କୋଭିଡ୍ ପରବର୍ତ୍ତୀ କାଳରେ ବଢ଼ିଚାଲିଥିବା ହୃଦଘାତର କାରଣ ସଂପର୍କରେ ତିନି ଭାରତୀୟ ବୈଜ୍ଞାନିକଙ୍କ ମିଳିତ ଗବେଷଣାରୁ ସାମ୍ନାକୁ ଆସିଛି ଏଭଳି ଚାଞ୍ଚଲ୍ୟକର ତଥ୍ୟ। ବଡ଼ କଥା ହେଉଛି କୋଭିଡ୍ ଓ ହୃଦରୋଗ ସଂପର୍କରେ ଥିବା ଏ ଲିଙ୍କକୁ ସାମ୍ନାକୁ ଆଣିଥିବା ଗବେଷକଙ୍କ ଭିତରେ ଅଛନ୍ତି ଆମେରିକାର ୟୁନିଭର୍ସିଟି ଅଫ୍ ଟେକ୍ସାସରେ କାର୍ଯ୍ୟରତ ଓଡ଼ିଆ ବୈଜ୍ଞାନିକ ଡକ୍ଟର ସରୋଜ କୁମାର ପଣ୍ଡା।
ଆମର ମସ୍ତିଷ୍କ ଏକ ମେମୋରୀ ଚିପ୍ ପରି, ଯେଉଁଥିରେ ଅନଲିମିଟେଡ ଡାଟା ସେଭ ହୋଇପାରିବ । ଏ ସବୁରେ ସାହାଯ୍ୟ କରେ ମସ୍ତିଷ୍କର ବ୍ଲାକ ବକ୍ସ । ଏଇଥି ପାଇଁ ଜୀବନଯାକର ସୁଖଦୁଃଖର ସ୍ମୃତିକୁ ସାଇତି ରଖିବାରେ ସକ୍ଷମ ମଣିଷର ମସ୍ତିଷ୍କ ।