ଭାରସାମ୍ୟ ହରାଇ ଓଲଟିଲା ବରଯାତ୍ରୀ ଟ୍ରାକ୍ଟର । ଘଟଣାସ୍ଥଳରେ ହିଁ ଚାଲିଗଲା ୧୩ ଜୀବନ । ସେହିପରି ଗୁରୁତର ଅବସ୍ଥାରେ ଆଉ ୧୫ ଜଣଙ୍କୁ ହସ୍ପିଟାଲରେ ଭର୍ତ୍ତି କରାଯାଇଛି ।
ଦୁର୍ଘଟଣା ପାଇଁ ଅକାଳରେ ଲିଭିଗଲା ୧୮ ଜୀବନ । ଜୀବିକା ପାଇଁ ଯାଇ ଜୀବନ ଦେଇ ଫେରିଲେ । କର୍ମକ୍ଷେତ୍ରରୁ ଫେରିବା ବେଳେ ସତେ ଯେପରି ଆଁ କରି ରହିଥିଲା ମୃତ୍ୟୁ, ଗିଳି ଦେଇଗଲା ।
ଦୁର୍ଘଟଣା ଏତେ ଭୟଙ୍କର ଥିଲାଯେ, ଦୁଇ ଟ୍ରକ୍ ମଧ୍ୟରେ ସମସ୍ତେ ଚାପି ହୋଇଯାଇଥିଲେ।
ବସ୍ରେ ମୋଟ୍ ୪୨ଜଣ ଯାତ୍ରୀ ଥିଲେ। ଗତକାଲି ସେମାନେ ଭୋଟ୍ ଦେବାପାଇଁ ବସ୍ରେ ଯାଇଥିଲେ। ଆଜି ସକାଳୁ ବାପାଟଲା ଫେରୁଥିବା ବେଳେ ଦୁର୍ଘଟଣା ଘଟିଛି।
ରାତି ପାହିଲେ ପାଳିଥାନ୍ତେ ବିବାହ ବାର୍ଷିକୀ। ପୁରୀରେ ଜଗା ଦର୍ଶନ କରି ବାକି ତକ ଜୀବନ ଖୁସିରେ କାଟିବାକୁ ଥିଲା ଇଚ୍ଛା। ହେଲେ ନିୟତୀର ଇଚ୍ଛା ଆଗରେ ସବୁ କିଛି ଛାରଖାର।
ଏହି ଦୁର୍ଘଟଣାରେ ମହାରାଷ୍ଟ୍ରର ଗୋଟେ ପରିବାରର ଚାରିଜଣ ସଦସ୍ୟଙ୍କ ସମେତ ୧୧ ମାସର ଛୋଟଝିଅର ମଧ୍ୟ ମୃତ୍ୟୁ ଘଟିଛି । ପୂରା ପରିବାର ଜମ୍ମୁରେ ଅବସ୍ଥିତ ବୈଷ୍ଣୋଦେବୀ ମନ୍ଦିରରୁ ଫେରୁଥିବା ବେଳେ ଭୋର୍ ପ୍ରାୟ ୫.୩୦ ରେ ରାୟପୁର ରସୁଲପୁର ଗ୍ରାମରେ ଦୁର୍ଘଟଣା ଘଟିଥିଲା ।
ବିଳମ୍ୱିତ ରାତି ପ୍ରାୟ ୧୨ଟାରେ ତିରାୟାରୁ ଗାଁକୁ ଫେରୁଥିବାବେଳେ ଜାତୀୟ ରାଜପଥ ୩୦ କାଠିଆ ନିକଟରେ ପିକଅପ୍ ବୋଲେରୋ ମୁହାଁମୁହିଁ ଧକ୍କା ହୋଇଥିଲା। ଏହି ଧକ୍କା ଏତେ ଭୟଙ୍କର ଥିଲା ଯେ ଘଟଣାସ୍ଥଳରେ ଆଠ ଜଣଙ୍କର ମୃତ୍ୟୁ ହୋଇଯାଇଛି।
ସୂଚନା ଅନୁଯାୟୀ ୩ ଜଣ ଯୁବକ ଏକ ବାଇକରେ ଅନୁଗୁଳ ଆଡ଼କୁ ଆସୁଥିବା ବେଳେ ପଞ୍ଚମହଲା ନିକଟରେ ଏକ ଟ୍ରକ ସେମାନଙ୍କୁ ପଛରୁ ଧକ୍କା ଦେବା ସହ କିଛି ବାଟ ଘୋଷାଡି ନେଇଥିଲା ।
ବରଯାତ୍ରୀଙ୍କୁ ନେଇ ଫେରୁଥିବା ଏକ କାର ଦ୍ରୁତ ଗତିରେ ଆସିଥିବା ଏକ ଟ୍ରକ ସହ ଧକ୍କା ହୋଇଥିଲା। ଯାହାଫଳରେ ୯ ଜଣଙ୍କ ମୃତ୍ୟୁ ହୋଇଥିବାବେଳେ ଜଣେ ଗୁରୁତର ଭାବେ ଆହତ ହୋଇଛନ୍ତି ।
