• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Tag: Road Accident

accident
୨ ଛାତ୍ରୀଙ୍କ ଉପରେ ମାଡ଼ିଗଲା ଟ୍ରକ

ବାଲେଶ୍ୱର: ବାଲେଶ୍ୱର ବସ୍ତା ଥାନା ଭେଲୋରାଠାରେ ମର୍ମନ୍ତୁଦ ସଡକ ଦୁର୍ଘଟଣାରେ ୨ଜଣ ଛାତ୍ରୀଙ୍କ ମୃତ୍ୟୁ ହୋଇଛି। ଟ୍ୟୁସନ ସାରି ଫେରୁଥିବାବେଳେ ୨ ଜଣ ଛାତ୍ରୀଙ୍କ ଉପରେ ମାଡ଼ିଗଲା ଟ୍ରକ। ଘଟଣାସ୍ଥଳରେ ୨ ଜଣ ଛାତ୍ରୀଙ୍କ ମୃତ୍ୟୁ ହୋଇଛି।  ବାଲେଶ୍ୱରରୁ ପଶ୍ଚିମବଂଗ ପଟକୁ ଯାଉଥିବା ଏକ ଟ୍ରକ ଦୁଇ ଛାତ୍ରୀଙ୍କ ଧକ୍କା ଦେବା ପୂର୍ବରୁ ଏକ ମୋଟର ସାଇକେଲକୁ ଧକ୍କା ଦେଇଥିଲା। ବାଇକକୁ ଧକ୍କା ଦେବା ପରେ ଯିବାକୁ ଚେଷ୍ଟା କରିବା ବେଳେ ୨ ଛାତ୍ରୀଙ୍କ ଉପରେ ମାଡିଯାଇଥିଲା […]

accident
ଦୁର୍ଘଟଣାରେ ଡାକ୍ତରଙ୍କ ସମେତ ୩ ମୃତ

ଯାଜପୁର: ଯାଜପୁର ବଡ଼ଚଣା ଥାନା ବନ୍ଦାଳ ନିକଟରେ ମର୍ମନ୍ତୁଦ ସଡ଼କ  ଦୁର୍ଘଟଣାରେ ୩ ଜଣଙ୍କ ମୃତ୍ୟୁ ହୋଇଛି। ୩ ମୃତକଙ୍କ  ମଧ୍ୟରେ ଅଛନ୍ତି ଜଣେ ଡାକ୍ତର ଓ ଅନ୍ୟ ଜଣେ ଫାର୍ମାସିଷ୍ଟ। ମୃତ  ଡାକ୍ତର ନାଁ ପରେଶ ମହାପାତ୍ର। ସେ କଟକ ସିଟି ହସ୍ପିଟାଲରେ  କାର୍ଯ୍ୟରତ ଅଛନ୍ତି। ଗତକାଲି ବିଳମ୍ବିତ ରାତିରେ ଡାକ୍ତର ପରେଶ ଓ  ଫାର୍ମାସିଷ୍ଟ ଏକ ଭୋଜି ଖାଇ ଭୋଗରାଇରୁ କଟକ ଫେରୁଥିବା ବେଳେ ଏହି  ଦୁର୍ଘଟଣା ଘଟିଛି। ତେବେ ସେମାନଙ୍କ କାର କେଉଁ […]

truck overturns
ପିଆଜ ବୋଝେଇ ଟ୍ରକ ଓଲଟି ୨ ମୃତ

କେନ୍ଦ୍ରାପଡ଼ା: କେନ୍ଦ୍ରାପଡ଼ା SP ଅଫିସ୍ ନିକଟରେ ମର୍ମନ୍ତୁଦ ସଡକ ଦୁର୍ଘଟଣା।  ମିନି ଟ୍ରକ ଓଲଟି ପଡିବାରୁ ୨ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ଆଉ ଜଣେ ଗୁରୁତର ହୋଇଛନ୍ତି। ମୃତକ ହେଲେ ଡ୍ରାଇଭର ରମେଶ ସ୍ୱାଇଁ ଓ ପବିତ୍ର ସୁତାର। ରମେଶଙ୍କ ଘର ବାଲିପଡାରେ ହୋଇଥିବା ବେଳେ ପବିତ୍ରଙ୍କ ଘର ପଟ୍ଟାମୁଣ୍ଡାଇ ଅଞ୍ଚଳରେ।  ଆଉ ଜଣକୁ ଗୁରୁତର ଅବସ୍ଥାରେ କେନ୍ଦ୍ରାପଡା ମେଡିକାଲରେ ଭର୍ତ୍ତି କରାଯାଇଛି। ଗତକାଲି ରାତିରେ ଭୁବନେଶ୍ୱରରୁ ଏକ ମିନି ଟ୍ରକରେ ପିଆଜ ଲୋଡ କରି ପଟ୍ଟାମୁଣ୍ଡାଇ […]

accident
ଚଢ଼ିଗଲା ଲୁହା ପଥର ବୋଝେଇ ଟ୍ରକ, ଚାଲିଗଲା କକା-ପୁତୁରାଙ୍କ ସମେତ ୩ ଜୀବନ

ମୟୂରଭଞ୍ଜ: ମୟୂରଭଞ୍ଜ ଜିଲ୍ଲା ତିରିଂ ଥାନା ବଡ଼ଡାଳିମାରେ ସିରିଜି ଦୁର୍ଘଟଣା । ଲୁହାପଥର ବୋଝେଇ ଗୋଟିଏ ଟ୍ରକ ଭାରସାମ୍ୟ ହରାଇ ମାଡ଼ି ଯିବାରୁ ୩ ଜଣଙ୍କର ମୃତ୍ୟୁ ହୋଇଛି । ମୃତକଙ୍କ ମଧ୍ୟରେ କକା ପୁତୁରା ଅଛନ୍ତି । ମୃତକଙ୍କ ପରିବାରକୁ…