ବଡ଼ଭାଇର ବିବାହ ଭୋଜି ସାରି ସାନଭାଇ କାରରେ ବାଙ୍କି ଖଜୁରିପଦା ଗାଁରୁ ଫେରିବାବେଳେ ଏହି ଦୁର୍ଘଟଣା ଘଟିଛି। ବିବାହିତ ଯୁବକଙ୍କ ସାନଭାଇ ତପନ ରାଉତ, ତପନଙ୍କ ସାଙ୍ଗ, ସଂପର୍କିୟ ଭାଇ ଏବଂ ପିଉସାଙ୍କ ମୃତ୍ୟୁ ହୋଇଛି।
ଦୁର୍ଘଟଣା ଘଟାଇ ଟ୍ରକ ସହ ଚାଳକ ଫେରାର ହୋଇଯାଇଥିବା ଜଣାପଡିଛି। ପୋଲିସ ଘଟଣାସ୍ଥଳରେ ପହଞ୍ଚି ମୃତଦେହ ଜବତ କରି ତଦନ୍ତ ଚଳାଇଛି।
ମୁଣ୍ଡ ନେଉଛି ବିପଦଜନକ ପରିବହନ ବ୍ୟବସ୍ଥା..ନିଇତି ଘଟୁଛି ଦୁର୍ଘଟଣା..ପ୍ରତି ଦୁର୍ଘଟଣାରେ ଯାଉଛି ନିରୀହ ମଣିଷଙ୍କ ଜୀବନ ।
ବସ୍ ଧକ୍କାରେ ପିକଅପ୍ରେ ଥିବା ୩ ଜଣଙ୍କ ମୃତ୍ୟୁ ହୋଇଛନ୍ତି । ଦୁର୍ଘଟଣାରେ ବସ୍ରେ ଥିବା ୪ ଜଣ ଯାତ୍ରୀ ଆହତ ହୋଇଥିବାବେଳେ ସେମାନଙ୍କୁ ଉଦ୍ଧାର କରାଯାଇ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି ।
୩ଟି ଟ୍ରକ ଗୋଟିଏ ପରେ ଗୋଟିଏ ଆସି ଦୁର୍ଘଟଣାଗ୍ରସ୍ତ ହୋଇଛନ୍ତି। ଯାହାର ଭିଡିଓ ସିସିଟିଭିରେ କଏଦ୍ ଦୋଇଛି ।
ଘାଟିରେ ଓଲଟି ପଡ଼ିଲା ଯାତ୍ରା ପାର୍ଟି ଟ୍ରକ । ମୟୂରଭଞ୍ଜ ବାଙ୍ଗିରିପୋଷି ଘାଟିରେ ଘଟିଛି ଦୁର୍ଘଟଣା ।
ଦୁର୍ଘଟଣା ପରେ ଗାଡିରେ ଥିବା ୩ ଜଣ ଯୁବକ ସେଠାରୁ ଫେରାର ହୋଇଯାଇଛନ୍ତି।
କେଶରୀପାଟଣା ଗାଁ ନିକଟରେ ଦୁର୍ଘଟଣା । ସ୍କୁଟି ଏବଂ ବାଇକ୍ ମୁହାଁମୁହିଁ ଧକ୍କା ।
ଗାଡ଼ି ତଳେ ଶୋଇଥିବା ବେଳେ ୪ ଜଣଙ୍କ ଉପରେ ମାଡ଼ିଗଲା ଏହି ବୋରୱେଲ୍ ଗାଡ଼ି। ଘଟଣାସ୍ଥଳରେ ୪ ଜଣଙ୍କ ମୃତ୍ୟୁ ।
ମୃତକଙ୍କ ପରିଚୟ ମିଳିପାରିନାହିଁ । ଏନେଇ ସୂଚନା ପାଇବା ପରେ ବେଲପାହାଡ଼ ପୋଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ କରୁଛି ।
ବର୍ତ୍ତମାନର ଯୁବପିଢ଼ି ଏବେ ରିଲ୍ସ ନିଶାରେ କେତେବେଳେ କାହା ଜୀବନ ନେଇ ଯାଉଛନ୍ତି, ଜାଣିପାରୁନାହାନ୍ତି । ସ୍ପିଡ୍ ଗାଡ଼ି ଚଳାଇ ରିଲ୍ସ କରିବା ନିଶା ଏତେ ଯେ ରାସ୍ତାରେ ଯାଉଥିବା ମା’ ପୁଅକୁ ଚଢ଼ାଇଦେଲେ ।
ନୂଆ ବର୍ଷ ଆଣିଦେଲା ଦୁଃଖ । ବର୍ଷର ପ୍ରଥମ ଦିନରେ ଛକି ରହିଥିଲା ମୃତ୍ୟୁ । ଖୁସି ମନରେ ପିକନିକ କରିବାକୁ ଯାଉଥିଲେ । କିନ୍ତୁ ଶବ ହୋଇ ଫେରିଲେ ।
