ରେପୋ ରେଟ୍ ୦.୫୦% ବଢ଼ାଇବା ଲାଗି ନିଷ୍ପତ୍ତି ନିଆଯାଇଛି। ରେପୋ ରେଟ୍ ବୃଦ୍ଧି ଯୋଗୁ EMI ଓ ଋଣ ମହଙ୍ଗା ହେବ ବୋଲି ସୂଚନା ମିଳିଛି।
ମାତ୍ର ୫ ସପ୍ତାହ ବ୍ୟବଧାନରେ ରେପୋ ରେଟ୍ ବୃଦ୍ଧି । ପୁଣି ୫୦ ବେସିସ ପଏଣ୍ଟ ବଢ଼ାଇଲା RBI । ୨୦୧୪ ପରେ ସବୁଠୁ ଅଧିକ ବଢ଼ିଲା ରେପୋ ରେଟ୍ ।
ରିଜର୍ଭ ବ୍ୟାଙ୍କ୍ ଅଫ୍ ଇଣ୍ଡିଆ(RBI) ପକ୍ଷରୁ ରେପୋ ରେଟ୍ ୫୦ ବେସିସ୍ ପଏଣ୍ଟ ବୃଦ୍ଧି କରାଯାଇଛି। ୫ ସପ୍ତାହ ମଧ୍ୟରେ ରେପୋ ରେଟ୍ ୨ଥର ବୃଦ୍ଧି ପାଇଛି।
ବଢିବ ସୁଧ ହାର ଅର୍ଥାତ ଇଏମ୍ଆଇ ବଢିବାକୁ ଯାଉଛି । କାହିଁକି ନା ୦.୪ରୁ ୦.୫ ପ୍ରତିଶତ ପର୍ଯ୍ୟନ୍ତ ସୁଧ ବଢାଇ ପାରନ୍ତି ବ୍ୟାଙ୍କ । ଗତକାଲି ରିଜର୍ଭ ବ୍ୟାଙ୍କ ରେପୋ ରେଟ୍କୁ ୦.୪ ପ୍ରତିଶତ ବା ୪୦ ବେସିସ ପଏଣ୍ଟ ବଢାଇବା ପରେ ଋଣ ଉପରେ ସୁଧହାର ବଢିବା ନିଶ୍ଚିତ ହୋଇଯାଇଛି ।
RBI ରେପୋରେଟ୍ ବଢାଇବା ପରେ ସେନ୍ସେକ୍ସରେ ଉତ୍ସାହଜନକ ଭାବେ ବୃଦ୍ଧି ଘଟିଛି । ସେହିପରି କ୍ୟାସ ରିଜର୍ଭ ରେସିଓ ୫୦ ବେସିସ୍ ପଏଣ୍ଟକୁ ବୃଦ୍ଧି ପାଇଛି । ରିଜର୍ଭ ବ୍ୟାଙ୍କର ଏହି ଘୋଷଣା ପରେ ଲୋକଙ୍କ ଉପରେ ଏବେ ଇଏମ୍ଆଇର ବୋଝ ବଢ଼ିପାରେ ।
ମାର୍କେଟ୍କୁ ସର୍ପ୍ରାଇଜ୍ ଦେଲା ରିଜର୍ଭ ବ୍ୟାଙ୍କ ଅଫ୍ ଇଣ୍ଡିଆ(RBI)। ଆଜି ଘୋଷିତ ହୋଇଥିବା ମୁଦ୍ରାନୀତିରେ ରେପୋ ରେଟ୍ ଓ ରିଭର୍ସ ରେପୋ ରେଟ୍କୁ ଅପରିବର୍ତ୍ତିତ ରଖାଯାଇଛି।