ପୁରୀ ସ୍ୱର୍ଗଦ୍ୱାରରେ ଅନ୍ତିମ ସଂସ୍କାର ସାରି ବାଇକ୍ରେ ଘରକୁ ଫେରୁଥିବା ବେଳେ ଦୁର୍ଘଟଣାରେ ୨ ଜଣଙ୍କ ଜୀବନ ଚାଲିଯାଇଛି।
ଟାୟାର ସଜାଡ଼ିବା ବେଳେ ପଛପଟୁ ବସ୍କୁ ଏକ ଟ୍ରକ୍ ଧକ୍କା ଦେବା ଯୋଗୁ ୪ ଜଣଙ୍କ ମୃତ୍ୟୁ ଘଟିଛି। ଏକ ଡବଲ୍ ଡେକର୍ ବସ୍ର ଟାୟାର ପଙ୍କଚର୍ ହେବା ଯୋଗୁ ରାସ୍ତାରେ ଗାଡ଼ି ଅଟକାଇ ଡ୍ରାଇଭର ଏହାକୁ ସଜାଡ଼ିବା ବେଳେ ଏହି ଅଭାବନୀୟ ଘଟଣା ଘଟିଛି।
ଦ୍ରୁତ ଗତିରେ ଥିବା ଏକ କାର୍ ଅରାବଲ୍ଲି ଜିଲ୍ଲା ଅମ୍ବାଜି ନିକଟରେ ପଥଚାରୀଙ୍କ ଉପରେ ମାଡ଼ି ଯାଇଥିବା ଜଣାପଡ଼ିଛି। ଫଳରେ ଘଟଣାସ୍ଥଳରେ ୬ ଜଣଙ୍କ ମୃତ୍ୟୁ ହୋଇଛି।
ନୂଆଁଖାଇ ପାଇଁ ଛୁଟିରେ ଘରକୁ ଆସିଥିବା ବେଳେ ଜଣେ ଟ୍ରେନି SIଙ୍କ ମୃତ୍ୟୁ ଘଟିଛି।
ଅଧିକାଂଶ ସଡକ ଦୁର୍ଘଟଣା 'ଅନ୍ୟ ଡ୍ରାଇଭର' ଯୋଗୁଁ ହେଉଥିବା ବେଳେ ଦ୍ୱିତୀୟ ସର୍ବାଧିକ ଦୁର୍ଘଟଣାର କାର୍ଣ ହେଉଛନ୍ତି ବୁଲା ପଶୁ। କୁକୁର ଏବଂ ମଇଁଷି ଯୋଗୁଁ ୨୫.୪% ଦୁର୍ଘଟଣା ହୋଇଥାଏ।
ଦୁର୍ଘଟଣାରେ ଯୋଗୀ ଆଦିତ୍ୟନାଥଙ୍କ OSD ମୋତିଲାଲ୍ ସିଂଙ୍କ ମୃତ୍ୟୁ ଘଟିଥିବା ବେଳେ ତାଙ୍କ ପତ୍ନୀ ଓ ଡ୍ରାଇଭର ଗୁରୁତର ଆହତ ହୋଇଛନ୍ତି। କୌଣସି ଜନ୍ତୁକୁ ବଞ୍ଚାଇବାକୁ ଯାଇ ଏହି ଦୁର୍ଘଟଣା ଘଟିଥିବା ସୂଚନା ମିଳିଛି।
ଶ୍ରମିକମାନେ ବେଙ୍ଗାଲୁରୁ ଯାଉଥିବା ବେଳେ ସିରା ନିକଟ NHରେ ଦୁର୍ଘଟଣାର ସମ୍ମୁଖୀନ ହୋଇଥିଲେ। ଖବରପାଇ ପୋଲିସ୍ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି।
ରାସ୍ତା କଡ଼ରେ ଛିଡ଼ା ହୋଇଥିବା ଏକ ଡବଲ୍ ଡେକର୍ ବସ୍କୁ ଆଉ ଏକ ଡବଲ୍ ଡେକର୍ ବସ୍ ପଛପଟୁ ଧକ୍କା ଦେବା ଫଳରେ ୮ ଜଣଙ୍କ ମୃତ୍ୟୁ ଘଟିଛି। ଦୁର୍ଘଟଣାରେ ୨୦ ଜଣ ଆହତ ହୋଇଛନ୍ତି।
ବାଙ୍ଗିରିପୋଷି ଘାଟିରେ ଏକ ପିଆଜ ବୋଝେଇ ଟ୍ରକ୍ ଭାରସାମ୍ୟ ହରାଇ ବୋଲେରୋ ଉପରେ ଓଲଟି ପଡ଼ିଛି। ଏଥିରେ ୬ ଜଣ ଆହତ ହୋଇଛନ୍ତି।
ସ୍ଥାନୀୟ ଲୋକେ ଆମ୍ବୁଲାନ୍ସ ସହାୟତାରେ ଆହତ ସମସ୍ତ ଯାତ୍ରୀମାନଙ୍କୁ ହସପିଟାଲରେ ଭର୍ତ୍ତି କରିଛନ୍ତି।
ଖୋର୍ଦ୍ଧା ୧୬ ନମ୍ବର ଜାତୀୟ ରାଜପଥରେ ବସ୍ ଦୁର୍ଘଟଣା । ଦୁର୍ଘଟଣାରେ ଜଣଙ୍କ ମୃତ୍ୟୁ ହୋଇଥିବାବେଳେ ୮ରୁ ଉର୍ଦ୍ଧ୍ୱ ଆହତ ହୋଇଥିବା ସୂଚନା...
