ଘାଟିରେ ଓଲଟି ପଡ଼ିଲା ଯାତ୍ରା ପାର୍ଟି ଟ୍ରକ । ମୟୂରଭଞ୍ଜ ବାଙ୍ଗିରିପୋଷି ଘାଟିରେ ଘଟିଛି ଦୁର୍ଘଟଣା ।
ଦୁର୍ଘଟଣା ପରେ ଗାଡିରେ ଥିବା ୩ ଜଣ ଯୁବକ ସେଠାରୁ ଫେରାର ହୋଇଯାଇଛନ୍ତି।
କେଶରୀପାଟଣା ଗାଁ ନିକଟରେ ଦୁର୍ଘଟଣା । ସ୍କୁଟି ଏବଂ ବାଇକ୍ ମୁହାଁମୁହିଁ ଧକ୍କା ।
ଗାଡ଼ି ତଳେ ଶୋଇଥିବା ବେଳେ ୪ ଜଣଙ୍କ ଉପରେ ମାଡ଼ିଗଲା ଏହି ବୋରୱେଲ୍ ଗାଡ଼ି। ଘଟଣାସ୍ଥଳରେ ୪ ଜଣଙ୍କ ମୃତ୍ୟୁ ।
ମୃତକଙ୍କ ପରିଚୟ ମିଳିପାରିନାହିଁ । ଏନେଇ ସୂଚନା ପାଇବା ପରେ ବେଲପାହାଡ଼ ପୋଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ କରୁଛି ।
ବର୍ତ୍ତମାନର ଯୁବପିଢ଼ି ଏବେ ରିଲ୍ସ ନିଶାରେ କେତେବେଳେ କାହା ଜୀବନ ନେଇ ଯାଉଛନ୍ତି, ଜାଣିପାରୁନାହାନ୍ତି । ସ୍ପିଡ୍ ଗାଡ଼ି ଚଳାଇ ରିଲ୍ସ କରିବା ନିଶା ଏତେ ଯେ ରାସ୍ତାରେ ଯାଉଥିବା ମା’ ପୁଅକୁ ଚଢ଼ାଇଦେଲେ ।
ନୂଆ ବର୍ଷ ଆଣିଦେଲା ଦୁଃଖ । ବର୍ଷର ପ୍ରଥମ ଦିନରେ ଛକି ରହିଥିଲା ମୃତ୍ୟୁ । ଖୁସି ମନରେ ପିକନିକ କରିବାକୁ ଯାଉଥିଲେ । କିନ୍ତୁ ଶବ ହୋଇ ଫେରିଲେ ।
ସଡ଼କ ଦୁର୍ଘଟଣାର ୮୦ ଭାଗ ମୃତ୍ୟୁ ପଛର ମୁଖ୍ୟ କାରଣ । NCRBର ସଦ୍ୟତମ ତଥ୍ୟରେ ୩ କାରଣକୁ ଦାୟୀ କରାଯାଇଛି ।
NHରେ ବେଆଇନ ଗାଡ଼ି ପାର୍କିଂ ଡାକୁଛି ବିପଦ । ଘଟୁଛି ଦୁର୍ଘଟଣା, ଚାଲିଯାଉଛି ନିରୀହ ଜୀବନ । କେନ୍ଦୁଝର ହେଉ ବା ଭୁବନେଶ୍ୱର ଅଥବା ଆଜି ଯାଜପୁରରେ ଘଟିଥିବା ଦୁର୍ଘଟଣା, ସବୁଠି ବେଆଇନ ଗାଡ଼ି ପାର୍କିଂ ହିଁ ଦୁର୍ଘଟଣା ପଛର ମୁଖ୍ୟ କାରଣ ।
ହଁ, ସେ କାଳ ଏମିତି ଯେ ଏକାବେଳକେ ନେଇଗଲା ୮ ଜୀବନ। ରାସ୍ତା କଡ଼ରେ ଠିଆ ହୋଇଥିବା ଦୁର୍ଘଟଣାଗ୍ରସ୍ତ ଟୁରିଷ୍ଟ ଭ୍ୟାନର ଏ ସ୍ଥିତି ହିଁ ବୟାନ କରୁଛି କେତେ ଭୟାବହ ଥିଲା ଦୁର୍ଘଟଣା।
ରାଜ୍ୟରେ ସଡ଼କ ଦୁର୍ଘଟଣା ଜନିତ ମୃତ୍ୟୁ କମାଇବା ଲକ୍ଷ୍ୟ…..ପରିବହନ ବିଭାଗ ପକ୍ଷରୁ ଜିଲ୍ଲାପାଳ, ଏସପି ଓ RTOଙ୍କୁ SOP ଜାରି
୧୦ରୁ ଅଧିକ ଶ୍ରମିକଙ୍କୁ ନେଇ ଯାଉଥିଲା ସିମେଣ୍ଟ ବୋଝେଇ ଟିପ୍ପର, ଆଉ ୨ ଶ୍ରମିକ ଟିପ୍ପର ତଳେ ଚାପି ହୋଇଥିବା ଆଶଙ୍କା
ରାଜ୍ୟରେ ୧୧ ହଜାର ୬୬୩ଟି ଦୁର୍ଘଟଣା ହୋଇଥିବାବେଳେ ୧୦ ହଜାର ୧୦୩ଜଣ ଆହତ ହୋଇଛନ୍ତି । ଖାଲି ଏତିକି ଯେ ତାହାନୁହେଁ, ଗତ ୫ ବର୍ଷରେ ରାଜ୍ୟରେ ୫୪ ହଜାର, ୭୯୦ ସଡକ ଦୁର୍ଘଟଣା ହୋଇଛି ବୋଲି ଗୃହରେ ବିବୃତି ରଖିଛନ୍ତି ମନ୍ତ୍ରୀ ।
ଆସିକା ପାଟପୁର ଥାନା ପୋଡ଼ାମାରି ବସ୍ ଷ୍ଟାଣ୍ଡରେ ଦୁର୍ଘଟଣା...ବସ୍ କୁ ଅପେକ୍ଷା କରିଥିବା ବେଳେ ହଠାତ୍ ମାଡ଼ିଗଲା କାର୍..
