କୋଭିଡ୍ କଟକଣା ମଧ୍ୟରେ ସମସ୍ତ ଧର୍ମାନୁଷ୍ଠାନ ଖୋଲିବାକୁ ନିଷ୍ପତ୍ତି ହୋଇଛି ।
କୋଭିଡ୍ ସଂକ୍ରମଣ ବଢ଼ି ବଢ଼ି ଚାଲିଥିବା ବେଳେ କଟକଣା କଡ଼ାକଡ଼ି କରିଛି ଗଞ୍ଜାମ ଜିଲ୍ଲା ପ୍ରଶାସନ.. କାଲିଠାରୁ ଜିଲ୍ଲାର ସବୁ ଧର୍ମାନୁଷ୍ଠାନ ବନ୍ଦ.
ରାଜ୍ୟରେ ଓମିକ୍ରନ୍ ଆକ୍ରାନ୍ତଙ୍କ ସଂଖ୍ୟା ଦିନକୁ ଦିନ ବୃଦ୍ଧି ପାଉଥିବାରୁ ସଂକ୍ରମଣକୁ ଦୃଷ୍ଟିରେ ରଖି ଭୁବନେଶ୍ୱର ମହାନଗର ନିଗମ ଅଧୀନରେ ଥିବା ସବୁ ଧର୍ମାନୁଷ୍ଠାନ ୩ ଦିନ ବନ୍ଦ ରହିବ।