ସୋନପୁରର ଏନ୍ଏଚ୍ ୫୭ର ବଡ଼ବାହାଲି ଛକରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା
ପୁରୀରୁ ଭୁବନେଶ୍ୱର ଆସୁଥିବା ବେଳେ ଏକ ଯାତ୍ରୀବାହୀ ବସ୍ ଦୁର୍ଘଟଣାଗ୍ରସ୍ତ ହୋଇଛି। ବସ୍ରେ ୧୦୦ ଜଣ ଯାତ୍ରୀ ଥିଲେ ବୋଲି ଜଣାପଡ଼ିଛି।
ବାଙ୍ଗିରିପୋଷି ଘାଟିରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ବୋଲେରୋକୁ ଏକ ଟ୍ରକ୍ ପଛପଟୁ ଧକ୍କା ଦେବା ଯୋଗୁ ୪ ଜଣଙ୍କ ମୃତ୍ୟୁ ଘଟିଛି। ଏଥିରେ ଜଣେ ନାବାଳକ ଆହତ ହୋଇଛନ୍ତି।
ଦୁର୍ଘଟଣାରେ ମୃତାହତ ସମସ୍ତେ ଗୋଟିଏ ପରିବାରର ବୋଲି ଅନୁମାନ କରାଯାଉଛି।
ଶୋଇ ଥିବାବେଳେ ଫ୍ଲାଏ ଓଭରରୁ ବାଲି ବୋଝେଇ ହାଇୱା ଖସି ୨ ଜଣଙ୍କ ଜୀବନ ଚାଲି ଯାଇଛି। ଖୋର୍ଦ୍ଧା ଜିଲ୍ଲା ୧୬ ନମ୍ବର ଜାତୀୟ ରାଜପଥ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ନିକଟରେ ଏହି ଦୁର୍ଘଟଣା ଘଟିଛି।
ଗତକାଲି ବିଳମ୍ବିତ ରାତିରେ ଭୁବନେଶ୍ୱରର ଆଚାର୍ଯ୍ୟବିହାର ଫ୍ଲାଏଓଭର ମହାରାଜା ଫିଲ୍ମ ହଲ୍ ନିକଟରେ ଦୁଇ ଦୁଇଟି ଅଘଟଣ ଘଟିଛି।
ବଲାଙ୍ଗିର ଜିଲ୍ଲା ମହାଦେବ ମନ୍ଦିର ଛକଠାରେ ଗତକାଲି ବିଳମ୍ବିତ ରାତିରେ ସଡ଼କ ଦୁର୍ଘଟଣା ଘଟିଛି। ଏକ କାର୍ ଭାରସାମ୍ୟ ହରାଇ ପ୍ରଥମେ ଡିଭାଇଡରରେ ପିଟି ହୋଇ ପରେ ରାସ୍ତାକଡ଼ରେ ଥିବା ଦୋକନ ଉପରେ ମାଡ଼ି ଯାଇଛି।
ଖୋର୍ଦ୍ଧା ଜିଲ୍ଲା ବେଗୁନିଆ ଥାନା ଅନ୍ତର୍ଗତ ଚକାପାଦ-ଟିକାତାଳ ରାସ୍ତାରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଏକ ବାଇକ୍ ଓ କାର୍ ମୁହାଁମୁହିଁ ଧକ୍କା ହେବାଫଳରେ ୨ଜଣଙ୍କର ମୃତ୍ୟୁ ଘଟିଛି।
ଉତ୍ତରପ୍ରଦେଶର ବରେଲି ଜିଲ୍ଲାରେ ଭୟଙ୍କର ସଡ଼କ ଦୁର୍ଘଟଣା ଘଟିଛି। ଆମ୍ବୁଲାନ୍ସ ଓ ଟ୍ରକ୍ ମଧ୍ୟରେ ଧକ୍କା ହେବା ଯୋଗୁ ୭ ଜଣଙ୍କ ମୃତ୍ୟୁ ଘଟିଛି। ଆଜି ଭୋର ସମୟରେ ଏହି ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି।
ବହରାଇଚ-ଲଖିମପୁର ହାଇୱେରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଏଥିରେ ୭ ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ୯ ଜଣ ଗୁରୁତର ଆହତ ହୋଇଛନ୍ତି। ମୃତକଙ୍କ ମଧ୍ୟରେ ୩ ଜଣ ମହିଳା ଅଛନ୍ତି।
ଖୁସିରେ ଘରକୁ ଫେରୁଥିଲେ, ହେଲେ ଜାଣି ନଥିଲେ ଅଧା ବାଟରେ ଚାଲି ଯିବ ଜୀବନ। ବସ୍ ଚକା ତଳେ ଚାପି ହୋଇ ବାଇକ ଆରୋହୀଙ୍କ ମୃତ୍ୟୁ ଘଟିଛି।
ବଲାଙ୍ଗିର ଆର୍ଟିଓ ଛକର ସିରିଜ୍ ଦୁର୍ଘଟଣା ଏକ ପ୍ରି ପ୍ଲାନ୍ ମର୍ଡର ଥିଲା। ହତ୍ୟା ଉଦ୍ୟମ କରି ଦୁର୍ଘଟଣାର ରୂପ ଦେବାକୁ ଚେଷ୍ଟା ହୋଇଥିଲା।