• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Tag: Rhea Chakraborty

rhea chakraborty
ସୁଶାନ୍ତଙ୍କ ଆତ୍ମହତ୍ୟାର ୧୪ ଦିନ ପରେ ଗର୍ଲଫ୍ରେଣ୍ଡ୍‌ ରିୟା ନେଲେ ଏମିତି ପଦକ୍ଷେପ

ମୁମ୍ବାଇ: ଅଭିନେତା ସୁଶାନ୍ତ ସିଂ ରାଜପୁତ୍‌ଙ୍କ ମୃତ୍ୟୁ ପରେ ବଲିଉଡ୍‌ ଫିଲ୍ମ ଇଣ୍ଡଷ୍ଟ୍ରିରେ ହଇଚଇ ସୃଷ୍ଟି ହୋଇଛି। ସୁଶାନ୍ତଙ୍କ ପରିବାର ଲୋକଙ୍କୁ ନ୍ୟାୟ ପ୍ରଦାନ ଲାଗି ଲୋକମାନେ ଦାବି କରିଛନ୍ତି। ଏହାସହ ଫିଲ୍ମ ଇଣ୍ଡଷ୍ଟ୍ରିରେ ପରିବାରବାଦକୁ ନେଇ ମଧ୍ୟ ବଡ଼ ବଡ଼ ସେଲିବ୍ରିଟି ମାନଙ୍କୁ ଲୋକମାନେ ଟାର୍ଗେଟ୍ କରିଛନ୍ତି। ସେମାନଙ୍କୁ ସୋଶାଲ୍‌ ମିଡିଆରେ ଟ୍ରୋଲ୍‌ କରିବାଠୁ ଆରମ୍ଭ କରି ‌ସେମାନଙ୍କ ବିରୋଧରେ ସ୍ୱର ମଧ୍ୟ ଉଠାଇଛନ୍ତି। ଏସବୁ ଘଟଣାକୁ ନେଇ ବଲିଉଡ୍‌ର କିଛି ପ୍ରମୁଖ କଳାକାର ମାନେ […]

sushant singh
ସୁଶାନ୍ତଙ୍କ ଗର୍ଲଫ୍ରେଣ୍ଡ୍‌ ରିୟାଙ୍କ ପାଇଁ ବଢ଼ିଲା ଅଡ଼ୁଆ

ମୁମ୍ବାଇ: ଅଭିନେତା ସୁଶାନ୍ତ ସିଂ ରାଜପୁତ୍‌ଙ୍କ ଆତ୍ମହତ୍ୟା ଘଟଣା ପାଇଁ ବଲିଉଡ୍‌ ଇଣ୍ଡଷ୍ଟ୍ରିର ବଡ଼ ବଡ଼ ସେଲେବ୍ରିଟି ଓ ପ୍ରଡକ୍ସନ କମ୍ପାନୀଙ୍କୁ ଏଥିପାଇଁ ଦାୟୀ କରିଛନ୍ତି ସୁଶାନ୍ତଙ୍କ ଫ୍ୟାନ୍ସମାନେ। ସୁଶାନ୍ତଙ୍କ ଆତ୍ମହତ୍ୟା ଘଟଣାରେ ପୂର୍ବରୁ ୮ଜଣଙ୍କ ବିରୋଧରେ ଅପରାଧିକ ମାମଲା ରୁଜୁ ହୋଇଥିବାବେଳେ ଏବେ ସୁଶାନ୍ତଙ୍କ ଗର୍ଲଫ୍ରେଣ୍ଡ୍‌ ରିୟା ଚକ୍ରବର୍ତ୍ତୀଙ୍କ ପାଇଁ ଅଡ଼ୁଆ ବଢ଼ି ଯାଇଛି। ତାଙ୍କ ବିରୋଧରେ ମାମଲା ରୁଜୁ ହୋଇଛି। ଶନିବାର ବିହାରର ଏକ କୋର୍ଟରେ ସୁଶାନ୍ତଙ୍କ ଆତ୍ମହତ୍ୟା ଘଟଣାରେ ରିୟାଙ୍କ ବିରୋଧରେ ପିଟିସନ୍‌ […]

