ଭୁବନେଶ୍ୱର: ଜାନୁଆରୀ ୨୬ ଅର୍ଥାତ୍ ସାଧାରଣତନ୍ତ୍ର ଦିବସ। ଏହି ଦିନ ଟି ସାରା ଦେଶରେ ବହୁତ ଧୁମଧାମରେ ପାଳନ କରାଯାଇଥାଏ। ୧୯୫୦ ମସିହା ଜାନୁଆରୀ ୨୬ ତାରିଖରେ ବ୍ରିଟିଶ ସାମ୍ବିଧାନିକ ବ୍ୟବସ୍ଥାର ଅପସାରଣ ହୋଇ ଭାରତ ଏକ ସାର୍ବଭୌମ ଗଣତାନ୍ତ୍ରିକ ରାଷ୍ଟ୍ରରେ ପରିଣତ ହୋଇଥିଲା କେବଳ ଏହାନୁହେଁ ବରଂ ସେହି ଦିନଠାରୁ ଏକ ଲିଖିତ ସମ୍ବିଧାନ କାର୍ଯ୍ୟକାରୀ ହୋଇଥିଲା। ୧୯୫୦ ମସିହା ଜାନୁଆରୀ ୨୬ରୁ ପ୍ରଥମେ ଗଣତନ୍ତ୍ର ଦିବସ ପାଳନ କରାଯାଇଥିଲା । କିନ୍ତୁ ଏହା ରାଜପଥରେ […]