EOW ପରେ ଇଡି ଟିମ୍ ପହଞ୍ଚି ତନାଘନା କରିଛି । ମଜୁରୀ ନେଇ ଟଙ୍କା ବଦଳ ଖବର ସାମ୍ନାକୁ ଆସିବା ପରେ ଉଭୟ ଟିମ୍ ପହଞ୍ଚି ତନାଘନା ଆରମ୍ଭ କରିଛି ।
୨ ହଜାର ଟଙ୍କିଆ ନୋଟ୍ ବଦଳ ପାଇଁ ହଠାତ ଏପରି ଭିଡ଼ କାହିଁକି? ଟଙ୍କା ବଦଳ ପାଇଁ କେଉଁଠୁ ଆସିଲେ ଏତେ ସଂଖ୍ୟାରେ ଲୋକେ ?
୨୦୦୦ ଟଙ୍କିଆ ନୋଟ୍ ବଦଳ ପାଇଁ RBI ଆଗରେ ଲମ୍ବା ଲାଇନ୍ । ହେଲେ ଟଙ୍କା କାହାର ? ଲାଇନ୍ ଦେଇଛି କିଏ ? କଳା ଧନକୁ ଧଳା କରିବାକୁ ଓ ସରକାରଙ୍କୁ ଚୂନ ଲଗାଇବାକୁ ଗରିବଙ୍କୁ ମୋହରା କରିନାହାନ୍ତି ତ ଅସାଧୁ ଗୋଷ୍ଠୀ ?
ଟଙ୍କା କାହାର, ଲାଇନ୍ ଦେଇଛି କିଏ ? ଦୁଇ ହଜାର ଟଙ୍କିଆ ନୋଟ୍ ବଦଳ ପାଇଁ ଭୁବନେଶ୍ୱର RBI ଆଗରେ ଲାଇନ୍ ଲଗାଇଥିବା କିଛି ଲୋକଙ୍କ କଥାରୁ ଉଠିଛି ଏମିତି ପ୍ରଶ୍ନ।
୨ ହଜାର ଟଙ୍କିଆ ନୋଟ୍ର ବଦଳ ଓ ଜମା ନେଇ ମେ’ ୨୩ରୁ ସେପ୍ଟେମ୍ବର ୩୦ ଯାଏ ଲୋକଙ୍କୁ ପୁରା ୪ ମାସ ସମୟ ଦିଆଯାଇଛି। ଏସବୁ ଭିତରେ ୨ ହଜାର ଟଙ୍କିଆ ନୋଟ୍ ବଦଳ ନେଇ ଏକ ବଡ଼ ସୂଚନା ସାମ୍ନାକୁ ଆସିଛି।
ଜଣେ ବ୍ୟକ୍ତି ଥରକରେ ୧୦ଟି ନୋଟ୍ ବଦଳ କରିପାରିବେ । ଯଦି ବ୍ୟାଙ୍କ ଖାଲି ଥାଏ ତା’ହେଲେ ଏକାଧିକ ଥର ବଦଳ କରିପାରିବେ ।