• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Tag: Republic Day

Modi - Macron
ଏଥର ସାଧାରଣତନ୍ତ୍ର ଦିବସରେ ମୁଖ୍ୟ ଅତିଥି ଇମାନୁଏଲ ମାକ୍ରନ୍

ରାଜସ୍ଥାନର ସର୍ବପୁରାତନ ତଥା ୨୫୦ ବର୍ଷ ପୂର୍ବର ଜାନକୀଲା- ମୋହନଲାଲ୍ ଦୋକାନ ବୁଲି କିଛି ସାମଗ୍ରୀ କିଣିବେ।

Republic Day Delhi
ସାଧାରଣତନ୍ତ୍ର ଦିବସ ପାଇଁ ଶେଷ ପର୍ଯ୍ୟାୟରେ ପ୍ରସ୍ତୁତି...କଡ଼ା ସୁରକ୍ଷା ବଳୟରେ ରାଜଧାନୀ ଦିଲ୍ଲୀ

ପ୍ରଥମ ଥର ପାଇଁ ରିପବ୍ଲିକ୍ ଡେ ପରେଡରେ ଭାଗ ନେବେ ଦିଲ୍ଲୀ ପୋଲିସର ମହିଳା ପରେଡ୍ ଓ ବ୍ୟାଣ୍ଡ୍ କଣ୍ଟିଞ୍ଜେଣ୍ଟର । ଅଲ୍-ୱିମେନ୍ କଣ୍ଟିଞ୍ଜେଣ୍ଟର ନେତୃତ୍ବ ନେବେ ଆଇପିଏସ୍ ଶ୍ବେତା କେ. ସୁଗଠନ ।

President’s Medal
ସାଧାରଣତନ୍ତ୍ର ଦିବସ: ଓଡ଼ିଶାର ୧୫ ଜଣଙ୍କୁ ସାହସିକତା ପୁରସ୍କାର, ୨ଜଣଙ୍କୁ ରାଷ୍ଟ୍ରପତି ପଦକ

ଓଡ଼ିଶାରୁ ଗୃହ ବିଭାଗ ସଚିବ ସନ୍ତୋଷ ବାଲା ଓ କନଷ୍ଟେବଲ ସଂଯୁକ୍ତା ପଟ୍ଟନାୟକ ପାଇବେ ରାଷ୍ଟ୍ରପତି ପଦକ ।

Republic Day 2024
ଗଣତନ୍ତ୍ର ଦିବସରେ ସ୍ଥାନ ପାଇବ ଓଡ଼ିଶା ପ୍ରଜ୍ଞାପନ ମେଢ଼

୧୬ଟି ରାଜ୍ୟ ଓ କେନ୍ଦ୍ର ଶାସିତ ଅଞ୍ଚଳର ମଡେଲ ଚୂଡ଼ାନ୍ତ ନେଇ ଚିଠି । ମଡେଲ ମନୋନୀତ ସହ ଏ ସଂପର୍କୀତ ଗାଇଡଲାଇନ ନେଇ ଚିଠିରେ ଉଲ୍ଲେଖ ରହିଛି ।

Odisha Tableau
କର୍ତ୍ତବ୍ୟପଥରେ ଦେଖିବାକୁ ମିଳିପାରେ ଓଡ଼ିଆ କଳା ଓ ସଂସ୍କୃତିର ଝଲକ

ସାଧାରଣତନ୍ତ୍ର ଦିବସ ପରେଡରେ ବିଭିନ୍ନ ରାଜ୍ୟରୁ ପ୍ରଜ୍ଞାପନ ମେଢ଼ ସ୍ଥାନ ପାଇବାକୁ ଥିବା ବେଳେ, ଓଡ଼ିଶାରୁ ଏନେଇ ଏକ ସୁନ୍ଦର ଡିଜାଇନ୍ ପଠାଇଛନ୍ତି ଶିଳ୍ପୀ କୀର୍ତ୍ତି କିଶୋର ମହାରଣା ।