ସଡ଼କ ଦୁର୍ଘଟଣାର ୮୦ ଭାଗ ମୃତ୍ୟୁ ପଛର ମୁଖ୍ୟ କାରଣ । NCRBର ସଦ୍ୟତମ ତଥ୍ୟରେ ୩ କାରଣକୁ ଦାୟୀ କରାଯାଇଛି ।
NHରେ ବେଆଇନ ଗାଡ଼ି ପାର୍କିଂ ଡାକୁଛି ବିପଦ । ଘଟୁଛି ଦୁର୍ଘଟଣା, ଚାଲିଯାଉଛି ନିରୀହ ଜୀବନ । କେନ୍ଦୁଝର ହେଉ ବା ଭୁବନେଶ୍ୱର ଅଥବା ଆଜି ଯାଜପୁରରେ ଘଟିଥିବା ଦୁର୍ଘଟଣା, ସବୁଠି ବେଆଇନ ଗାଡ଼ି ପାର୍କିଂ ହିଁ ଦୁର୍ଘଟଣା ପଛର ମୁଖ୍ୟ କାରଣ ।
ହଁ, ସେ କାଳ ଏମିତି ଯେ ଏକାବେଳକେ ନେଇଗଲା ୮ ଜୀବନ। ରାସ୍ତା କଡ଼ରେ ଠିଆ ହୋଇଥିବା ଦୁର୍ଘଟଣାଗ୍ରସ୍ତ ଟୁରିଷ୍ଟ ଭ୍ୟାନର ଏ ସ୍ଥିତି ହିଁ ବୟାନ କରୁଛି କେତେ ଭୟାବହ ଥିଲା ଦୁର୍ଘଟଣା।
ରାଜ୍ୟରେ ସଡ଼କ ଦୁର୍ଘଟଣା ଜନିତ ମୃତ୍ୟୁ କମାଇବା ଲକ୍ଷ୍ୟ…..ପରିବହନ ବିଭାଗ ପକ୍ଷରୁ ଜିଲ୍ଲାପାଳ, ଏସପି ଓ RTOଙ୍କୁ SOP ଜାରି
୧୦ରୁ ଅଧିକ ଶ୍ରମିକଙ୍କୁ ନେଇ ଯାଉଥିଲା ସିମେଣ୍ଟ ବୋଝେଇ ଟିପ୍ପର, ଆଉ ୨ ଶ୍ରମିକ ଟିପ୍ପର ତଳେ ଚାପି ହୋଇଥିବା ଆଶଙ୍କା
ରାଜ୍ୟରେ ୧୧ ହଜାର ୬୬୩ଟି ଦୁର୍ଘଟଣା ହୋଇଥିବାବେଳେ ୧୦ ହଜାର ୧୦୩ଜଣ ଆହତ ହୋଇଛନ୍ତି । ଖାଲି ଏତିକି ଯେ ତାହାନୁହେଁ, ଗତ ୫ ବର୍ଷରେ ରାଜ୍ୟରେ ୫୪ ହଜାର, ୭୯୦ ସଡକ ଦୁର୍ଘଟଣା ହୋଇଛି ବୋଲି ଗୃହରେ ବିବୃତି ରଖିଛନ୍ତି ମନ୍ତ୍ରୀ ।
ଆସିକା ପାଟପୁର ଥାନା ପୋଡ଼ାମାରି ବସ୍ ଷ୍ଟାଣ୍ଡରେ ଦୁର୍ଘଟଣା...ବସ୍ କୁ ଅପେକ୍ଷା କରିଥିବା ବେଳେ ହଠାତ୍ ମାଡ଼ିଗଲା କାର୍..
ପୁରୀ ଯାଉଥିବା ବେଳେ ମର୍ମନ୍ତୁଦ ଦୁର୍ଘଟଣା, ୨ ମୃତ ଓ ୫ ଆହତ ….
କାଳର କୋଳରକୁ ଚାଲିଗଲା ଜୀବନ । ଭୋଜି ଖାଇ ଫେରୁଥିବା ବେଳେ ହେଲା ଭୟଙ୍କର ଦୁର୍ଘଟଣା, ଚାଲିଗଲା ୫ ଜୀବନ ।
ଜୀବନ ନେଇଗଲା ଟ୍ରକ୍ । ବସ୍ଟି ପଙ୍କଚର ହେବାରୁ ଯାତ୍ରୀମାନେ ଓହ୍ଲାଇ ପଡ଼ିଥିଲେ । ହଠାତ ଟ୍ରକ୍ ଆସି ୪ ଯାତ୍ରୀଙ୍କ ଉପରେ ମାଡ଼ିଗଲା ।
ଜମ୍ମୁ କାଶ୍ମୀରରେ ବଡ଼ ଧରଣର ବସ ଦୁର୍ଘଟଣା । ବର୍ତ୍ତମାନ ପର୍ଯ୍ୟନ୍ତ ୩୦ ଜଣଙ୍କର ମୃତ୍ୟୁ ହୋଇଥିବା ସୂଚନା ।
ଘଟଣାସ୍ଥଳରେ ଉଭୟଙ୍କର ମୃତ୍ୟୁ, ଉତ୍ତେଜନା ..କ୍ଷତିପୂରଣ ଦାବିରେ ରାସ୍ତାରୋକ, ପୋଲିସର ବୁଝାସୁଝା..
କାର୍ଟି ଛତିଶଗଡ଼ରୁ ଆନ୍ଧ୍ର ଅଭିମୁଖେ ଯାଉଥିଲା...କାର୍ରେ ଶାଶୁ, ଶ୍ୱଶୁର ଏବଂ ଝିଅ-ଜ୍ୱାଇଁ ଯାଉଥିଲେ..