ପୁରୀ ଯାଉଥିବା ବେଳେ ମର୍ମନ୍ତୁଦ ଦୁର୍ଘଟଣା, ୨ ମୃତ ଓ ୫ ଆହତ ….
କାଳର କୋଳରକୁ ଚାଲିଗଲା ଜୀବନ । ଭୋଜି ଖାଇ ଫେରୁଥିବା ବେଳେ ହେଲା ଭୟଙ୍କର ଦୁର୍ଘଟଣା, ଚାଲିଗଲା ୫ ଜୀବନ ।
ଜୀବନ ନେଇଗଲା ଟ୍ରକ୍ । ବସ୍ଟି ପଙ୍କଚର ହେବାରୁ ଯାତ୍ରୀମାନେ ଓହ୍ଲାଇ ପଡ଼ିଥିଲେ । ହଠାତ ଟ୍ରକ୍ ଆସି ୪ ଯାତ୍ରୀଙ୍କ ଉପରେ ମାଡ଼ିଗଲା ।
ଜମ୍ମୁ କାଶ୍ମୀରରେ ବଡ଼ ଧରଣର ବସ ଦୁର୍ଘଟଣା । ବର୍ତ୍ତମାନ ପର୍ଯ୍ୟନ୍ତ ୩୦ ଜଣଙ୍କର ମୃତ୍ୟୁ ହୋଇଥିବା ସୂଚନା ।
ଘଟଣାସ୍ଥଳରେ ଉଭୟଙ୍କର ମୃତ୍ୟୁ, ଉତ୍ତେଜନା ..କ୍ଷତିପୂରଣ ଦାବିରେ ରାସ୍ତାରୋକ, ପୋଲିସର ବୁଝାସୁଝା..
କାର୍ଟି ଛତିଶଗଡ଼ରୁ ଆନ୍ଧ୍ର ଅଭିମୁଖେ ଯାଉଥିଲା...କାର୍ରେ ଶାଶୁ, ଶ୍ୱଶୁର ଏବଂ ଝିଅ-ଜ୍ୱାଇଁ ଯାଉଥିଲେ..
ଦ୍ରୁତ ଗତିରେ ଆସି ଟ୍ରକ୍କୁ ପିଟିଲା କାର୍, ଚାଲିଗଲା ୬ ବନ୍ଧୁଙ୍କ ଜୀବନ
ଯାଜପୁର ଜିଲ୍ଲା ସଦର ଥାନା ବରୁହାଁ ଛକ ନିକଟରେ ଏକ ଟ୍ୟାଙ୍କର ଓ ବାଇକ୍ ମଧ୍ୟରେ ଧକ୍କା ହେବାରୁ ୨ ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ ଜଣେ ଗର୍ଭବତୀ ଆହତ ହୋଇଛି ।
ଦୁର୍ଘଟଣାରେ ୧୦ରୁ ଅଧିକ ଆହତ ହୋଇଥିବା ବେଳେ ୧୪ ଜଣ ଗୁରୁତର ହୋଇ ଭଦ୍ରକ ମେଡିକାଲରେ ଭର୍ତ୍ତି ହୋଇଛନ୍ତି ।
ଦୁର୍ଘଟଣାରେ ମୃତ୍ୟୁମୁଖରୁ ବର୍ତ୍ତି ଘଟଣାସ୍ଥଳରୁ ଫେରାର ହୋଇଥିଲେ ଡ୍ରାଇଭର । ସେତୁ ଉପରୁ ୩୦ ଫୁଟ୍ ତଳକୁ ଖସିଲା ପିକ୍ଅପ୍ ଭ୍ୟାନ୍ ।
ଉଭୟ ଡ୍ରାଇଭର ଓ ହେଲପର ଉତ୍ତର ପ୍ରଦେଶ ରାମପୁରର ବୋଲି ଜଣାପଡିଛି । ପୂର୍ବରୁ ଏହି ସ୍ଥାନରେ କିଛି ମାସ ତଳେ ଏକ ବସ୍ ଦୁର୍ଘଟଣା ଘଟିଥିଲା । ଯେଉଁଥିରେ ୨୦ରୁ ଅଧିକ ଯାତ୍ରୀ ଆହତ ହୋଇଥିଲେ ।