Emmanuel Macron
୨୦୨୪ ଗଣତନ୍ତ୍ର ଦିବସର ମୁଖ୍ୟ ଅତିଥି ହେବେ ଫ୍ରାନ୍ସ ରାଷ୍ଟ୍ରପତି ଇମାନୁଏଲ୍ ମାକ୍ରନ୍

ସୋସିଆଲ ମିଡିଆରେ ମୋଦିଙ୍କୁ ପ୍ରିୟ ବନ୍ଧୁ ବୋଲି ସମ୍ବୋଧନ କରିଛନ୍ତି ମାକ୍ରନ୍ ।

US President Joe Biden May Chief Guest For Republic Day 2024
ଆସନ୍ତା ସାଧାରଣତନ୍ତ୍ର ଦିବସରେ ମୁଖ୍ୟ ଅତିଥି ହେବେ ଆମେରିକା ରାଷ୍ଟ୍ରପତି !

ଆସନ୍ତା ସାଧାରଣତନ୍ତ୍ର ଦିବସରେ ଭାରତର ମୁଖ୍ୟ ଅତିଥି ହୋଇପାରନ୍ତି ଆମେରିକା ରାଷ୍ଟ୍ରପତି ଜୋ ବାଇଡେନ୍।

Republic Day
କର୍ତ୍ତବ୍ୟପଥରୁ ବିଶ୍ୱ ଦେଖିଲା ସର୍ବବୃହତ ଗଣତନ୍ତ୍ରର ଗାରିମା, ଫୋକସ୍‌ରେ ନାରୀଶକ୍ତି-ଆତ୍ମନିର୍ଭର ଭାରତ

ଶକ୍ତି ଓ ଶୌର୍ଯ୍ୟର ନୂଆ ଇତିହାସ ଦେଖିଲା ୭୪ତମ ଗଣତନ୍ତ୍ର ଦିବସ । ଓଡ଼ିଆ ମହାମହିମଙ୍କ ଆଗରେ ଜଲଓ୍ୱା ଦେଖାଇଲେ ବହୁ ଓଡ଼ିଆ ପ୍ରତିଭା ।

Odisha Police
କର୍ମକ୍ଷେତ୍ରରେ ଉଲ୍ଲେଖନୟ ସଫଳତା ପାଇଁ ରାଜ୍ୟର ୩୪ ପୋଲିସ ସମ୍ମାନିତ

୭ଟି କାଟାଗୋରୀରେ ୨୦ ଜଣଙ୍କୁ ରାଜ୍ୟପାଳ ମେଡାଲ ମଧ୍ୟ ପ୍ରଦାନ ।

ପୁରୀ ସମୁଦ୍ର କୂଳରେ ଶିଳ୍ପୀ ସୁଦର୍ଶନ ପଟ୍ଟନାୟକଙ୍କ ବାଲୁକାକଳା
ଦେଶ ପାଳୁଛି ୭୪ ତମ ସାଧାରଣତନ୍ତ୍ର ଦିବସ...ବାଲୁକା କଳାରେ ଦେଖିବା କିଛି ଝଲକ୍...

ପୁରୀ ସମୁଦ୍ର କୂଳରେ ବାଲୁକା ଶିଳ୍ପୀ ସୁଦର୍ଶନ ପଟ୍ଟନାୟକ ତାଙ୍କ ବାଲୁକା କଳା ମାଧ୍ୟମରେ ଦେଖାଇଛନ୍ତି ଦେଶପ୍ରୀତିର ଝଲକ୍ ।

Republic Day Celebration In Bhubaneswar
ଭୁବନେଶ୍ୱରରେ ରାଜ୍ୟ ସ୍ତରୀୟ ସାଧାରଣତନ୍ତ୍ର ଦିବସ ପାଳିତ

