ଡିଫେଣ୍ଡିଂ ଚାମ୍ପିୟନ କୋଲକାତା ନାଇଟ ରାଇଡର୍ସକୁ ୭ ୱିକେଟରେ ପରାସ୍ତ କରି ବିଜୟୀ ହୋଇଛି ଆରସିବି। ପ୍ରଥମେ ବ୍ୟାଟିଂ କରିଥିବା କୋଲକାତା ୨୦ ଓଭରରେ ୮ ୱିକେଟ ବିନିମୟରେ ୧୭୪ ରନ କରିଥିଲା। ଜବାବରେ ବିରାଟ କୋହଲି ଓ ଫିଲ ସଲ୍ଟଙ୍କ ଅର୍ଦ୍ଧଶତକ ବଳରେ ଆରସିବି ୧୬.୨ ଓଭରେ ୩ ୱିକେଟ ହରାଇ ୧୭୭ ରନ କରି ମ୍ୟାଚକୁ ଜିତି ନେଇଥିଲା।
ଆଜିଠୁ ଆରମ୍ଭ ହେବ ଆଇପିଏଲ୍ ମହାସମର । ଆଜି ଉଦ୍ଘାଟନୀ ମ୍ୟାଚ୍ରେ ଡିଫେଣ୍ଡିଂ ଚାମ୍ପିଅନ କୋଲକାତା ନାଇଟ ରାଇଡର୍ସକୁ ଭେଟିବ ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ । ଐତିହାସିକ ଇଡେନ ଗାର୍ଡେନରେ ଖେଳାଯିବ ଉଦ୍ଘାଟନୀ ମୁକାବିଲା ।
ଆରସିବି ଓ କେକେଆର୍ ମ୍ୟାଚ୍ ପୂର୍ବରୁ ବେଶ କଳ୍ପନା ଜଳ୍ପନା ଚାଲିଥିଲା କୋହଲି ଓ ଗମ୍ଭୀରଙ୍କୁ ନେଇ। କିନ୍ତୁ କାଲିର ମ୍ୟାଚ୍ରେ ଚିତ୍ର କିଛି ଅଲଗା ଥିଲା। ମ୍ୟାଚ୍ ଆରମ୍ଭରୁ ହିଁ ପରସ୍ପରଙ୍କୁ ଆଲିଙ୍ଗନ କରିଥିଲେ।
ବେଙ୍ଗାଲୁରୁର ଚିନ୍ନାସ୍ୱାମୀ ଷ୍ଟାଡିୟମରେ ଖେଳାଯାଇଥିବା ଆଇପିଏଲ ମ୍ୟାଚରେ ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁକୁ ୭ ଓ୍ବିକେଟରେ ପରାସ୍ତ କରିଛି କୋଲକାତା ନାଇଟ ରାଇଡର୍ସ ।