ଦୀର୍ଘଦିନର ଅପେକ୍ଷା ପରେ ପୁଣି ପର୍ଯ୍ୟଟକଙ୍କ ପାଇଁ ଚାଲିଛି ରୋପ ୱେ । ପର୍ଯ୍ୟଟକମାନେ ନନ୍ଦନକାନନ, ବଟାନିକାଲ ଗାର୍ଡେନ ଚତୁପାର୍ଶ୍ଵର ମନୋଲୋଭା ପରିବେଶ ବୁଲି ମଜା ଉଠାଇବେ ।
ଦୀର୍ଘଦିନର ଅପେକ୍ଷା ପରେ ପୁଣି ପର୍ଯ୍ୟଟକଙ୍କ ପାଇଁ ଚାଲିବ ରୋପ ୱେ । ପର୍ଯ୍ୟଟକମାନେ ନନ୍ଦନକାନନ, ବଟାନିକାଲ ଗାର୍ଡେନ ଚତୁପାର୍ଶ୍ଵର ମନୋଲୋଭା ପରିବେଶ ବୁଲି ମଜା ଉଠାଇବେ ।
ପର୍ଯ୍ୟଟକ ମାନଙ୍କ ମନୋରଞ୍ଜନ ପାଇଁ ୧୩ କୋଟି ଟଙ୍କା ବ୍ୟୟରେ ଏହି ରୋପୱେ କରାଯାଉଛି । ନନ୍ଦନକାନନରୁ ବଟାନିକଲ୍ ଗାର୍ଡନର ଦୂରତା ୬ଶହ ମିଟର । ଏଥିରେ ୧୨ଟି କ୍ୟାବିନ୍ ରହିଛି । ଥରକୁ ୭୨ ଜଣ ବୁଲିବା ସହିତ ଘଣ୍ଟାକୁ ୫୦୦ପର୍ଯ୍ୟଟକ ବୁଲି ପାରିବେ

ରୋପୱେରେ ପ୍ରାୟ ଦୁଇ ଘଣ୍ଟା ଧରି ପର୍ଯ୍ୟଟକ ଫସି ରହିଥିବା ଜଣାପଡ଼ିଛି ।