ରାଜଧାନୀ ଭୁବନେଶ୍ୱରରେ ପାଳିତ ହୋଇଛି ରାଜ୍ୟ ସ୍ତରୀୟ ସାଧାରଣତନ୍ତ୍ର ଦିବସ। ରାଜ୍ୟପାଳ ପ୍ରଫେସର ଗଣେଣୀ ଲାଲ୍ ମହାତ୍ମା ଗାନ୍ଧି ମାର୍ଗରେ ପତାକା ଉତ୍ତୋଳନ କରିଛନ୍ତି। 

President Droupadi Murmu Addresses Nation On Eve Of Republic Day
‘ବିଜ୍ଞାନ କ୍ଷେତ୍ରରେ ଭାରତ ପାରଦର୍ଶୀ ହୋଇଥିବା ବେଳେ ସଶକ୍ତ ହୋଇଛନ୍ତି ମହିଳା’

ରାଷ୍ଟ୍ରପତି ତାଙ୍କ ଅଭିଭାଷଣରେ କହିଛନ୍ତି ଯେ, ‘ଭାରତ ଏବେ ବିଶ୍ୱରେ ଏକ ଆତ୍ମବିଶ୍ୱାସଭରା ରାଷ୍ଟ୍ରରେ ପରିଣତ ହୋଇଛି। ଏବେ ବିଶ୍ୱର ପଞ୍ଚମ ବୃହତ୍ତମ ଅର୍ଥନୀତି ହୋଇପାରିଛି ଭାରତ।’

74th Republic Day Today
ଦେଶ ପାଳୁଛି ୭୪ ତମ ସାଧାରଣତନ୍ତ୍ର ଦିବସ, ବାଲୁକା କଳାରେ ‘I Love My India’ ଲେଖି ଶୁଭେଚ୍ଛା...

୧୯୫୦ ମସିହା ଆଜିର ଦିନରେ ଆମ ଦେଶ ମହାନ ଭାରତ ବର୍ଷ ନିଜର ସମ୍ବିଧାନ ପ୍ରଣୟନ କରିଥିଲା। ଏହି ଦିନକୁ ମନେ ପକାଇ ସାରା ଦେଶ ଆଜି ୭୪ ତମ ସାଧାରଣତନ୍ତ୍ର ଦିବସ ପାଳୁଛି। 

Why 26 january chosen to implement the constitution
Republic Day: ସମ୍ବିଧାନ କାର୍ଯ୍ୟକାରୀ ପାଇଁ ଜାନୁଆରୀ ୨୬କୁ କାହିଁକି ବଛାଗଲା

ପ୍ରତ୍ୟେକ ଥର ଗଣତନ୍ତ୍ର ଦିବସ ଆସେ ଆଉ ଏହାକୁ ପାଳନ ମଧ୍ୟ କରାଯାଏ। ଏହାରି ଭିତରେ ଅନେକଙ୍କ ମନରେ ଏମିତି ପ୍ରଶ୍ନ ମଧ୍ୟ ଉଙ୍କିମାରେ ଯେ କେବଳ ୨୬ ଜାନୁଆରୀକୁ କାହିଁକି ଗଣତନ୍ତ୍ର ଦିବସ ପାଳନ ଭାବେ କରାଯାଏ। ଯଦି ଆପଣଙ୍କ ମନରେ ଏମିତି କିଛି ପ୍ରଶ୍ନ ଆସୁଛି ତେବେ ଜାଣି ନିଅନ୍ତୁ…

Freedom Fighter
ଓଡ଼ିଶାର ବିରଳ ଗାଁ, ସ୍ୱାଧୀନତା ସଂଗ୍ରାମରେ ସାମିଲ ହୋଇଥିଲେ ଏଇ ଗାଁର ଆବାଳବୃଦ୍ଧବନିତା

