ଅହମ୍ମଦାବାଦର ନରେନ୍ଦ୍ର ମୋଦି ଷ୍ଟାଡିୟମ୍ରେ ହୋଇଥିଲା ଆଇପିଏଲ୍ର ଗ୍ରାଣ୍ଡ ଫିନାଲେ । ସାମ୍ନାସାମ୍ନି ହୋଇଥିଲେ ଚଳିତ ଥରର ଦୁଇ ହେଭିେୱେଟ୍ ଟିମ୍ ଗୁଜରାଟ ଟାଇଟନ୍ସ ଓ ରାଜସ୍ଥାନ ରୟାଲ୍ସ ।
ବର୍ଷାର ଭୟ ଭିତରେ ଆଜି ଚଳିତ ଆଇପିଏଲର ପ୍ରଥମ କ୍ୱାଲିଫାୟାର ମ୍ୟାଚ୍ ଖେଳିବାକୁ କୋଲକାତାର ଇଡେନ ଗାର୍ଡେନ ମୈଦନାକୁ ଓହ୍ଲାଇଛନ୍ତି ଗୁଜରାଟ ଟାଇଟନ୍ସ ଓ ରାଜସ୍ଥାନ ରୟାଲ୍ସ। ଏହି ମ୍ୟାଚ୍ରେ ଗୁଜରାଟ ଅଧିନାୟକ ହାର୍ଦ୍ଦିକ ପାଣ୍ଡ୍ୟା ଟସ୍ ଜିତି ପ୍ରଥମେ ବୋଲିଂ ନିଷ୍ପତ୍ତି ନେଇଛନ୍ତି। ଏହାର ଅର୍ଥ ସଞ୍ଜୁ ସାମସନଙ୍କ ଦଳ ପ୍ରଥମେ ବ୍ୟାଟିଂ କରିବ।