• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Tag: Retired Jawan

Retired Jawan
ଖଣ୍ଡା ଓ ମାର୍ତୁଲ ଧରି ଆତଙ୍କ ଖେଳାଇଲେ ଯବାନ; ପୋଲିସ ହେଲା ନାକେଦମ

ଅବସରପ୍ରାପ୍ତ ସେନା କର୍ମଚାରୀଙ୍କ ଉନ୍ମତ୍ତ କାଣ୍ଡ । ହାତରେ ମାରଣାସ୍ତ୍ର ଧରି ସର୍ବସାଧାରଣରେ ଆତଙ୍କ ଖେଳାଇଲେ । ତେବେ ଯବାନ ଜଣକ କାହାକୁ ଆକ୍ରମଣ କରିନଥିଲେ ବରଂ ଅଭିଯୋଗର ଲମ୍ବା ତାଲିକା ଦେଖାଇ ପୋଲିସ ଓ ପ୍ରଶାସନ ଉପରେ ଖୋଲାଖୋଲି ଅସନ୍ତୋଷ ଝାଡିଥିଲେ । ହେଲେ କାହିଁକି ଏମିତି କରୁଥିଲେ ସେ, ଜାଣିବା ଆସନ୍ତୁ ।

Retired jawan
ଖଣ୍ଡା ଓ ମାର୍ତୁଲ ଧରି ଆତଙ୍କ ଖେଳାଇଲେ ଯବାନ; ପୋଲିସ ହେଲା ନାକେଦମ

ଗୋଟିଏ ହାତରେ ଖଣ୍ଡା, ଅନ୍ୟ ହାତରେ ହାତୁଡି । ବିଚ୍ ରାସ୍ତାରେ ଘଂଟା ଘଂଟା ଧରି ଆତଙ୍କ ଖେଳାଇ ଚାଲିଲେ ଜଣେ ଅବସରପ୍ରାପ୍ତ ଯବାନ । ବାଙ୍କୀ କଲେଜ ଛକରୁ କଚେରୀ ଛକ ଯାଏଁ, ମାରଣାସ୍ତ୍ର ଧରିଥିବା ଅବସରପ୍ରାପ୍ତ ଯବାନଙ୍କୁ ଯିଏ ଦେଖୁଥିଲା, ଆତଙ୍କିତ ହୋଇପଡୁଥିଲା ।

Retired jawan
ବୀର ଯବାନଙ୍କୁ ଭବ୍ୟ ସ୍ୱାଗତ...କଂସା ଥାଳିରେ ପାଦ ଧୋଇ ଦେଲେ....କାନ୍ଧରେ ବସାଇ ଖୁବ୍‌ ନାଚିଲେ...

ଏମାନଙ୍କୁ ପାଗଳ କରିଛି ଦେଶପ୍ରେମ। ସେନାରୁ ଅବସର ନେଇ ଫେରିବା ପରେ...ଯବାନଙ୍କୁ ଭବ୍ୟ ସ୍ୱାଗତ କଲେ ଆଦିବାସୀ ଭାଇଭଉଣୀ। କଂସା ଥାଳିରେ ପାଦ ଧୋଇ ଦେଲେ....କାନ୍ଧରେ ଉତ୍ତରୀୟ, ହାତରେ ଫୁଲତୋଡ଼ା ଦେଇ ସ୍ୱାଗତ ପରେ....ଦୁଲୁଦୁଲି ବଜାଇ କାନ୍ଧରେ ବସାଇ ଖୁବ୍‌ ନାଚିଲେ। ଆପଣ ବି ଦେଖନ୍ତୁ ସ୍ୱାଗତ ସମ୍ବର୍ଦ୍ଧନାର ସେଇ ଭବ୍ୟ ଦୃଶ୍ୟ.....

Jawan
ଗାଁ ମାଟିରେ ବୀର ଯବାନଙ୍କୁ ଭବ୍ୟ ସ୍ୱାଗତ; ଢୋଲ ମୃଦଙ୍ଗ ବଜାଇ ପାଛୋଟି ନେଲେ

ଏମାନଙ୍କୁ ପାଗଳ କରିଛି ଦେଶପ୍ରେମ। ସେନାରୁ ଅବସର ନେଇ ଫେରିବା ପରେ ଯବାନଙ୍କୁ ଭବ୍ୟ ସ୍ୱାଗତ କଲେ ଆଦିବାସୀ ଭାଇଭଉଣୀ। କଂସା ଥାଳିରେ ପାଦ ଧୋଇ ଦେଲେ, କାନ୍ଧରେ ଉତ୍ତରୀୟ, ହାତରେ ଫୁଲତୋଡ଼ା ଦେଇ ସ୍ୱାଗତ ପରେ ଦୁଲୁଦୁଲି ବଜାଇ କାନ୍ଧରେ ବସାଇ ଖୁବ୍‌ ନାଚିଲେ। ଆପଣ ବି ଦେଖନ୍ତୁ ସ୍ୱାଗତ ସମ୍ବର୍ଦ୍ଧନାର ସେଇ ଭବ୍ୟ ଦୃଶ୍ୟକୁ..