ନୃଶଂସ ଫିରିଙ୍ଗିଙ୍କ ଅକଥନୀୟ ଅତ୍ୟାଚାର କଷଣ ଯୋଗୁଁ କିଏ ଅନ୍ଧ ପାଲଟିଗଲା, ପୁଣି କିଏ ପାଗଳ ହୋଇଗଲା ତ ପୁଣି କିଏ ନିଖୋଜ ।

Jhumar Dancer In Delhi From Odisha
ଓଡ଼ିଆ ଝିଅଙ୍କ ଝୁମର ନୃତ୍ୟରେ ଝୁମିବ କର୍ତ୍ତବ୍ୟପଥ, ଶୁଣନ୍ତୁ କ’ଣ କହୁଛନ୍ତି କଳାକାର...

ଏଥର ୭୪ତମ ସାଧାରଣତନ୍ତ୍ର ଦିବସ ପରେଡରେ ବିଶ୍ୱ ଦେଖିବ ଭାରତର ସ୍ୱଦେଶୀ ଶକ୍ତିର ଝଲକ୍ । ପରେଡରେ ଭାରତୀୟ ସ୍ଥଳସେନା ପ୍ରଦର୍ଶନ କରିବ କେବଳ ମେଡ୍ ଇନ୍ ଇଣ୍ଡିଆ ଅସ୍ତ୍ରଶସ୍ତ୍ର ।

Republic Day
ଏଥର ସାଧାରଣତନ୍ତ୍ର ଦିବସରେ ବିଶ୍ୱ ଦେଖିବ ଭାରତର ସ୍ୱଦେଶୀ ଶକ୍ତି

ପରେଡରେ କେବଳ ସ୍ୱଦେଶୀ ଅସ୍ତ୍ରଶସ୍ତ୍ର ସାମିଲ କରିବ ସ୍ଥଳସେନା । ପ୍ରତିରକ୍ଷା କ୍ଷେତ୍ରରେ ଆତ୍ମନିର୍ଭର ଭାରତର ହେବ ପ୍ରତିଫଳନ ।

Full dress rehearsal
ବିଶ୍ୱ ଦେଖିବ ଭାରତର ଶକ୍ତି ଓ ସାମର୍ଥ୍ୟ : ପ୍ରସ୍ତୁତ ରହିଛି ନୂଆଦିଲ୍ଲୀର କର୍ତ୍ତବ୍ୟପଥ

ବୀରତ୍ୱ ଓ ଶୌର୍ଯ୍ୟର ପ୍ରଦର୍ଶନ କରିବ ସେନା । ଆଉ ଗୋଟିଏ ଦିନ ପରେ ୭୪ତମ ସାଧାରଣତନ୍ତ୍ର ଦିବସ ।

Farmer Protest
ଧାନବସ୍ତା ରଖି ଗଣତନ୍ତ୍ର ଦିବସ ପାଳିଲେ ଚାଷୀ

ମଣ୍ଡିରୁ ଧାନ ନଉଠିବା ନେଇ ରାଜ୍ୟବ୍ୟାପୀ ତେଜିବାରେ ଲାଗିଛି ଚାଷୀ ଆନ୍ଦୋଳନ।

Republic Day Special
ଦିଲ୍ଲୀ ରାଜପଥରୁ ଭାରତର ଶୌର୍ଯ୍ୟ ଓ ସାମର୍ଥ୍ୟ ଦେଖିଲା ସାରା ବିଶ୍ୱ

ରାଷ୍ଟ୍ରପତି ରାମନାଥ କୋବିନ୍ଦ ଜାତୀୟ ପତାକା ଉତ୍ତୋଳନ ସହ ସମ୍ମିଳିତ ପରେଡ୍‌ରେ ଅଭିବାଦନ ଗ୍ରହଣ କରିଥିବା ବେଳେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମଧ୍ୟ ସମାରୋହରେ ଯୋଗ ଦେଇଥିଲେ ।

Flag Hoisting
ସ୍କୁଲ୍‌ରେ ପତାକା ଉତ୍ତୋଳନ ବେଳେ ଅଘଟଣ: ପାଇପ୍‌ରେ ଚାର୍ଜ ହୋଇଗଲା କରେଣ୍ଟ, ତା’ପରେ...

