ଭାଇର ସୁଦ୍ଧକ୍ରିୟା ପାଇଁ ଭିକ୍ଷା ମାଗୁଛି ଭଉଣୀ... ୟା ଦୂଆରେ ତା’ ଦୂଆରେ ଛିଡ଼ା ହୋଇ ଲୁହ ଗଡ଼ାଉଛି । କ’ଣ କହିବ... କେମିତି କହି ଭିକ ମାଗିବ... ପାଟିରେ ଭାଷାନାହିଁ, କହିବାକୁ ଶବ୍ଦ ବି ନାହିଁ । ଯେମିତି କେବଳ ଏ ମହିଳାଙ୍କୁ ତାଙ୍କ ଗରିବୀ ଉପହାସ କରୁଛି । ଆଉ ଆଖିଠାରି ଥଟ୍ଟା କରୁଛି... କହୁଛି, ଭାଇର ସୁଦ୍ଧ ପାଇଁ ଭିକ ମାଗୁଛି ଭଉଣୀ ।
କାଳନ୍ଦୀ ହ୍ରଦରେ କୃଷ୍ଣଙ୍କୁ ଦଂଶନ କଲା କାଳୀନାଗ, ମୂର୍ଚ୍ଛା କୃଷ୍ଣଙ୍କୁ ଡେଣାରେ ଝାଡ଼ି ଅମର ଲଡ଼ୁ ଭୁଞ୍ଜାଇଲେ ଗରୁଡ଼, କାଳୀୟଦଳନ ବେଶରେ ଦର୍ଶନ ଦେଲେ ସାକ୍ଷୀଗୋପାଳ ଠାକୁର...
ଘର କାନ୍ଦ ବୋବାଳିରେ ଫାଟି ପଡ଼ୁଥିଲା । ଅନ୍ତ୍ୟେଷ୍ଟି କ୍ରିୟା ପାଇଁ ପ୍ରକ୍ରିୟା ଆରମ୍ଭ ହୋଇ ଯାଇଥିଲା । କାରଣ ଘରର କର୍ତ୍ତା ମରି ସାରିଥିଲେ । ସ୍ତ୍ରୀଙ୍କ ମୁଣ୍ତରୁ ସିନ୍ଦୁର ଲିଭି ସାରିଥିଲା, ଚୁଡ଼ି ଭାଙ୍ଗି ସାରିଥିଲା ।
ଦଶହରାର ନାହିଁ ଉତ୍ସାହ। କେବଳ ପୀଠରେ ମାଆଙ୍କୁ ଦର୍ଶନ କରୁଛନ୍ତି ଶ୍ରଦ୍ଧାଳୁ, ଆଜି ସ୍ୱତନ୍ତ୍ର ଅପରାଜିତା ପୂଜା ହେବ
ମାଙ୍କୁ ଦର୍ଶନ କରିନପାରି ଫେରୁଛନ୍ତି ଭକ୍ତ। ମଣ୍ଡପରେ ମାଆ । ଚାଲିଛି ପୂଜା ହେଲେ ନାହାନ୍ତି ଭକ୍ତ। କଟକ ଓ ଜୟପୁରରେ କିପରି ହେଉଛି ପୂଜା ଦେଖନ୍ତୁ।