sushant singh rajput suicide case
ସୁଶାନ୍ତଙ୍କ ଗର୍ଲଫ୍ରେଣ୍ଡ୍‌ ରିୟାଙ୍କୁ ୯ ଘଣ୍ଟା ଜେରା, ସାମ୍ନାକୁ ଆସିଲା ଅନେକ ତଥ୍ୟ...

ମୁମ୍ବାଇ(ସୁରେଶ ଦାଶ): ଅଭିନେତା ସୁଶାନ୍ତ ସିଂ ରାଜପୁତ ଙ୍କ ଆତ୍ମହତ୍ୟା ପଛର କାରଣ କ’ଣ ହୋଇପାରେ, ଏହାକୁ ନେଇ ଏବେ ଖୋଳତାଡ଼ ଆରମ୍ଭ ହୋଇଯାଇଛି। କାରଣ କେହି କେବେ ଭାବି ନ ଥିଲେ ସେ, ଆତ୍ମହତ୍ୟା ଭଳି ଚରମ ପଦକ୍ଷେପ ନେବେ। ଏହି ଘଟଣା ପରେ ତାଙ୍କର ଫ୍ୟାନ୍ସଙ୍କଠୁ ଆରମ୍ଭ କରି ପରିବାର ଲୋକେ ସମସ୍ତେ ଭାଙ୍ଗି ପଡ଼ିଛନ୍ତି। ସମସ୍ତଙ୍କୁ ଏକ ପ୍ରକାର ଝଟ୍‌କା ଲାଗିଛି। ଏପରିକି ବଲିଉଡ୍‌ ଇଣ୍ଡଷ୍ଟ୍ରି ମଧ୍ୟ ଏହି ଘଟଣା ପରଠୁ ଏକ […]

rhea--jps
ଭାଇରାଲ ହେଲା ରିୟାଙ୍କ ସ୍କୁଲ ଟାଇମ୍‌ ଫଟୋ: ପିଲାଦିନେ ଥିଲେ କେମିତି, କହିଲେ ଶିକ୍ଷକ

ମୁମ୍ବାଇ: ସୁଶାନ୍ତ ସିଂହ ରାଜପୁତଙ୍କ ଗର୍ଲଫ୍ରେଣ୍ଡ ରିୟା ଚକ୍ରବର୍ତ୍ତୀ ଏବେ ସିବିଆଇର ଚକ୍ରବ୍ୟୁହରେ। ତେବେ ରିୟା ଚକ୍ରବର୍ତ୍ତୀଙ୍କ ଆଗ୍ରାର କ୍ୟା‌ଥୋଲିକ କନଭେଣ୍ଟରେ କିଛି ବର୍ଷ ପାଇଁ ପଢ଼ିଥିବା ବେଳର ଫଟୋ ଏବେ ଭାଇରାଲ ହେବାରେ ଲାଗିଛି।  ମାତ୍ର କିଛି ସମୟ ପାଇଁ ରିୟା କ୍ୟା‌ଥୋଲିକ କନଭେଣ୍ଟରେ ପଢ଼ିଥିଲେ। ଏସବୁ ଭିତରେ ରିୟାଙ୍କ କ୍ୟା‌ଥୋଲିକ କନଭେଣ୍ଟରେ ପଢ଼ୁଥିବା ବେଳର ଫଟୋ ସାମ୍ନାକୁ ଆସିଛି। ଏଥିସହ ସେ ସ୍କୁଲରେ ପଢ଼ୁଥିବା ବେଳେ କେମିତି ସ୍ୱାଭବର ପିଲା ଥିଲେ, ତାହା ମଧ୍ୟ […]