ମନୋରଞ୍ଜନର ମାଧ୍ୟମ ସାଜିଛି କି ମରଣଯନ୍ତା ? ରିଲ୍ସ ବା ସର୍ଟ ଭିଡିଓ ନେଉଛି କି ଜୀବନ ? ଯୁବପିଢିଙ୍କ ପାଇଁ ସର୍ଟ ଭିଡିଓ ସାଜିଛି କି ସାଇଲଣ୍ଟ କିଲର ? ଭିଡିଓ ସୁଟ୍ ବେଳେ ଆସାବଧାନତା ସାଜୁଛି କି କାଳ ? କାର୍ଗିଲ ବିଜୟ ଦିବସରେ ଜଣେ ଯବାନଙ୍କ ଅକାଳ ମୃତ୍ୟୁ ଘଟିଛି ଏଭଳି ରିଲସ୍ ନିଶା ଯୋଗୁଁ ।
ସର୍ଖେଜ-ଗାନ୍ଧିନଗର ହାଇୱେର ଇସକନ୍ ମନ୍ଦିର ପାଖରେ ଦୁର୍ଘଟଣା । ଏହା ଏକ ହିଟ୍ ଆଣ୍ଡ ରନ୍ ମାମଲା ବୋଲି ପ୍ରାଥମିକ ତଦନ୍ତରୁ ସୂଚନା ।
ଫ୍ଲାଏ ଓଭରରେ ମସ୍ତି କରୁଥିଲେ ଯୁବକ ଯୁବତୀ । ଏହି ସମୟରେ ଘଟିଲା ଦୁର୍ଘଟଣା ।
ରବିବାର ସନ୍ଧ୍ୟାରେ ସାଗର ଜିଲ୍ଲାରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି । ଏହି ଘଟଣାରେ ୬ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ଜଣଙ୍କ ଅବସ୍ଥା ଗୁରୁତର ରହିଛି।
ବାଲିଆପାଳ ଅଞ୍ଚଳର ୨ ଜଣ ବ୍ୟକ୍ତି ରୋଗୀ ନେଇ କଟକ ଡାକ୍ତରଖାନାରୁ ଏକ କାର୍ ଯୋଗେ ଫେରୁଥିଲେ । ସେହି ସମୟରେ ପେଜଗଳା ବ୍ରିଜ ନିକଟରେ ବିପରୀତ ଦିଗର ବସ୍ତା ଷ୍ଟେସନକୁ ଯାତ୍ରୀ ନେଇ ଯାଉଥିବା ଏକ ଅଟୋ ସହ ମୁହାଁମୁହିଁ ଧକ୍କା ହୋଇଥିଲା ।
ମେକ୍ସିକୋରେ ଘାଟିରୁ ବସ୍ ଓଲଟି ୨୭ ମୃତ, ୧୭ ଗୁରୁତର
ପାଲସନର ଗାଁରୁ ଏହି ଟ୍ରକ୍ଟି ଅନ୍ୟ ଗାଡ଼ିଗୁଡ଼ିକୁ ଧକ୍କା ଦେବା ଆରମ୍ଭ କରିଥିବା ବେଳେ ଏହା ମଧ୍ୟପ୍ରଦେଶ ସୀମାରେ ଥିବା ସିରିପୁର ତାଲୁକା ଜିଲ୍ଲା ପର୍ଯ୍ୟନ୍ତ ଏଭଳି ଦୁର୍ଘଟଣା ପରେ ଦୁର୍ଘଟଣା ଭିଆଇ ଚାଲିଥିଲା ।
କୌଣସି ରାସ୍ତା ଦୁର୍ଘଟଣାରେ ଗୁରୁତର ଆହତଙ୍କ ଜୀବନ ବଞ୍ଚାଇବାକୁ ହେଲେ ପ୍ରଥମ ଘଣ୍ଟାଟେ ବା ଗୋଲଡେନ ଆୱାରର ସଦୁପଯୋଗ ନିହାତି ଦରକାର। ଯାହାକୁ କାମରେ ଲଗାଇ ମରଣ ମୁହଁରୁ ଜଣଙ୍କୁ ବଞ୍ଚାଇବାରେ ସଫଳ ହୋଇଛନ୍ତି ଓଲିଉଡ଼ ଅଭିନେତା ସିଦ୍ଧାନ୍ତ ମହାପାତ୍ର। ସେଥିପାଇଁ ତାଙ୍କୁ ଏବେ ଚାରିଆଡୁ ସାଧୁବାଦ ମିଳୁଛି।
ଦୁର୍ଘଟଣାରେ ଦୁଇ ଜଣଙ୍କ ମୃତ୍ୟୁ ହୋଇଛି । ଦୁଇଟି ଟ୍ରକ ମଝିରେ ଚାପି ହୋଇଯିବା ଫଳରେ ଦମ୍ପତିଙ୍କ ମୃତ୍ୟୁ ହୋଇଥିବା ଜଣାପଡ଼ିଛି ।
ଗୋଟିଏ ପରେ ଗୋଟିଏ ଗାଡ଼ିକୁ ପିଟିବା ପରେ ଲୋକଙ୍କ ଉପରେ ଚଢ଼ିଗଲା ଟ୍ରକ୍। ଏଥିରେ ୪୮ ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ୩୦ ଜଣ ଆହତ ହୋଇଛନ୍ତି।
