ଦିଲ୍ଲୀ ମୁଖ୍ୟମନ୍ତ୍ରୀ ପଦରୁ ଇସ୍ତଫା ଦେଲେ କେଜରିୱାଲ । ଆତିଶୀ ମର୍ଲେନା ହେବେ ଦିଲ୍ଲୀର ପରବର୍ତ୍ତୀ ମୁଖ୍ୟମନ୍ତ୍ରୀ ।
ରାଜ୍ୟସଭାରୁ ଇସ୍ତଫା ଦେଲେ ସୁଜିତ କୁମାର । ରାଜ୍ୟସଭା ଅଧ୍ୟକ୍ଷଙ୍କ ନିକଟକୁ ଇସ୍ତଫା ପତ୍ର ପଠାଇଲେ ।
ବିଜେଡିରେ ଖୋଲୁଛି ଦଳୀୟ କନ୍ଦଳ। ସମାନ୍ତରାଳ ସଂଗଠନ ପାଇଁ ଦଳ ଛାଡୁଛନ୍ତି ନେତା।ଲ ତେଲକୋଇ ବିଧାୟକ ଦେଲେ ଦଳରୁ ଇସ୍ତଫା.
ବିଜେଡିକୁ ଝଟକା। ଖୋଲୁଛି ଦଳୀୟ କନ୍ଦଳ ଗୁମର। ସମାନ୍ତରାଳ ସଂଗଠନ ପାଇଁ ଦଳ ଛାଡୁଛନ୍ତି ନେତା। ତେଲକୋଇ ବିଧାୟକ ପ୍ରେମାନନ୍ଦ ନାୟକ ଦେଲେ ଦଳରୁ ଇସ୍ତଫା।
ସମର୍ଥକମାନଙ୍କ ଚାପ ଆଗରେ ନରମିଲେ ମୁଖ୍ୟମନ୍ତ୍ରୀ ବୀରେନ ସିଂ ।
ଚେତନ ତାଙ୍କ ଇସ୍ତଫା ପତ୍ରକୁ BCCI ସମ୍ପାଦକ ଜୟ ଶାହାଙ୍କ ନିକଟକୁ ପଠାଇଥିବା ଜଣାପଡ଼ିଛି । ଏକ ଭାଇରାଲ ଭିଡିଓ ପାଇଁ ବିବାଦକୁ ଆସିଥିଲେ ଚେତନ ଶର୍ମା ।
ଇସ୍ତଫା ଦେବେ ବ୍ରିଟେନ୍ ପ୍ରଧାନମନ୍ତ୍ରୀ। ମନ୍ତ୍ରିମଣ୍ଡଳରେ ବିଦ୍ରୋହ ପରେ ପ୍ରଧାନମନ୍ତ୍ରୀ ବୋରିସ ଜନସନ୍ ଇସ୍ତଫା ଦେବାକୁ ରାଜି ହୋଇଯାଇଛନ୍ତି। ଏ ନେଇ ବ୍ରିଟିଶ ଗଣମାଧ୍ୟମରେ ଚର୍ଚ୍ଚା ହେଉଛି।
ମହାଲିଙ୍ଗ ଶିକ୍ଷୟିତ୍ରୀ ମମିତା ମେହେରା ମାମଲାରେ ସହର ମଝିରେ ମନ୍ତ୍ରୀ ଦିବ୍ୟଶଙ୍କରଙ୍କୁ ଇସ୍ତଫା ମାଗିଲେ ଯୁବମୋର୍ଚ୍ଚା କର୍ମୀ..
କଂଗ୍ରେସରୁ ପ୍ରଦୀପ ମାଝୀଙ୍କ ଇସ୍ତଫା ପରେ ସାଙ୍ଘାତିକ ବୟାନ ଦେଲେ ଜୟପୁର ବିଧାୟକ ତାରାପ୍ରସାଦ ବାହିନୀପତି। କହିଲେ, ପ୍ରଦୀପଙ୍କ ଇସ୍ତଫା କଂଗ୍ରେସର କିଛି କ୍ଷତି କରିବନି । କିଛି ସଦସ୍ୟଙ୍କୁ ଦଳ ସସପେଣ୍ଡ କରିବା ପୂର୍ବରୁ ସେମାନେ ଇସ୍ତଫା ଦେଉଛନ୍ତି। ଯଦି ସେମାନେ ଜନସେବା କରୁଥିଲେ ତେବେ ଦଳ ଦୁଇଦୁଇ ଥର ଟିକେଟ୍ ଦେବା ପରେ ହାରିଲେ କାହିଁକି ବୋଲି ପ୍ରଶ୍ନ କରିଛନ୍ତି ତାରା।
ମୟୁରଭଞ୍ଜ ଜିଲ୍ଲାର ୧୧ ତମ ଜିଲ୍ଲା ପରିଷଦ ବୈଠକ ବସିଥିଲା। ଏଥିରେ ବିଭିନ୍ନ ବିଭାଗର ଆଲୋଚନାବେଳେ ଜିଲ୍ଲା ପରିଷଦ ଅଧ୍ୟକ୍ଷା ବୈଠକକୁ ଅଧାରୁ ସ୍ଥଗିତ ରଖିଥିଲେ। ଏହାକୁ ନେଇ ଆରମ୍ଭ ହୋଇଥିଲା ହଟ୍ଟଗୋଳ।