ସାରା ଦେଶ ଆଜି ସାଧାରଣତନ୍ତ୍ର ଦିବସ ପାଳନ କରୁଥିବା ବେଳେ ତେବେ ବିହାରରୁ ଏକ ଦୁଃଖଦ ଖବର ଆସିଛି। ବିହାରର ବକ୍ସର ଜିଲ୍ଲାରେ ଜାତୀୟ ପତାକା ଉତ୍ତୋଳନ ବେଳେ ଏକ ବଡ଼ ଅଘଟଣ ଘଟିଛି। ବିଦ୍ୟୁତ୍‌ ସଂସ୍ପର୍ଶରେ ଜଣେ ସ୍କୁଲ୍‌ ଛାତ୍ରଙ୍କ ମୃତ୍ୟୁ ଘଟିଛି।

Republic Day
ରାଜ୍ୟର ବିଭିନ୍ନ ସ୍ଥାନରେ ସାଧାରଣତନ୍ତ୍ର ଦିବସ ପାଳିତ

କଟକ ବାରବାଟୀ ଷ୍ଟାଡିୟମରେ ଜିଲ୍ଲା ସ୍ତରୀୟ ସାଧାରଣତନ୍ତ୍ର ଦିବସ ପାଳିତ ହୋଇଛି। ଜଙ୍ଗଲ ଓ ପରିବେଶ ମନ୍ତ୍ରୀ ବିକ୍ରମ କେଶରୀ ଆରୁଖ ମୁଖ୍ୟ ଅତିଥି ଭାବେ ଯୋଗ ଦେଇ ଜାତୀୟ ପତାକା ଉତ୍ତୋଳନ କରିଥିଲେ।

RepublicDay
ରାଜପଥରେ ଶସକ୍ତ ଭାରତର ଝଲକ୍, ରାଷ୍ଟ୍ରପତିଙ୍କ ଦ୍ୱାରା ପତାକା ଉତ୍ତୋଳନ ପରେ ପରେଡ୍ ଆରମ୍ଭ

କୋଭିଡ୍ କଟକଣା ଭିତରେ ଦେଶରେ ପାଳନ ହୋଇଛି ୭୩ତମ ସାଧାରଣତନ୍ତ୍ର ଦିବସ

73rd Republic Day
ରାଜଧାନୀରେ ରାଜ୍ୟସ୍ତରୀୟ ସାଧାରଣତନ୍ତ୍ର ଦିବସ ପାଳନ, ଜାତୀୟ ପତାକା ଉତ୍ତୋଳନ କଲେ ରାଜ୍ୟପାଳ ଗଣେଶୀ ଲାଲ

ରାଜ୍ୟସ୍ତରୀୟ ସାଧାରଣତନ୍ତ୍ର ଦିବସ ସମାରୋହରେ ରାଜ୍ୟପାଳ ଗଣେଶୀ ଲାଲ୍ ଜାତୀୟ ପତାକା ଉତ୍ତୋଳନ କରିଛନ୍ତି

Republic Day full dress rehearsal in Bhubaneswar
ଗଣତନ୍ତ୍ର ଦିବସ ପାଇଁ ଚାଲିଛି ପ୍ରସ୍ତୁତି

ସାଧାରଣତନ୍ତ୍ର ଦିବସର ଅବସରରେ ଭୁବନେଶ୍ୱରେ ଆୟୋଜିତ ହେବାକୁ ଥିବା ରାଜ୍ୟସ୍ତରୀୟ ପରେଡ୍ ଉତ୍ସବ ପାଇଁ ରାଜଧାନୀରେ ଆୟୋଜିତ ହୋଇଛି ଅଭ୍ୟାସ ପରେଡ୍ ।