ଆମେରିକୀୟ ଡଲାର ତୁଳନାରେ ଭାରତୀୟ ମୁଦ୍ରା ସର୍ବନିମ୍ନ ସ୍ତରରେ ପହଞ୍ଚିଛି । ଆଜି ସକାଳେ କାରବାର ଆରମ୍ଭରେ ଡଲାର ତୁଳନାରେ ଭାରତୀୟ ମୁଦ୍ରାର ମୂଲ୍ୟ ୮୦ ଟଙ୍କା ଛୁଇଁଛି ।