ସ୍ୱାମୀ ତାଙ୍କର କୋମାରେ ଅଛନ୍ତି। ନିଶ୍ଚୟ ବଞ୍ଚିବେ। ସେଥିପାଇଁ ପତ୍ନୀ ସ୍ୱାମୀଙ୍କ ମୃତ ଶରୀରକୁ ସାଇତି ରଖିଛନ୍ତି ଏବଂ ଗଙ୍ଗାଜଳ ଛିଞ୍ଚୁଛନ୍ତି। ଦିନେ ନୁହେଁ କି ୨ ଦିନ ନୁହେଁ, ଦୀର୍ଘ ୧୮ ମାସ କାଳ ଏମିତି ସାଇତି ରଖିଛନ୍ତି ସ୍ୱାମୀଙ୍କ ଶବକୁ। ଏମିତି ଆଶ୍ଚର୍ଯ୍ୟ କରିଦେବା ପରି ଖବର ଆସିଛି କାନପୁରରୁ।