ଫୁଲ୍ ସ୍ପିଡ୍ରେ ଆସି ଟ୍ରକ୍ରେ ପିଟି ହେଲା କାର୍। ଏଥିରେ ୭ ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ୨ ଜଣ ଆହତ ହୋଇଛନ୍ତି।
ଖବର ପାଇ ଅଗ୍ନିଶମବାହିନୀ ଘଟଣା ସ୍ଥଳରେ ପହଞ୍ଚି ଆହତମାନଙ୍କୁ ଉଦ୍ଧାର କରିଥିଲା ।
ସ୍ଥାନୀୟ ଲୋକଙ୍କ ଦ୍ୱାରା ରାଜମୁଣ୍ଡା-ପାଣିକୋଇଲି NH ଅବରୋଧ କରାଯାଇଛି ।
ବାରିପଦା ମେଡିକାଲ କଲେଜ ରଙ୍ଗାମାଟିଆ ଛକରେ ଭାରସାମ୍ୟ ହରାଇ ଓଲଟିଲା ବସ୍ ।
ହସଖୁସିର ସଂସାରକୁ ସତେ ଯେମିତ କାହାର ନଜର ଲାଗିଗଲା । ଭଉଣୀ ବିବାହ ସାରି ଘରକୁ ଫେରୁଥିବା ବେଳେ ଚାଲିଗଲା ସାନ ଭଉଣୀ ।
ଗଂଜାମ ଜିଲ୍ଲା ସଡ଼କ ପରିବହନ ଅଧିକାରୀ ମାନସ ସାହୁଙ୍କ ସୂଚନା, ରାତିରେ ଚଳାଚଳ ପାଇଁ ପରମିଟ୍ ନଥିଲା କି ବୀମା ନଥିଲା’
ପ୍ରଧାନମନ୍ତ୍ରୀ ଜାତୀୟ ରିଲିଫ୍ ପାଣ୍ଠି ପକ୍ଷରୁ ସହାୟତା ଘୋଷଣା ହୋଇଛି ।
ଦୁର୍ଘଟଣାରେ ପୂର୍ବତନ ସାଂସଦ ରେଣୁବାଳା ପ୍ରଧାନଙ୍କ ୧୧ ସମ୍ପର୍କୀୟଙ୍କ ମୃତ୍ୟୁ । ଖଣ୍ଡଦେଉଳି ଗାଁରେ ଶୋକାକୂଳ ପରିବେଶ ସୃଷ୍ଟି ହୋଇଛି ।
ଅଳ୍ପକେ ବର୍ତ୍ତିଛନ୍ତି ବସର ଡ୍ରାଇଭର୍ । କହିଲେ, ସିଏ ଖୁବ୍ ଜୋରରେ ଆଣି ଲେଫ୍ଟରୁ ପିଟିଲା ।
ମୁଖ୍ୟମନ୍ତ୍ରୀଙ୍କ ରିଲିଫ ପାଣ୍ଠିରୁ ଏହି ସହାୟତା ରାଶି ଘୋଷଣା କରାଯାଇଥିବାବେଳେ ପ୍ରତି ମୃତକଙ୍କ ସଂପର୍କୀୟଙ୍କୁ ୩ ଲକ୍ଷ ଲେଖାଏଁ ସହାୟତା ଦିଆଯିବ ବୋଲି କୁହାଯାଇଛି ।
ଦୁର୍ଘଟଣାରେ ୮ ଜଣ ଯାତ୍ରୀ ଆହତ ହୋଇଛନ୍ତି । ସମସ୍ତ ଆହତଙ୍କୁ ବ୍ରହ୍ମପୁର ବଡ଼ ମେଡିକାଲରେ ଭର୍ତ୍ତି କରାଯାଇଛି । ଗୁଡାରି ଠାରୁ ଭୁବନେଶ୍ୱର ଯାଉଥିବା OSRTC ବସ ଓ ବ୍ରହ୍ମପୁରରୁ ଏକ ଭୋଜି ପାଇଁ ଆସି ଖଣ୍ଡଦେଉଳି ଫେରୁଥିବା ଘରୋଇ ବସ ମଧ୍ୟରେ ଏହି ମୁହାଁମୁହିଁ ଧକ୍କା ହୋଇଛି ।
ଗୁଡ଼ାରି ଠାରୁ ଭୁବନେଶ୍ୱର ଯାଉଥିବା OSRTC ବସ ଓ ବ୍ରହ୍ମପୁରରୁ ଏକ ଭୋଜି ପାଇଁ ଆସି ଖଣ୍ଡଦେଉଳି ଫେରୁଥିବା ଘରୋଇ ବସ ମଧ୍ୟରେ ଏହି ମୁହାଁମୁହିଁ ଧକ୍କା ହୋଇଛି ।
ମନ୍ଦିରରେ ପହଞ୍ଚିବା ପୂର୍ବରୁ ଜୀବନ ନେଇଗଲା ଯମ । ଦୁର୍ଘଟଣାରେ ଶିକାର ହୋଇଥିବା ଲୋକେ ବାଗେଶ୍ୱର ତହସିଲ୍ର କପକୋଟ୍, ଶାମା ଓ ଭନାର୍ର ବୋଲି କୁହାଯାଉଛି ।
ମନମୁଣ୍ଡା ପେଟ୍ରୋଲ ପମ୍ପ ନିକଟରେ ଟ୍ରକକୁ ଧକ୍କା ଦେଇଥିଲା PCR ।