• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Tag: Resume

Odisha Assembly To Resume Today, Opposition To Stall House Over Mamita Meher Murder Case
ଆଜିଠାରୁ ପୁଣି ଆରମ୍ଭ ହେଉଛି ବିଧାନସଭା ।

ଆଜିଠାରୁ ପୁଣି ଆରମ୍ଭ ହେଉଛି ବିଧାନସଭା । ମମିତା ମେହର ପ୍ରସଙ୍ଗକୁ ନେଇ ସରକାରଙ୍କୁ ଘେରିପାରନ୍ତି ବିରୋଧି । ବିଧାନସଭା ୪ ଦିନ ଚାଲିଥିବାବେଳେ ଗୋଟିଏ ଦିନ ବି ଠିକ୍‌ରେ ଚାଲିପାରିନଥିଲା ଗୃହ । ପ୍ରଥମ ଦିନ ପ୍ରବେଶ ପଥରେ ତାଲା ମାରିଥିଲେ । ଦ୍ୱିତୀୟ ଦିନ ବ୍ୟାନର ଓ ପୋଷ୍ଟର ଦେଖାଇଲେ, ତୃତୀୟ ଦିନ ଗୋବର ଓ ଗଙ୍ଗାପାଣି ଛିଞ୍ଚିଥିଲେ ବିରୋଧି ।