ବିହାର ପାଟନାରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା । ବର୍ତ୍ତମାନ ପର୍ଯ୍ୟନ୍ତ ଦୁର୍ଘଟଣାରେ ସାତଜଣଙ୍କର ମୃତ୍ୟୁ ହୋଇଥିବା ସୂଚନା ମିଳିଛି । ବିହାରର ପାଟନାରେ ଏକ ଅଟୋରିକ୍ସା ବୁଲଡୋଜର ସହ ଧକ୍କା ହେବା ଫଳରେ ଅତି କମରେ ସାତ ଜଣଙ୍କର ମୃତ୍ୟୁ ଘଟିଛି ।
ଡଲଫିନ୍ ନାମକ ଏକ ଘରୋଇ ନାଇଟ କୋଚ୍ ବସ୍ ପ୍ରାୟ ୩୦ ଜଣ ଯାତ୍ରୀଙ୍କୁ ନେଇ ପୁରୀ ଅଭିମୁଖେ ଯାଉଥିଲା। ଆଜି ଭୋର ୪ଟା ସମୟରେ ବସ୍ଟି ଦୁର୍ଘଟଣାଗ୍ରସ୍ତ ହାଇୱାକୁ ଧକ୍କା ଦେଇଥିଲା। ଦୁର୍ଘଟଣାରେ ବସ୍ ଡ୍ରାଇଭରର ମୃତ୍ୟୁ ଘଟିଛି।
ପ୍ରତ୍ୟକ୍ଷଦର୍ଶୀଙ୍କ କହିବା ଅନୁସାରେ, କାରଟି ଅନ୍ୟ ଏକ କାରକୁ ଓଭରଟେକ୍ କରି ଟ୍ରକକୁ ଧକ୍କା ଦେଇଥିଲା। ଲୋକମାନେ ସାହାଯ୍ୟ ପାଇଁ ଚିତ୍କାର କରୁଥିଲେ। ପୋଲିସ ମୃତଦେହ ଜବତ କରି ବ୍ୟବଚ୍ଛେଦ ପାଇଁ ପଠାଇଥିବା ବେଳେ ଘଟଣାର ତଦନ୍ତ କରୁଛି।
ନୈନିତାଲର ବେତାଲଘାଟରେ ଭୟଙ୍କର ସଡ଼କ ଦୁର୍ଘଟଣା ଘଟିଛି। ଘଟଣାରେ ୭ ଜଣ ନେପାଳୀଙ୍କ ମୃତ୍ୟୁ ହୋଇଛି।
ତାମିଲନାଡୁରେ ଓଡ଼ିଆ ପୋଲିସ କନେଷ୍ଟବଳଙ୍କ ଅକାଳ ବିୟୋଗ । ଇଲେକ୍ସନ୍ ପାଇଁ ତ୍ରିଚୀକୁ ଯାଇଥିବା ବେଳେ ଓଡ଼ିଆ ପୋଲିସ କନେଷ୍ଟବଳ ପ୍ରମୋଦ କୁମାର ମାଝୀଙ୍କ ପରଲୋକ ଘଟିଛି ।
ମୟୂରଭଂଜ ବାଙ୍ଗିରିପୋଷି ଘାଟିରେ ପୁଣି ବସ୍ ଦୁର୍ଘଟଣା । ଦୁର୍ଘଟଣାରେ ବସ ଡ୍ରାଇଭର ଗୁରୁତର ଥିବା ବେଳେ ୨୦ରୁ ଅଧିକ ଯାତ୍ରୀ ଆହତ ହୋଇଛନ୍ତି । ବସଟି ଭାରସାମ୍ୟ ହରାଇ ପାହାଡରେ ପିଟି ହୋଇଯାଇଛି ।
ଗଞ୍ଜାମ ପାଇଲପଡ଼ା ପଞ୍ଚାୟତ ଦହିମୁଣ୍ଡଳୀ ଗାଁର ଦଣ୍ଡୁଆମାନେ ବ୍ରହ୍ମପୁରରୁ କ୍ଷେତ୍ରି ବ୍ରହ୍ମପୁରକୁ ୨ଟି ପିକପ୍ ଭ୍ୟାନରେ ଯାଉଥିଲେ। ତେବେ ଗୋଟିଏ ପିକଅପ୍ ଭ୍ୟାନ୍ ଭାରସାମ୍ୟ ହରାଇ ଓଲଟି ପଡ଼ିଥିଲା ।
