ଆମେରିକାର ବର୍ଜିନିଆରେ ଇଣ୍ଡିଆନ୍ ଓଭରସିଜ୍ କଂଗ୍ରେସର ଏକ କାର୍ଯ୍ୟକ୍ରମରେ ପ୍ରବାସୀ ଭାରତୀୟଙ୍କୁ ସମ୍ବୋଧନ ବେଳେ ରାହୁଲ ଗାନ୍ଧି ଉଭୟ ବିଜେପି ଏବଂ ଆରଏସଏସକୁ କଡ଼ା ଭାଷାରେ ସମାଲୋଚନା କରି ବିବାଦକୁ ଆସିଛନ୍ତି ।
ମନ୍ଦିର ଭିତରେ ଶ୍ରୀଜିଉଙ୍କର ଦର୍ଶନ ସହ ମା' ବିମଳା ଓ ମହାଲକ୍ଷ୍ମୀଙ୍କ ଆଶୀର୍ବାଦ ନେଇଥିଲେ ମୋହନ ଭାଗବତ ।
ଆସନ୍ତାକାଲି ପୁରୀ ଯାଇ ସେ ମହାପ୍ରଭୁ ଜଗନ୍ନାଥଙ୍କୁ ଦର୍ଶନ କରିବେ । ଏହାପରେ ଗୋବର୍ଦ୍ଧନ ପୀଠର ଶଙ୍କରାଚାର୍ଯ୍ୟ ସ୍ୱାମୀ ନିଶ୍ଚଳାନନ୍ଦ ସରସ୍ୱତୀଙ୍କୁ ମଧ୍ୟ ସେ ସାକ୍ଷାତ କରିବାର କାର୍ଯ୍ୟକ୍ରମ ରହିଛି ।
ଆଜି ନାଗପୁରରେ ଆରଏସ୍ଏସ୍ ମୁଖ୍ୟ ମୋହନ ଭଗବତ ଅଖିଳ ଭାରତୀୟ ପ୍ରତିନିଥି ସଭାର ଉଦଘାଟନ କରିଛନ୍ତି । ଏହା ପୂର୍ବରୁ ବାର୍ଷିକ ‘ଶିକ୍ଷା ବର୍ଗ’ରେ ନାମ ଓ ଫର୍ମାଟ୍ ବଦଳାଇଲା RSS...
ଦଳ ଅଭିଯୋଗ କରିଛି, ଅଯୋଧ୍ୟା ରାମ ମନ୍ଦିରକୁ ବିଜେପି ବହୁ ଦିନରୁ ଏକ ରାଜନୈତିକ ପ୍ରସଙ୍ଗ କରିଛି । କେବଳ ନିର୍ବାଚନରେ ଫାଇଦା ଉଠାଇବାକୁ ବିଜେପି ଓ ଆରଏସଏସର ପ୍ରରୋଚରନାରେ ମନ୍ଦିର ନିର୍ମାଣ ଅସଂପୂର୍ଣ୍ଣ ହୋଇଥିଲେ ମଧ୍ୟ ଏବେ ପ୍ରାଣ ପ୍ରତିଷ୍ଠା କରାଯାଉଛି ।
ନାଗପୁର ମୁଖ୍ୟ କାର୍ଯ୍ୟାଳୟରେ ଏହି ସମାରୋହର ଆୟୋଜନ କରାଯାଇଛି ।
ବିଜୟା ଦଶମୀ ଅବସରରେ ରାଷ୍ଟ୍ରୀୟ ସ୍ୱୟଂ ସେବକ ସଂଘ (RSS) ମୁଖ୍ୟ ମୋହନ ଭାଗବତ ଭାରତର ଜନସଂଖ୍ୟା ବୃଦ୍ଧିକୁ ନେଇ ଚିନ୍ତା ପ୍ରକଟ କରିଛନ୍ତି। ବର୍ତ୍ତମାନ ପରିସ୍ଥିତିରେ ଦେଶ ପାଇଁ ଜନସଂଖ୍ୟା ନିୟନ୍ତ୍ରଣ ଆଇନର ଆବଶ୍ୟକତା ରହିଛି। ଯଦି ଜରୁରୀ ପଦକ୍ଷେପ ନିଆ ନ ଯାଏ ତେବେ ଧର୍ମଭିତ୍ତିକ ଅସନ୍ତୁଳନ ବଢିବ ବୋଲି ସେ ଚେତାବନୀ ଦେଇଛନ୍ତି।
ତାଲିବାନ ପ୍ରସଙ୍ଗ ଉଠାଇ ପାକିସ୍ତାନ ଓ ଚୀନକୁ ଟାର୍ଗେଟ କରି ମୋହନ ଭାଗବତ କହିଛନ୍ତି, ‘ତାଲିବାନ ଇତିହାସକୁ ସମସ୍ତେ ଜାଣନ୍ତି। ଆମେ ସାବଧାନ ରହିବା ଉଚିତ୍। ତାଲିବାନକୁ ଏବେବି ପାକିସ୍ତାନ, ଚୀନ୍ ସହଯୋଗ କରୁଛନ୍ତି।