବାର ରାସ୍ତା ସଫା ହୋଇ ଯିବ।
ନୂଆଦିଲ୍ଲୀ: ବିଶ୍ୱ ଟେଷ୍ଟ ଚାମ୍ପିଅନସିପ୍ ଫାଇନାଲ୍ ମ୍ୟାଚରେ ଟିମ୍ ଇଣ୍ଡିଆ ପିନ୍ଧିବ ନୂଆ ଜର୍ସି। ଯାହାର ଫଟୋ ଏବେ ସୋସିଆଲ ମିଡିଆରେ ଭାଇରାଲ ହେବାରେ ଲାଗିଛି । ଏହାକୁ ଭାରତୀୟ କ୍ରିକେଟ୍ ଦଳର ଅଲରାଉଣ୍ଡର ରବିନ୍ଦ୍ର ଜାଡେଜା ସେୟାର କରିଛନ୍ତି ।…