ଦକ୍ଷିଣ ଆଫ୍ରିକାର ଉତ୍ତର-ପୂର୍ବ ଲିମ୍ପୋପୋ ପ୍ରଦେଶରେ ଗୁରୁବାର ବ୍ରିଜ୍ ଉପରୁ ଏକ ବସ୍ ପ୍ରାୟ ୫୦ ମିଟର ତଳେ ପଡ଼ିବା ପରେ ଜଳିଯିବାରୁ ୪୫ ଜଣ ତୀର୍ଥଯାତ୍ରୀଙ୍କ ମୃତ୍ୟୁ ଘଟିଛି।
ଜମ୍ମୁ-କାଶ୍ମୀରରେ ପ୍ରବଳ ବର୍ଷା ଲାଗି ରହିଛି। ଏହାରି ଭିତରେ ଉଦ୍ଧାରକାରୀ ଟିମ୍ ସମସ୍ତ ମୃତଦେହ ଉଦ୍ଧାର କରିଛନ୍ତି। ମୃତକଙ୍କ ମଧ୍ୟରୁ ୨ଜଣଙ୍କର ପରିଚୟ ସ୍ପଷ୍ଟ ହୋଇଛି।
କୋରାପୁଟ ସଦର ଥାନା ପୋଡ଼ାଗଡ ଜାତୀୟ ରାଜପଥ ୩୨୬ରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା । କାଲି ରାତିରେ ପୋଡ଼ାଗଡଠାରେ ଭାରସାମ୍ୟ ହରାଇ ଏକ ବସ୍ ପ୍ରଥମେ ବିଦ୍ୟୁତ୍ ଖୁଣ୍ଟକୁ ଧକ୍କା ଦେବା ପରେ ଦୁଇରୁ ତିନିଥର ପଲଟି ମାରିଥିଲା ।
ଟ୍ରକ ଧକ୍କାରେ ଭାରତୀୟ ଯୁବତୀଙ୍କ ମୃତ୍ୟୁ । ଗତ ସପ୍ତାହରେ ସେଣ୍ଟ୍ରାଲ ଲଣ୍ତନରେ ଏହି ଘଟଣାଟି ଘଟିଥିଲା । ସାଇକେଲ ଚଳାଇ ସେ ନିଜ ଘରକୁ ଫେରୁଥିବା ବେଳେ ଟ୍ରକଟି ଧକ୍କା ଦେଇଥିଲା । ଫଳରେ ତାଙ୍କର ମୃତ୍ୟୁ ହୋଇଯାଇଥିଲା ।
ଭୁବନେଶ୍ୱର ରାଜମହଲ ଛକରେ ଦୁର୍ଘଟଣା । ଯାତ୍ରୀବାହୀ ଅଟୋକୁ ବାଡେଇଲା ମୋ ବସ୍ । ଦୁର୍ଘଟଣାରେ କେହି ମୃତାହତ ହୋଇନଥିବା ବେଳେ ଅଟୋର ସମ୍ମୁଖ ପଟ ଭାଙ୍ଗି ଚୁରମାର୍ ହୋଇପଡିଛି । ସକାଳୁ ସକାଳୁ ଅଟୋଟି ରାଜମହଲ ଛକରେ ଯାତ୍ରୀ ଓହ୍ଲାଇବା ପରେ ମୋ ବସ୍ ଧକ୍କା ଦେଇଥିଲା ।
ବିହାରରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା । ଖାଗରିଆ ଜିଲ୍ଲାରେ ଏକ କାର ବିବାହ କାର୍ଯ୍ୟକ୍ରମରୁ ଫେରୁଥିଲା । ଏହି ସମୟରେ ଏକ ଟ୍ରାକ୍ଟର ଧକ୍କା ହେବା ଫଳରେ ସାତଜଣଙ୍କର ମୃତ୍ୟୁ ଘଟିଛି ।
ଦୁର୍ଘଟଣାରେ ପ୍ରସନ୍ନ ଆଚାର୍ଯ୍ୟ ଓ ତାଙ୍କ ପିଏସଓ ଗୁରୁତର ଆହତ ହୋଇଛନ୍ତି। ଡ୍ରାଇଭର ସାମାନ୍ୟ ଆହତ ହୋଇଛନ୍ତି।
କଟକ ଖାନନଗର ଛକରେ ଘଟିଛି ଦୁର୍ଘଟଣା। ଏଥିରେ ଜଣେ ସ୍କୁଟି ଆରୋହୀ ଗୁରୁତର ଆହତ ହୋଇଛନ୍ତି।
ମାଡ଼ି ଆସିଲା ଯମ ଆଉ ଆଖି ପିଛୁଳାକେ ହସଖୁସିର ପରିବେଶ କାନ୍ଦ ବୋବାଳି ଆଉ ଚିତ୍କାରରେ ଫାଟି ପଡ଼ିଲା।