୫ ଶହ ଫୁଟ୍ ଉପରେ ରୋପ୍ ୱେ’ର ୧୦ଟି କ୍ୟାବିନ୍ରେ ଝୁଲି ରହିଥିବା ୩୫ ଜଣ ଯାତ୍ରୀଙ୍କୁ ଉଦ୍ଧାର । ବାୟୁସେନା ଯବାନଙ୍କ ଲାଗି ବେଶ୍ ଚ୍ୟାଲେଞ୍ଜିଂ ଥିଲା ।
ରୋପ୍ ୱେ’ରେ ଝୁଲି ରହିଥିବା ତାର ଯୋଗୁଁ ସମସ୍ୟା ହେଉଥିଲେ ବି ରେସକ୍ୟୁ ଅପରେସନରେ ଲାଗି ପଡ଼ିଛନ୍ତି ବାୟୁସେନାର ଯବାନ । ଆଇଟିବିପି ଏବଂ ଏନଡିଆରଏଫ୍ର ଟିମ୍ ମଧ୍ୟ ସାମିଲ ହୋଇଛନ୍ତି ଉଦ୍ଧାର କାର୍ଯ୍ୟରେ ।