• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Tag: Reaches India

2 Cases Of Omicron COVID-19 Variant Found In Karnataka
ଭାରତ ଛୁଇଁଲା ଓମ୍ରିକନ, ୨ ଚିହ୍ନଟ

କୋଭିଡର ନୂଆ ଭ୍ୟାରିଆଣ୍ଟ ଓମିକ୍ରନରେ ଭାରତରୁ ୨ ଆକ୍ରାନ୍ତ ଚିହ୍ନଟ । କର୍ଣ୍ଣାଟକରେ ୨ ଓମିକ୍ରନ ଆକ୍ରାନ୍ତ ଚିହ୍ନଟ ହୋଇଥିବା କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରାଳୟର ସୂଚନା । ଆକ୍ରାନ୍ତ ୨ ଜଣ ପୁରୁଷ ଏବଂ ବୟସ ଯଥାକ୍ରମେ ୬୬ ଓ ୪୬ ବର୍ଷ ।