ମନ ଇଛା ବିନା ଓଜନରେ ଯୋଗାଣ ବିଭାଗ ଚାଉଳ ପକାଇ ଚାଲି ଯାଉଛି । ସ୍କୁଲରେ ଓଜନ କରିବା ପାଇଁ ବ୍ୟବସ୍ଥା ନଥିବାରୁ ସମସ୍ତେ ନାଚାର । ଜିଲ୍ଲାର କୋଇଡା ବ୍ଳକ୍ରେ ବି ଛାତ୍ରଛାତ୍ରୀଙ୍କ ମିଡ୍ ଡେ ମିଲ୍ରେ ଦୁର୍ନୀତିର ଗନ୍ଧ ଦେଖିବାକୁ ମିଳିଛି ।