ରାଜ୍ୟରେ ୧୧ ହଜାର ୬୬୩ଟି ଦୁର୍ଘଟଣା ହୋଇଥିବାବେଳେ ୧୦ ହଜାର ୧୦୩ଜଣ ଆହତ ହୋଇଛନ୍ତି । ଖାଲି ଏତିକି ଯେ ତାହାନୁହେଁ, ଗତ ୫ ବର୍ଷରେ ରାଜ୍ୟରେ ୫୪ ହଜାର, ୭୯୦ ସଡକ ଦୁର୍ଘଟଣା ହୋଇଛି ବୋଲି ଗୃହରେ ବିବୃତି ରଖିଛନ୍ତି ମନ୍ତ୍ରୀ ।
ଆସିକା ପାଟପୁର ଥାନା ପୋଡ଼ାମାରି ବସ୍ ଷ୍ଟାଣ୍ଡରେ ଦୁର୍ଘଟଣା...ବସ୍ କୁ ଅପେକ୍ଷା କରିଥିବା ବେଳେ ହଠାତ୍ ମାଡ଼ିଗଲା କାର୍..
ପୁରୀ ଯାଉଥିବା ବେଳେ ମର୍ମନ୍ତୁଦ ଦୁର୍ଘଟଣା, ୨ ମୃତ ଓ ୫ ଆହତ ….
କାଳର କୋଳରକୁ ଚାଲିଗଲା ଜୀବନ । ଭୋଜି ଖାଇ ଫେରୁଥିବା ବେଳେ ହେଲା ଭୟଙ୍କର ଦୁର୍ଘଟଣା, ଚାଲିଗଲା ୫ ଜୀବନ ।
ଜୀବନ ନେଇଗଲା ଟ୍ରକ୍ । ବସ୍ଟି ପଙ୍କଚର ହେବାରୁ ଯାତ୍ରୀମାନେ ଓହ୍ଲାଇ ପଡ଼ିଥିଲେ । ହଠାତ ଟ୍ରକ୍ ଆସି ୪ ଯାତ୍ରୀଙ୍କ ଉପରେ ମାଡ଼ିଗଲା ।
ଜମ୍ମୁ କାଶ୍ମୀରରେ ବଡ଼ ଧରଣର ବସ ଦୁର୍ଘଟଣା । ବର୍ତ୍ତମାନ ପର୍ଯ୍ୟନ୍ତ ୩୦ ଜଣଙ୍କର ମୃତ୍ୟୁ ହୋଇଥିବା ସୂଚନା ।
ଘଟଣାସ୍ଥଳରେ ଉଭୟଙ୍କର ମୃତ୍ୟୁ, ଉତ୍ତେଜନା ..କ୍ଷତିପୂରଣ ଦାବିରେ ରାସ୍ତାରୋକ, ପୋଲିସର ବୁଝାସୁଝା..
କାର୍ଟି ଛତିଶଗଡ଼ରୁ ଆନ୍ଧ୍ର ଅଭିମୁଖେ ଯାଉଥିଲା...କାର୍ରେ ଶାଶୁ, ଶ୍ୱଶୁର ଏବଂ ଝିଅ-ଜ୍ୱାଇଁ ଯାଉଥିଲେ..
ଦ୍ରୁତ ଗତିରେ ଆସି ଟ୍ରକ୍କୁ ପିଟିଲା କାର୍, ଚାଲିଗଲା ୬ ବନ୍ଧୁଙ୍କ ଜୀବନ
ଯାଜପୁର ଜିଲ୍ଲା ସଦର ଥାନା ବରୁହାଁ ଛକ ନିକଟରେ ଏକ ଟ୍ୟାଙ୍କର ଓ ବାଇକ୍ ମଧ୍ୟରେ ଧକ୍କା ହେବାରୁ ୨ ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ ଜଣେ ଗର୍ଭବତୀ ଆହତ ହୋଇଛି ।
ଦୁର୍ଘଟଣାରେ ୧୦ରୁ ଅଧିକ ଆହତ ହୋଇଥିବା ବେଳେ ୧୪ ଜଣ ଗୁରୁତର ହୋଇ ଭଦ୍ରକ ମେଡିକାଲରେ ଭର୍ତ୍ତି ହୋଇଛନ୍ତି ।
ଦୁର୍ଘଟଣାରେ ମୃତ୍ୟୁମୁଖରୁ ବର୍ତ୍ତି ଘଟଣାସ୍ଥଳରୁ ଫେରାର ହୋଇଥିଲେ ଡ୍ରାଇଭର । ସେତୁ ଉପରୁ ୩୦ ଫୁଟ୍ ତଳକୁ ଖସିଲା ପିକ୍ଅପ୍ ଭ୍ୟାନ୍ ।
ଉଭୟ ଡ୍ରାଇଭର ଓ ହେଲପର ଉତ୍ତର ପ୍ରଦେଶ ରାମପୁରର ବୋଲି ଜଣାପଡିଛି । ପୂର୍ବରୁ ଏହି ସ୍ଥାନରେ କିଛି ମାସ ତଳେ ଏକ ବସ୍ ଦୁର୍ଘଟଣା ଘଟିଥିଲା । ଯେଉଁଥିରେ ୨୦ରୁ ଅଧିକ ଯାତ୍ରୀ ଆହତ ହୋଇଥିଲେ ।
ମର୍ଣ୍ଣିଂ ୱାକ୍ ବେଳେ ଚଢ଼ିଗଲା ଗାଡ଼ି। ଆଜି ସକାଳୁ ସକାଳୁ ଅନୁଗୁଳ ଓ ବଲାଙ୍ଗିରରେ ଏହି ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି।
କନ୍ନଡ ଫିଲ୍ମ ଷ୍ଟାର ନାଗଭୂଷଣଙ୍କ ନାମରେ ଅଭିଯୋଗ । ଏକ ଦମ୍ପତିଙ୍କ କାରକୁ ନାଗାଭୂଷଣଙ୍କ ଗାଡି ଧକ୍କା ଦେଇଥିବା ଅଭିଯୋଗ ହୋଇଛି । ଏଥିରେ ପତ୍ନୀଙ୍କ ମୃତ୍ୟୁ ଘଟିଥିବା ବେଳେ ସ୍ୱାମୀ ଗୁରୁତର ଆହତ ହୋଇ ମୃତ୍ୟୁ ସହ ଲଢେଇ କରୁଛନ୍ତି ।
୪୯ ନମ୍ବର ଜାତୀୟ ରାଜପଥର ଦୁଆରଶୁଣୀ ଘାଟିରେ ଟ୍ରକ-ବାଇକ ମୁହାଁମୁହିଁ ଧକ୍କା ହେବାରୁ ୨ ଜଣଙ୍କ ମୃତ୍ୟୁ ହୋଇଛି ।
ଟ୍ରକ୍ଟି ପ୍ରଥମେ ଏକ ବାଇକକୁ ଓ ପରେ ରାସ୍ତା ଉପରେ ଛିଡା ହୋଇଥିବା ଗୋଟିଏ କାରକୁ ଧକ୍କା ଦେଇଥିଲା । ଏହା ପରେ ଘାଟିରୁ ଓଲଟି ପଡ଼ିଥିଲା ଟ୍ରକ୍ ।
କାର ସହ ମୋ ବସ୍ ଧକ୍କା ହେବାରୁ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ୫ଜଣ ଗୁରୁତର ହୋଇଛନ୍ତି ।
ସ୍ଥାନୀୟ ଗଣମାଧ୍ୟମର ରିପୋର୍ଟ ଅନୁଯାୟୀ, ମୃତ ୪ ଜଣ ଓଡ଼ିଶାର ବୋଲି ସୂଚନା ମିଳିଛି ।
ଗଞ୍ଜାମ ଭେଟନଇ-ଭେଜିପୁଟ ରାସ୍ତାରେ ଦୁର୍ଘଟଣା । ଘଟଣାସ୍ଥଳରେ ଜଣେ ଓ ମେଡିକାଲରେ ଆଉ ଜଣଙ୍କ ମୃତ୍ୟୁ ସୂଚନା ।
ବରଗଡ ଜିଲ୍ଲା କାଦୋବାହାଲ ଅଞ୍ଚଳରେ ଘଟିଛି ଦୁର୍ଘଟଣା । ଦ୍ରୁତଗତିରେ ଟ୍ରକଟି ଆସି ଛାତ୍ରୀଙ୍କ ଉପରେ ଓଲଟି ପଡିଥିଲା ।
ଗତ ୮ ମାସରେ ଦୁର୍ଘଟଣାରେ ଗଲାଣି ୬ ଜୀବନ । ତ୍ରୁଟିପୂର୍ଣ୍ଣ ନିର୍ମାଣ ଶୈଳୀ ଯୋଗୁଁ ବେଶି ଦୁର୍ଘଟଣା ଅଭିଯୋଗ ।
ରାସ୍ତାରୁ ଗୁରୁତର ଭାବେ ଉଦ୍ଧାର ହୋଇଥିବା କଲରାପତରିଆ ବାଘର ମୃତ୍ୟୁ ହୋଇଛି। ଗୁରୁତର ଅବସ୍ଥାରେ ବାଘଟିକୁ ପଶୁ ଚିକିତ୍ସାଳୟକୁ ନେବା ସମୟରେ ମୃତ୍ୟୁ ହୋଇଥିଲା।
ଆଲୁମିନିୟମ ବୋଝେଇ ଟ୍ରକର ଡ୍ରାଇଭର ଜୀବନ୍ତ ଦଗ୍ଧ ହୋଇଯାଇଛନ୍ତି । ମୃତ ଡ୍ରାଇଭରଙ୍କ ପରିଚୟ ମିଳିନାହିଁ । ଆଜି ଭୋର ୪ଟା ସମୟରେ ଦୁଇଟି ଯାକ ଟ୍ରକ କୋଲକାତା ଅଭିମୁଖେ ଯାଉଥିବା ବେଳେ ଲୁହା ଚାଦର ବୋଝେଇ ଟ୍ରକକୁ ପଛରୁ ଧକ୍କା ଦେଇ ଆଲୁମିନିୟମ ବୋଝେଇ ଟ୍ରକଟି ଜଳିଯାଇଛି ।
ପ୍ରବଳରୁ ଅତି ପ୍ରବଳ ବର୍ଷା ଲାଗି ରହିବ ଫଳରେ ଜନଜୀବନ ଅସ୍ତବ୍ୟସ୍ତ ହୋଇଛି ।